ଆତ୍ମନିର୍ଭର ଭାରତ ପାଇଁ କୋଇଲା ଗ୍ୟାସିଫିକେସନ ଜରୁରୀ- ସିଜିଏଆଇ
ଭୁବନେଶ୍ୱର, ୧୨ ଅଗଷ୍ଟ, ୨୦୨୬: କୋଇଲା ଗ୍ୟାସିଫିକେସନ କ୍ଷେତ୍ରରେ ଅଗ୍ରଣୀ ଶୀର୍ଷ ସଂଗଠନ କୋଲ ଗ୍ୟାସିଫାୟର୍ସ ଆସୋସିଏସନ ଅଫ ଇଣ୍ଡିଆ (CGAI), ପକ୍ଷରୁ ଭୁବନେଶ୍ୱରରେ “କୋଇଲା ଗ୍ୟାସିଫିକେସନ୍ରେ ଆହ୍ୱାନ, ସୁଯୋଗ ଏବଂ ନୂତନ ପ୍ରଯୁକ୍ତି” ଶୀର୍ଷକ ଏକ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦେଶରେ ଗଛିତ ବିପୁଳ କୋଇଲା ଭଣ୍ଡାର ଓ କୋଇଲା ମନ୍ତ୍ରାଳୟ ପକ୍ଷରୁ ପ୍ରଦତ୍ତ ଆର୍ଥିକ ସହାୟତା (ଭାଏବିଲିଟି ଗ୍ୟାପ୍ ଫଣ୍ଡିଂ ଯୋଜନା)କୁ ଆଧାର କରି ଦେଶର ଇନ୍ଧନ ଆତ୍ମନିର୍ଭରଶୀଳତା ହାସଲ ପାଇଁ…
