ତାତି, ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି…

ଭୁବନେଶ୍ୱର : ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି। ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେଉଛି। ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୌସୁମୀ ଅଗ୍ରସର ସତ୍ୱେ ୩ ଜିଲା ପାଇଁ ଗ୍ରୀଷ୍ମ ପ୍ରବାହର ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ମୟୁରଭଞ୍ଜ, ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ସତର୍କ ସୂଚନା ଜାରି କରାଯାଇଛି। ୨୩ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ହେବାର ଆଶଙ୍କା ରହିଛି।

Leave a Reply

Your email address will not be published. Required fields are marked *