Odisha Patrika

କଂଗ୍ରେସ ଉଠାଉଥିବା ପ୍ରସଙ୍ଗ ବିଜେପିକୁ ଫାଇଦା ଦେବ….ରାଷ୍ଟ୍ରୀୟ ନେତୃତ୍ୱକୁ ରିପୋର୍ଟ ଦେଲା ନିର୍ବାଚନୀ ସର୍ଭେକ୍ଷଣ ସଂସ୍ଥା….

ଭୁବନେଶ୍ୱର : ଶୀର୍ଷକଟି ପଢି ଆଶ୍ଚର୍ଯ୍ୟ ହେଉଥିବେ। ମାତ୍ର ଏକଥା ସତ। ରାଜ୍ୟ କଂଗ୍ରେସର ନିଷ୍କ୍ରିୟତା ଓ ରଣନୀତି ଚୟନ ରାଜ୍ୟ ବିଜେପିକୁ ଫାଇଦାରେ ରଖିବ। ଏକଥା ଆମେ କହୁନାହୁଁ। କେନ୍ଦ୍ରୀୟ ବିଜେପି ପାଇଁ କାମ କରୁଥିବା ନିର୍ବାଚନୀ ସର୍ଭେ ସଂସ୍ଥା ବରାହ ଆନାଲିଟିକ୍ ପକ୍ଷରୁ କୁହାଯାଇଛି। ଓଡ଼ିଶା ସମ୍ପର୍କିତ ଏକ ରିପୋର୍ଟ ନିକଟରେ ବିଜେପି ରାଷ୍ଟ୍ରୀୟ ନେତୃତ୍ୱକୁ ପ୍ରଦାନ କରାଯାଇଛି। ରାଜ୍ୟ କଂଗ୍ରେସର କୌଣସି ରାଜନୈତିକ କାର୍ଯ୍ୟକ୍ରମ ବିଜେପିକୁ ଅଡୁଆ ହେବ ନାହିଁ। ବରଂ ସବୁ…

Read More

ବ୍ୟାଙ୍କ, ପୋଷ୍ଟାଲ ଠାରୁ ଅଧିକ ରିଟର୍ଣ୍ଣ ଦେଉଛି ଏହି ବୀମା ସଂସ୍ଥା … ଜାଣନ୍ତୁ

ନୂଆଦିଲ୍ଲୀ : ଭବିଷ୍ୟତ ପାଇଁ ସଞ୍ଚୟ କରିବାକୁ ଚାହୁଁଛନ୍ତି କି? ତେବେ ଆଉ କୌଣସି ବ୍ୟାଙ୍କ କି ପୋଷ୍ଟାଲ ନୁହେଁ । ଏବେ ଆପଣ ଅଧିକ ସୁଧ ଦେବ ମ୍ୟୁଚୁଆଲ ଫଣ୍ଡ । ନିଜ ରୋଜଗାରରୁ କିଛି ଟଙ୍କା ସଞ୍ଚୟ କରିବା ଦ୍ୱାରା ନିଜର ଓ ନିଜର ପରିବାରର କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଲାଗିଥାଏ । ବର୍ତ୍ତମାନ ସମୟରେ ଟଙ୍କା ସଞ୍ଚୟ କରିବାକୁ ହେଲେ ସମସ୍ତେ ବ୍ୟାଙ୍କ, ପୋଷ୍ଟାଲ, କିମ୍ୱା କୌଣସି ବୀମା ସଂସ୍ଥାରେ ଟଙ୍କା ରଖୁଛନ୍ତି…

Read More

ପ୍ରଥମ ଥର ଏସୀୟ କ୍ରୀଡ଼ାରେ ସାମିଲ ହେବ ଭାରତୀୟ କ୍ରିକେଟ୍ ଦଳ

ମୁମ୍ବାଇ: ପ୍ରଥମ ଥର ଏସୀୟ କ୍ରୀଡ଼ାରେ ଭାରତୀୟ ପୁରୁଷ ଓ ମହିଳା କ୍ରିକେଟ୍‌ ଦଳର ଅଂଶଗ୍ରହଣକୁ ବିସିସିଆଇ ଆପେକ୍ସ କାଉନସିଲ୍‌ରେ ଅନୁମୋଦନ ମିଳିଛି। ସେପ୍ଟେମ୍ବର ୨୮ ତାରିଖରୁ ଚୀନରେ ଆରମ୍ଭ ହେଉଥିବା ଏହି ଏସୀୟ ମହାକୁମ୍ଭରେ ବିସିସିଆଇର ଦ୍ବିତୀୟ ପୁରୁଷ ଦଳ ଭାଗ ନେବ। କିନ୍ତୁ ସେପ୍ଟେମ୍ବର ୧୯ ତାରିଖରୁ ଆରମ୍ଭ ହେଉଥିବା ମହିଳା ବର୍ଗରେ ଭାରତର ମୁଖ୍ୟ ଦଳ ଏଥିରେ ଅଂଶଗ୍ରହଣ କରିବ। ଏସୀୟ କ୍ରୀଡ଼ା ଇତିହାସରେ କ୍ରିକେଟ୍‌ ତୃତୀୟ ଥର ପାଇଁ ସାମିଲ ହୋଇଛି।…

Read More

ବିଭିନ୍ନ ବର୍ଗର କଳାକାରଙ୍କ ପାରିଶ୍ରମିକ ବୃଦ୍ଧି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଲୋକକଳାର ପ୍ରସାର ପାଇଁ ଓଡ଼ିଶା ସରକାର ବିଭିନ୍ନ ସମୟରେ ଏକାଧିକ ପଦକ୍ଷେପ ନେଇ ଆସିଛନ୍ତି।  ୨୦୦୯ ମସିହାରୁ ବ୍ଲକ୍‌ ଠାରୁ ଆରମ୍ଭ କରି ଜିଲ୍ଲା  ତଥା ରାଜ୍ୟସ୍ତରୀୟ ଲୋକ କଳା କଳାକାର ମାନଙ୍କ ସଂଘ ଗଠନ କରାଯାଇଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ,  ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଅନ୍ୟାନ୍ୟ ବିଭାଗ ଦ୍ୱାରା ଲୋକକଳା କାର୍ଯ୍ୟକ୍ରମର ଆୟୋଜନ କରାଯାଇ ପ୍ରୋତ୍ସାହନ ଦିଆଯାଉଛି । ଶନିବାର କଳାକାର ମାନଙ୍କୁ…

Read More

ଟିପିଏସ୍ଓଡିଏଲ୍ ପକ୍ଷରୁ ଡିଜିଟାଲ୍ ସାକ୍ଷରତା ଅଭିଯାନ ଅଧିନରେ ୨୫୦୦ରୁ ଅଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ତାଲିମ ପ୍ରଦାନ

ଭୁବନେଶ୍ୱର/ ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାରେ ବିଦ୍ୟୁତ ବିତରଣ ପାଇଁ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଡିଜିଟାଲ୍ ସାକ୍ଷରତାରେ ଉନ୍ନତି ଆଣିବା ଲାଗି ଏହାର ସମସ୍ତ ଲାଇସେନ୍ସପ୍ରାପ୍ତ ଅଂଚଳରେ ଡିଜିଟାଲ୍ ସାକ୍ଷରତା କାର୍ଯ୍ୟକ୍ରମ ଆୟୋଜନ କରିଛି । ଏହି କାର୍ଯ୍ୟକ୍ରମ ଜରିଆରେ କଂପାନି ଗ୍ରାମୀଣ ସମ୍ପ୍ରଦାୟକୁ ଡିଜିଟାଲ୍ କ୍ଷେତ୍ର ବିଷୟରେ ଅବଗତ କରୁଥିବା ବେଳେ ୨୫୦୦ରୁ ଅଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଡବ୍ଲୁଏସ୍ଏଚ୍ଜି)ଙ୍କୁ…

Read More

ଏଥର ୩ ଘଣ୍ଟା ପୂର୍ବରୁ ମିଳିବ ବର୍ଷା – ବଜ୍ରପାତର ସୂଚନା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବସିବ ଡପଲାର୍‌ ୱେଦ୍‌ର ରାଡାର । ଏହି ରାଡାର କଟକ-ଭୁବନେଶ୍ୱର ର ପାଣିପାଗ ଆକଳନ କରିବ । ଦୁଇ ସହର ପାଇଁ ସଠିକ୍‌ ପୂର୍ବାନୁମାନ କରି ଆଗୁଆ ପ୍ରତିକାର ବ୍ୟବସ୍ଥା ଲାଗି ଏହି ପଦକ୍ଷେପ ନିଆଯିବ । ରାଡାର ବସାଇବା ପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଯୋଜନା କରାଯାଇଥିବା ବେଳେ ଏନେଇ ରାଜ୍ୟ ସରକାରଙ୍କୁ ଆବଶ୍ୟକୀୟ ଜମି ଯୋଗାଇ ଦେବା ପାଇଁ ଆଇଏମଡି ଏସ୍‌ଆର୍‌ସିଙ୍କୁ ଚିଠି ଲେଖିଛି। ଏହି ରାଡାର ବସିବା…

Read More

ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା, ପୁଣି ତଦନ୍ତର ସାମନା କରିବେ ହକି ତାରକା ବୀରେନ୍ଦ୍ର ଲାକ୍ରା

କଟକ : ବହୁ ଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ ଆନ୍ତର୍ଜାତିକ ହକି ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କ ଅଡ଼ୁଆ ବଢିବାରେ ଲାଗିଛି।  ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ ଏଣିକି କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା ହାଇକୋର୍ଟ ନିକଟରେ ଏନେଇ ରାୟ ଦେଇଛନ୍ତି। ସେହିପରି ରାଜ୍ୟ ପୁଲିସ୍ ପ୍ରଶାସନରେ ଥିବା  ଜଣେ ଡିଆଇଜି ପାହ୍ୟାର ପାହ୍ୟାର ଅଧିକାରୀ ଏହି ଘଟଣାର ତଦନ୍ତ କରିବ କୋର୍ଟ ସ୍ପଷ୍ଟ ଭାବେ ନିର୍ଦ୍ଦେଶ ଦେଇଛନ୍ତି। ସବୁ ଦିଗରୁ ତଦନ୍ତ କରିବା ପରେ…

Read More

ନିଜର ନୁହେଁ, ମୁଖ୍ୟମନ୍ତ୍ରୀ ଏବଂ ସଫଳ ଯୋଜନାର ରିଲ୍ସ କର

ଭୁବନେଶ୍ୱର : ଓଡ଼ିଶା ରାଜନୀତି ନବୀନ ବାବୁଙ୍କ ଚାରିପଟେ ବୁଲୁଛି। ତାଙ୍କ ଭାବମୂର୍ତ୍ତି ଓ ଲୋକପ୍ରିୟତା ହିଁ ଦଳକୁ ବିଜୟୀ କରୁଛି। ତେଣୁ ତାଙ୍କ ଯୋଜନା ଏବଂ ରାଜନୈତିକ ପଥ ସମସ୍ତେ ଅନୁସରଣ କରିବା ଉଚିତ। ବର୍ତ୍ତମାନ ସୋସିଆଲ ମିଡିଆର ଯୁଗ। କମ୍ ସମୟରେ ଭିଡିଓ କଣ୍ଟେଣ୍ଟ ମାଧ୍ୟମରେ ଲୋକଙ୍କ ନିକକୁ ବାର୍ତ୍ତା ପହଞ୍ଚାଯାଇପାରିବ। ରିଲ୍ସ କରାଯାଉ ହେଲେ ଆତ୍ମ ପ୍ରଚାର ନ ହେଉ। ସରକାରୀ ଯୋଜନା ଓ ବିରୋଧିଙ୍କୁ ଆକ୍ରମଣ କରାଯାଉ। କେତେକ ଯୁବ କର୍ମୀମାନେ…

Read More

ଚାରିବର୍ଷ ପରେ ଅହମ୍ମଦାବାଦରୁ ମୁମ୍ବାଇ ଗଡ଼ିବ ବୁଲେଟ୍ ଟ୍ରେନ୍

 ନୂଆଦିଲ୍ଲୀ : ଆଉ ଚାରି ବର୍ଷ ପରେ ଭାରତରେ ପ୍ରଥମ ହୁଲେଟ୍ ଟ୍ରେନ୍ ଗଡିବ ବୋଲି ପୂର୍ବାନୁମାନ କରାଯାଇଛି। ଅର୍ଥାତ  ୨୦୨୭ରେ ଭାରତ ପ୍ରଥମ ବୁଲେଟ୍‌ ଟ୍ରେନ ଚଳାଚଳ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ଗୁଜରାଟର ଅହମଦାବାଦରୁ – ମହାରାଷ୍ଟ୍ରର ମୁମ୍ବାଇ ମଧ୍ୟରେ ଏହା ଚଳାଚଳ କରିବ ବୋଲି ଜଣାପଡିଛି।  ଜାପାନ ଇଣ୍ଟରନ୍ୟାସନାଲ କୋ-ଅପରେସନ ଏଜେନ୍ସି (ଜେଆଇସିଏ) ସହଯୋଗରେ ନ୍ୟାସନାଲ ହାଇ ସ୍ପିଡ୍ ରେଲ କର୍ପୋରେସନ ଲିମିଟେଡ (ଏନଏଚ୍‌ଏସଆରସିଏଲ୍‌) ଦେଶରେ ବୁଲେଟ ଟ୍ରେନ ପ୍ରକଳ୍ପକୁ କାର୍ଯ୍ୟକାରୀ…

Read More

ରାହୁଲ ଗାନ୍ଧୀଙ୍କ ଦଣ୍ଡାଦେଶ ବଳବତ୍ତର, ସୁପ୍ରିମକୋର୍ଟ ପାଇଁ ରହିଛି ବିକଳ୍ପ

ଗାନ୍ଧୀ ନଗର :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାଙ୍ଗିଆକୁ ନେଇ କଂଗ୍ରେସ ନେତା ରାହୁଲ୍‌ ଗାନ୍ଧୀଙ୍କ ନାଁର ହୋଇଥିବା ମାମଲାର ଶୁକ୍ରବାର ଶୁଣାଣି ହୋଇଛି। ଶ୍ରୀ ଗାନ୍ଧୀଙ୍କ ବିପକ୍ଷରେ ସେସନ୍‌ କୋର୍ଟ ଦେଇଥିବା ପୂର୍ବ ରାୟକୁ ଗୁଜରାଟ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ସେସନ୍‌ କ‌ୋର୍ଟଙ୍କ ରାୟକୁ ଚାଲେଞ୍ଜ୍‌ କରି ଶ୍ରୀ ଗାନ୍ଧୀ ଦାଖଲ କରିଥିବା ‘ରିଭ୍ୟୁ ପିଟିସନ୍‌’କୁ ଖାରଜ କରି ସେହି ରାୟ ଉପରେ ରହିତାଦେଶ ଜାରି କରିବାକୁ ହାଇକୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି।   ଗୁଜରାଟ ହାଇକୋର୍ଟ…

Read More