Chidananda Jena

ଗଜପତିକୁ ଚାଲିଲା ୩୬ଟି ବସ୍, ଜିଲ୍ଲାର ୭ଟି ବ୍ଲକର ୧୨୬ଟି ପଞ୍ଚାୟତକୁ ଯୋଡିବ ଲକ୍ଷ୍ମୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲାରେ  ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ଏଥିରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନାର ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। ଏହି ଅବସରରେ ଉଦ୍‌ବୋଧନ…

Read More

ପାର୍ବଣ ପୂର୍ବରୁ ନବୀନଙ୍କ ଭେଟି, ଖୋଲିଲା ଜମିଜମା ସମସ୍ୟାର ବାଟ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇଥିଲା । ଆଜି ସିକିମ ରୟତ ମାନଙ୍କ ଜମି ସମସ୍ୟା ଓ ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତ ମାନଙ୍କ ଜମି…

Read More

୧୨ ଦିନ ମଧ୍ୟରେ ଚାରି ଦ୍ୱାର ନ ଖୋଲିଲେ ହେବ ବିରାଟ ଆନ୍ଦୋଳନ

ଭୁବନେଶ୍ୱର : କରୋନା ତ ସରିଲା। ସବୁ କଟକଣା ଉଠିଲା। ମହାପ୍ରଭୁଙ୍କ ପାଇଁ ପୁଣି କଣ କଟକଣା। ସେତେବେଲେ ବେଳେ ଶ୍ରୀମନ୍ଦିରର ଚାରି ଦ୍ୱାର ବନ୍ଦ ଥିଲା। ଏବେ ତ ସେମିତି କିଛି ନାହିଁ। ତେଣୁ ଚାରି ଦ୍ୱାର ଖୋଲି ଦିଆଯାଉ। ବିଶେଷ କରି  କାର୍ତ୍ତିକମାସ ପୂର୍ବରୁ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲାଯାଉ ବୋଲି ରାଜ୍ୟ କଂଗ୍ରେସ କମିଟି ପକ୍ଷରୁ ଦାବି କରାଯାଉଛି।  ଏହି ଦାବି ସହ ରତ୍ନଭଣ୍ଡାର ଖୋଲି ଅଳଙ୍କାର ଗଣତି କରାଯାଉ ଓ ବେଦାନ୍ତ…

Read More

ମାଲକାନଗିରିରୁ ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ଯୋଜନା , ଚାଲିଲା ୩୬ଟି ବସ୍, ଜିଲ୍ଲାର ୧୧୧ଟି ପଞ୍ଚାୟତକୁ ଯୋଡିବ ଲକ୍ଷ୍ମୀ

ଭୁବନେଶ୍ୱର,: ମାଲକାନଗିରି ମୋର ଅତି ପ୍ରିୟ। ମାଲକାନଗିରି ହିଁ ଓଡିଶା ବିକାଶର ଲଞ୍ଚ ପ୍ୟାଡ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରି ଏହା କହିଛନ୍ତି। ଏହି ଅବସରରେ ଯୋଜନାର ପ୍ରଥମ ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣି  ମାଲକାନଗିରିରୁ ଏମ୍.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି ସେଠାରେ BQSର ଶୁଭାରମ୍ଭ କରିଥିଲେ। ପ୍ରାରମ୍ଭରେ ଉଚ୍ଛସିତ ଜନତାଙ୍କ ତାଳି, ସ୍ୱାଗତମ୍ ଧ୍ୱନି…

Read More

ଓଡ଼ିଶାରେ ଏନଏଚଏଆଇ ପ୍ରକଳ୍ପ ପ୍ରସଙ୍ଗରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ଠାରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟି ଓଡ଼ିଶାରେ କ୍ରିୟାନ୍ୱୟନ ହେଉଥିବା ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା କରିଛନ୍ତି ।ଶ୍ରୀ ପ୍ରଧାନ ଏହି ବୈଠକ ପରେ ଟ୍ୱିଟ୍ କରି କହିଛନ୍ତି ଯେ ବିଭାଗୀୟ କେନ୍ଦ୍ରମନ୍ତ୍ରୀଙ୍କ ସହ ଏନଏଚ୍ -୫୫ ଅନ୍ତର୍ଗତ ଦୁଇଟି ପ୍ୟାକେଜରେ ନିର୍ମାଣାଧୀନ କଟକ – ଅନୁଗୋଳ ରାଜପଥର ଅଗ୍ରଗତି, ଅନୁଗୋଳ-…

Read More

ସ୍କୁଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ,  ୨ ଲକ୍ଷ ମିଶନ ଶକ୍ତି ମା’ ଓ ତୃଣମୂଳ ଷ୍ଟାଫ୍ ପାଇବେ ସ୍କୁଟର ଋଣ

ଭୁବନେଶ୍ୱର :   ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି। ରାଜଧାନୀ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍  ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉପସ୍ଥିତ ସ୍ୱୟଂସହାୟକ ଗୋଷ୍ଠୀର ମା’ ମାନଙ୍କୁ କହିଲେ ଯେ ମହିଳା ସଶକ୍ତିକରଣ କ୍ଷେତ୍ରରେ ଆଜି ଦିନଟି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହୋଇ ରହିବ। ମା’ମାନଙ୍କ ସଶକ୍ତିକରଣ କ୍ଷେତ୍ରରେ ଆଜି ଆମେ ଆଉ ଏକ ପାଦ ଆଗକୁ ଆସିଲୁ। ମିଶନ ଶକ୍ତି ମା’ ମାନଙ୍କୁ ସ୍କୁଟର କିଣିବା…

Read More

  ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ,  ସାରା ରାଜ୍ୟରେ ଖର୍ଚ୍ଚ ହେବ ୩୩୯୭ କୋଟି ଟଙ୍କା

ଭୁବନେଶ୍ୱର : ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆଜିଠାରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ସାରା ରାଜ୍ୟରେ ଆମ ଓଡିଶା ନବୀନ…

Read More

ଅକ୍ଟୋବର ୧୨ ରୁ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍‌

      ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ନିକଟରେ ଲକ୍ଷ୍ମୀ ଯୋଜନାର ବସ୍‌ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ୱାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି ।  ଏହି ଆଲୋଚନାରେ ବସ୍‌ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର ମାନଙ୍କୁ ମିଶାଇ ୬୫୦ ଜଣ କର୍ମଚାରୀ ଯୋଗ ଦେଇଥିଲେ ।         ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାରେ ବସ୍‌ ଚଳାଚଳ ଆରମ୍ଭ କରିବ ।  ଏହି…

Read More

ପ୍ରତିଟି ଜଳବିନ୍ଦୁରେ ରହିଛି ଜୀବନ, ସମସ୍ତଙ୍କୁ ଭଲ ପିଇବା ପାଣି ଯୋଗାଇବା ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନାର ଲକ୍ଷ୍ୟ

ଭୁବନେଶ୍ୱର : ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନର ୩ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଓଡିଶାର ୫ଟି ସହର ସମେତ ଅନ୍ୟ ୧୩ଟି ସହରର ୧୪୯ଟି ୱାର୍ଡରେ ୨୪ ଘଣ୍ଟିଆ ଜଳ ଯୋଗାଣ ସୁବିଧାର ଶୁଭାରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ କାର୍ଯ୍ୟକ୍ରମରେ ଜନସାଧାରଣ ଟ୍ୟାପରୁ ସିଧାସଳଖ ବିଶୁଦ୍ଧ ପିଇବା ପାଣି ପାଇପାରୁଛନ୍ତି। ଏଥିରେ ଟ୍ୟାପ ପାଣିକୁ ଫିଲ୍‌ଟର କରିବାର ଆବଶ୍ୟକ ନାହିଁ। ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍ …

Read More

ଦୀପଗ୍ରେସଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଓଡ଼ିଆ ହକି ତାରକା ଦୀପଗ୍ରେସ ଏକ୍କାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ ୫୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି। ଏସୀୟ ହକି ବ୍ରୋଞ୍ଜ ବିଜୟୀ ହେବା ପରେ ଦୀପଗ୍ରେସ ପାଇଁ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ସେହିପରି ଦଳଗତ ଭାବେ ସଫଳତା ପାଇଁ ଦୀପଗ୍ରେସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ସେ ବର୍ତ୍ତମାନର  ଯୁବପିଢ଼ିଙ୍କ ପାଇଁ ଆଦର୍ଶ ହୁଅନ୍ତୁ ବୋଲି  ମୁଖ୍ୟମନ୍ତ୍ରୀ କହିଛନ୍ତି। ସୁନ୍ଦରଗଡ଼ ଜିଲ୍ଲା ଲୁଲକିଡିହି ଗାଁର ଦୀପଗ୍ରେସ…

Read More