
ଭାଇରାଲ ହେଲା ନବ ଦାସଙ୍କ ଓପିଡି ରେଫରାଲ ଟିକେଟ୍, ଅତି ସଙ୍କଟାପନ୍ନ ଥିଲା ଅବସ୍ଥା
ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କର ମୃତ୍ୟୁକୁ ଦୁଇଶହରୁ ଅଧିକ ଦିନ ହେଲାଣି। ତାଙ୍କ ସ୍ଥାନରେ ତାଙ୍କ ଝି ଦୀପାଳୀ ଦାସ ସେଠାରୁ ଉପନିର୍ବାଚନ ଜିତି ବିଧାୟିକା ହୋଇସାରିଲେଣି। ସେହିପରି ପୁଅ ବିଶାଳ ଦାସ ଅବିଭକ୍ତ ସମ୍ବଲପୁର ରାଜନୀତିରେ ସକ୍ରିୟ ହେଲେଣି। ହେଲେ କ୍ରାଇବବ୍ରାଞ୍ଚ ତଦନ୍ତ ଜାରି ରହିଥିବା ବେଳେ ନୂଆ ତଥ୍ୟ ପ୍ରସଙ୍ଗ ପଦାକୁ ଆସିଛି। ଯାହାକୁ ନେଇ ଟର୍ଚ୍ଚା ଜୋର ଧରିଛି। ନବଙ୍କୁ ଗୁଳିମାଡ଼ ପରେ ଝାରସୁଗୁଡ଼ା ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି…