
ଟିପିଏସ୍ଓଡିଏଲ୍ ପକ୍ଷରୁ ବ୍ରହ୍ମପୁରର ଗୋଷାଣୀ ନୂଆଗାଁ ଫିଡର୍ ଏବଂ ନେଟୱାର୍କ ଶକ୍ତି ବୃଦ୍ଧି ଦିଗରେ ପଦକ୍ଷେପ
ବ୍ରହ୍ମପୁର : ଟିପି ସାଉଥ୍ ଓଡିଶା ବିତରଣ ଲିମିଟେଡ୍, ଟିପିଏସ୍ଓଡିଏଲ୍ ପକ୍ଷରୁ ବ୍ରହ୍ମପୁରର ଗୋଷାଣୀ ନୂଆଗାଁ ଫିଡର୍ ଏବଂ ନେଟୱାର୍କ ଭିତ୍ତିଭୂମିକୁ ମଜବୁତ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଦିଗରେ କାର୍ଯ୍ୟ ଚାଲିଅଛି | ଏହି ପ୍ରକଳ୍ପଟି ଅଞ୍ଚଳର ବାସିନ୍ଦାଙ୍କୁ ବିଦ୍ୟୁତ୍ ଯୋଗାଣର ନିର୍ଭରଯୋଗ୍ୟତା ଏବଂ ଦକ୍ଷତା ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛି। ପ୍ରକଳ୍ପର ଏକ ଅଂଶ ଭାବରେ, ଟିପିଏସ୍ଓଡିଏଲ୍ ଆମ୍ବ ମାର୍କେଟରୁ ରୟାଲ ଫାର୍ମାସି କଲେଜ ପର୍ଯ୍ୟନ୍ତ ଏକ ବିକଳ୍ପ ଲାଇନ ତିଆରି କରୁଛି, ଯାହାକି…