ଅକ୍ଟୋବର ୧୨ ରୁ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍‌

      ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ନିକଟରେ ଲକ୍ଷ୍ମୀ ଯୋଜନାର ବସ୍‌ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ୱାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି ।  ଏହି ଆଲୋଚନାରେ ବସ୍‌ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର ମାନଙ୍କୁ ମିଶାଇ ୬୫୦ ଜଣ କର୍ମଚାରୀ ଯୋଗ ଦେଇଥିଲେ ।         ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାରେ ବସ୍‌ ଚଳାଚଳ ଆରମ୍ଭ କରିବ ।  ଏହି … Continue reading ଅକ୍ଟୋବର ୧୨ ରୁ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍‌