ସହର ପରିସ୍ଥିତିକୁ ନେଇ ଗଠିତ ହେଲା କଟକ ଶାନ୍ତି ସଦଭାବନା ସମିତି କଟକ ଭାଇଚାରାର ସହର : ଏଠାରେ ହିଂସାର ସ୍ଥାନ ନାହିଁ . କଟକ : କଟକ ହଜାର ବର୍ଷର ଐତିହାସିକ ସହର I କଟକର ଭାଇଚାରା ସମଗ୍ର ଦେଶ ପାଇଁ ଏକ ଉଦାହରଣ ହୋଇ ଛିଡା ହୋଇଛି l ଏହାର ଇତିହାସରେ ଦଙ୍ଗାର ସ୍ଥାନ ନାହିଁ, ଦୂର୍ଗା ପୂଜା ଭଷାଣୀ ସମୟରେ ହୋଇଥିବା ଏକ ଦୁର୍ଘଟଣା ପାଇଁ କଟକ ନିନ୍ଦିତ ହୋଇଛି l ଏହାକୁ ଆଉ…
