ନବୀନଙ୍କ ଅଧ୍ୟକ୍ଷତାରେ ୨୦ରେ ବସିବ ବିଜେଡ଼ି ବିଧାୟକ ଦଳ ବୈଠକ…

ଶଙ୍ଖ ଭବନରେ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୦ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ। । ଆଗକୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏଥିରେ ଦଳର ଭୂମିକା କଣ ରହିବ ସେ ନେଇ ବୈଠକରେ ରଣନୀତି ପ୍ରସ୍ତୁତ କରାଯିବ ବୋଲି ସୂଚନା ମିଳିଛି। ଦରଦାମ ବୃଦ୍ଧି, ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅର ଆକ୍ରମଣ ଘଟଣା ସାଙ୍ଗକୁ ଅନେକ ପ୍ରସଙ୍ଗ ରହିଛି। ସେସବୁକୁ ନେଇ ବିଜେଡି ଶାସକ ଦଳକୁ ବିଧାନସଭାରେ ଘେରିପାରେ। ବୈଠକରେ ବିଭିନ୍ନ ପ୍ରସଙ୍ଗ ନେଇ ସ୍ଵତନ୍ତ୍ର ରଣନୀତି ପ୍ରସ୍ତୁତ ହେବ ବୋଲି ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *