Chidananda Jena

ବାଲାଂଦେଶର ଛାତ୍ରଶକ୍ତିର ଅଭ୍ୟୁଦୟ, ସେବେ -ଏବେ -ଏକ ଆଲୋଚନା

ନୂଆଦିଲ୍ଲୀ :*(ବିଜୟ ସାହୁ) ବଙ୍ଗଳାଦେଶ ବେଗମ ରୋକେୟା ବିଶ୍ୱବିଦ୍ୟାଳୟର ମେଧାବୀ ଛାତ୍ର ଆବୁ ସୈୟେଦ । ଇଂରାଜୀ ବିଭାଗର ଅନେକ ମେଧାବୃତ୍ତି ପ୍ରାପ୍ତ ଛାତ୍ର । ବେଗମ ରୋକେୟା ବିଶ୍ୱବିଦ୍ୟାଳୟ ନାରୀବାଦୀ ଲେଖକ ଓ ସାମାଜିକ କର୍ମୀ ବେଗମ ରୋକେୟାଙ୍କ ନାମରେ ନାମିତ । ଏହି ସରକାରୀ ଗବେଷଣା ବିଶ୍ୱବିଦ୍ୟାଳୟ ରଙ୍ଗପୁର ବିଶ୍ୱବିଦ୍ୟାଳୟ ନାମରେ ନାମିତ ଥିଲା । ପରେ ବେଗମ ରୋକେୟା ବିଶ୍ୱବିଦ୍ୟାଳୟ ହେଇଥିଲା । ଆବୁ ସୈୟେଦ ୨୦୨୪, ୧୬ଜୁଲାଇରେ ସଂରକ୍ଷଣ ସଂସ୍କାର ଆନ୍ଦୋଳନରେ…

Read More

ଅର୍ଥପୂର୍ଣ୍ଣ ଶିକ୍ଷା – ଜ୍ଞାନ ହିଁ ମାନବିକତାର ଉନ୍ନତି କରିଥାଏ – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜଟଣୀ : ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଛନ୍ତି । ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ, ନାଇଜରର ଯାତ୍ରା ଅଳ୍ପ କିଛି ବର୍ଷ ତଳୁ ଆରମ୍ଭ ହୋଇଛି, କିନ୍ତୁ କମ୍ ସମୟ ମଧ୍ୟରେ ଏହା ଶିକ୍ଷା ଜଗତରେ ନିଜ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ସୃଷ୍ଟି କରିଛି । ବିଜ୍ଞାନର ଯଥାର୍ଥତା ଓ ପରମ୍ପରାର ମୂଲ୍ୟବୋଧକୁ ସମନ୍ୱିତ କରି ଏହି ଅନୁଷ୍ଠାନ…

Read More

କୋଟିଆ ବିବାଦର ସମାଧାନ, ସୁରେଶଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଏବଂ ଆନ୍ଧ୍ର ପ୍ରଦେଶ ସୀମାନ୍ତବର୍ତ୍ତୀ ଗ୍ରାମପୁଞ୍ଜ କୋଟିଆକୁ ନେଇ ଦୀର୍ଘଦିନ ଧରି ବିବାଦ ଲାଗି ରହିଛି। ବିଧାନସଭାରେ କୋଟିଆ ଏକ ପ୍ରମୁଖ ପ୍ରସଙ୍ଗ ଭାବେ ବିଜେପି ଦ୍ୱାରା ଉପସ୍ଥାପିତ ହୋଇ ଆସିଛି। ଏମିତି କି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କୋଟିଆ ଗସ୍ତ କରି ଆନ୍ଧ୍ର ଅଫିସରଙ୍କୁ ଘଉଡାଇଥିବା ଭିଡିଓ ଛାଡିଥିଲେ। ଏହାକୁ ନେଇ ସାମାଜିକ ଗଣମାଧ୍ୟମରେ ଭାଇରାଲ କରାଯାଇଥିଲା। ତତ୍କାଳୀନ ବିଜେଡି ସରକାର ରାଜ୍ୟର ଜମି ସୁରକ୍ଷା କରିବାରେ ବିଫଳ ବୋଲି…

Read More

କାହିଁକି ରାଜ୍ୟ ବିଜେପି ମେଣ୍ଟ ପାଇଁ ରାଜି ହେଲାନି…ବିନା ମେଣ୍ଟରେ ପ୍ରଥମ ଥର ନିର୍ବାଚନକୁ ଯିବେ ମନମୋହନ..

ଭୁବନେଶ୍ୱର :  ବିଜେପି ଆସନ୍ତା ସାଧାରଣ ନିର୍ବାଚନରେ ଏକାକୀ ଲଢିବ । ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଅପରାହ୍ନରେ ଏହି ଘୋଷଣା କରିଛନ୍ତି। ଶ୍ରୀ ସାମଲ ଗୁରୁବାର ବିଳମ୍ବିତ ରାତିରେ ଓଡ଼ିଶାକୁ ଫେରିଛନ୍ତି।  କିଛି ଦିନ ମଧ୍ୟରେ ରାଜ୍ୟର ପ୍ରାର୍ଥୀ ମାନଙ୍କ ନାମ ଘୋଷଣା କରାଯିବ ବୋଲି ଶ୍ରୀ ସାମଲ ସୂଚନା ଦେଇଛନ୍ତି।  ଶ୍ରୀ ସାମଲ ନିଜର ସମସ୍ତ ସାମାଜିକ ଗଣମାଧ୍ୟମରେ ଲେଖିଛନ୍ତି ଯେ, ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର…

Read More

ଉତ୍ତର ଓଡ଼ିଶାର ବିଭିନ୍ନ ଆସନର ପ୍ରାର୍ଥୀ ଚିନ୍ତା ବିଜେଡିକୁ ଘାରୁଛି, ବିଦ୍ରୋହ ଦମନ ନେତୃତ୍ୱ ପାଇଁ ଆହ୍ୱାନ

ଭୁବନେଶ୍ୱର : ଫେବୃୟାରୀ ଶେଷ ସପ୍ତାହରେ ସାଧାରଣ ନିର୍ବାଚନ ପାଇଁ ତାରିଖ ଓ ବିଜ୍ଞପ୍ତି ଘୋଷଣା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶାସକ ଦଳ ବିଜେଡି ବ୍ୟାପକ ପ୍ରସ୍ତୁତି ଜାରି ରଖିଛି। ଏହି କ୍ରମରେ ଉତ୍ତର ଓଡ଼ିଶା ପାଇଁ ଦଳ ସ୍ୱତନ୍ତ୍ର ଯୋଜନା କରୁଛି। ମୟୂରଭଞ୍ଜ, କେନ୍ଦୁଝର ଏବଂ ଅବିଭକ୍ତ ବାଲେଶ୍ୱର ଜିଲ୍ଲାକୁ ଉତ୍ତର ଜୋନ୍ ଭାବେ ବିଜେଡି ଚିହ୍ନିତ କରିଛି। ଏହି ଜୋନ୍ ମଧ୍ୟରେ ଆସୁଥିବା ମୟୂରଭଞ୍ଜ ଲୋକସଭା ଆସନ ଜିତିବା…

Read More

ଇଏ ସେହି ଉପ-ରାଷ୍ଟ୍ରପତି, ଯିଏ ଓଡ଼ିଶାରେ ରାଜ୍ୟପାଳ ଥିବାବେଳେ ଖାଇଥିଲେ ଜୋତାମାଡ଼..

 ଭୁବନେଶ୍ୱର :  ସଂସଦରୁ ଶତାଧିକ ସାଂସଦ ନିଲମ୍ବିତ ହୋଇ ସାରିଲେଣି। ଏହି ସଂଖ୍ୟା ଇତି ମଧ୍ୟରେ ଦେଢଶହ ଟପିଲାଣି। ଏହା ପରେ ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଟିଏମସି ଏମପି କଲ୍ୟାଣ ବାନାର୍ଜୀ ବ୍ୟଙ୍ଗ କରିବା କଥା ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି। ଉପରାଷ୍ଟ୍ରପତିଙ୍କୁ ଶାସକ ଦଳ ବିଜେପି ଏବଂ ଅଣ ଆନୁଷ୍ଠାନିକ ସହଯୋଗୀ ବିଜେଡ଼ି ଏମପି ମାନଙ୍କ ପକ୍ଷରୁ ସମବେଦନା ଜଣାଯାଉଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ରାଜ୍ୟପାଳ ରହିସାରିଥିବା ଜଣେ ପୂର୍ବତନ ଉପ-ରାଷ୍ଟ୍ରପତିଙ୍କ ସହ ହୋଇଥିବା…

Read More

ଉପକୂଳ ଓଡ଼ିଶାର ଏହି ଆସନରେ ବିଜେଡି ହାରିବା ଆଶଙ୍କା !

ଭୁବନେଶ୍ୱର : ବିଜୁ ଜନତା ଦଳ ଗଠନ ହେବା ଠାରୁ କୌଣସି ସାଧାରଣ ନିର୍ବାଚନରେ ହାରିନାହିଁ ଦଳ । ଏପରିକି ଲୋକସଭା ଆସନ ଗୁଡ଼ିକରେ ହୋଇଥିବା ସବୁ ଭୋଟରେ ବିଜେଡି ଆଗରେ ରହିଛି। ପାଞ୍ଚ ଥର ରାଜୁତି ପରେ ଆସନ୍ତା ବର୍ଷ ଷଷ୍ଠ ଥର ପାଇଁ ନିର୍ବାଚନ ଲଢିବାକୁ ଯାଉଛି ବିଜେଡି। ତେଣୁ ସ୍ୱାଭାବିକ ଭାବେ ଶାସକ ବିରୋଧୀ ହାଓ୍ୱା, ଦଳୀୟ ଅନ୍ତଃକନ୍ଦଳ ଏବଂ ପ୍ରଚାରିତ ପ୍ରାର୍ଥୀଙ୍କ ଆସନ ବଦଳ ନେଇ କେତେକ ଆସନ ଫଳାଫଳ ବିଗିଡ଼ି…

Read More

ଆରମ୍ଭ ହେଲା  ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପ, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଭୁବନେଶ୍ୱର : ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରସା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗତକାଲି ଭିଡିଓ କନ୍‌ଫରେନ୍‌ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ସାରା ରାଜ୍ୟରେ ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ୧୪୦ କୋଟି ଟଙ୍କା ବିନିଯୋଗରେ ୧୦୩ଟି ପ୍ରକଳ୍ପ ଉଦ୍‌ଘାଟନ କରିଥିବାବେଳେ  ୧୦୦୦ କୋଟି ଟଙ୍କା ବ୍ୟୟରେ ୩୭୨ଟି ପ୍ରକଳ୍ପ…

Read More

ନବରଙ୍ଗପୁର ଜିଲ୍ଲାରେ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ଯୋଜନା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବରଙ୍ଗପୁର ଜିଲ୍ଲାରେ  ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନାର ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। ନବରଙ୍ଗପୁରରେ…

Read More

କଳାହାଣ୍ଡି-ମୟୁରଭଞ୍ଜ ଜିଲ୍ଲା ପାଇଁ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି। ପ୍ରକଳ୍ପ ଦୁଇଟି ହେଉଛି –  କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୁରଭଞ୍ଜ ଗଙ୍ଗାହର ନଦୀ ଉପରେ ଦାମୋଦରପୁର ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସମୁଦାୟ ୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ କଳାହାଣ୍ଡି ମୁରଲୀଝର…

Read More