Odisha Patrika

ଭାରତ – ଜାପାନ ସମ୍ପର୍କକୁ ସୁଦୃଢ଼ କରିବ ଫିକି

ଭାରତ ଗସ୍ତରେ ଥିବା ଜାପାନିଜ୍ ସାଂସଦ ପ୍ରତିନିଧି ଦଳ, ଗଣେଶ ଗ୍ରୁପ୍କୁ ଫିକି ପକ୍ଷରୁ ଆତିଥ୍ୟତା ପ୍ରଦାନ କରାଯାଇଛି। ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ-ଜାପାନ ଆସୋସିଏସନ୍ ଅଧ୍ୟକ୍ଷ ୟୋସିହିଦେ ସୁଗାଙ୍କ ନେତୃତ୍ଵାଧୀନ ଏହି ପ୍ରତିନିଧି ଦଳ ଚାରି ଦିନିଆ ଭାରତ ଗସ୍ତରେ ଅଛନ୍ତି।ଜାପାନିଜ୍ ପ୍ରତିନିଧି ଦଳକୁ ସ୍ୱାଗତ କରିବା କାର୍ଯ୍ୟକ୍ରମରେ ବକ୍ତବ୍ୟ ରଖି ଫିକି ଅଧ୍ୟକ୍ଷ ଶୁଭ୍ରକାନ୍ତ ପଣ୍ଡା ଦ୍ୱିପାକ୍ଷିକ ସଶକ୍ତ ସମ୍ପର୍କ ଏବଂ ନୀତିଗତ ସହଭାଗିତା ସମ୍ପର୍କରେ ଆଲୋକପାତ କରିଥିଲେ। ସେ ଭାରତରେ ଜାପାନିଜ…

Read More

ରାଜ୍ୟ ବିଜେପିର କେଉଁ ସବୁ ପ୍ରସଙ୍ଗ ଗୌହାଟିରେ ହେଲା ଆଲୋଚନା ……

ଗୌହାଟି : ସବୁ ରାଜ୍ୟରେ ଇଡି, ସିବିଆଇ, ଆୟକର ବିଭାଗ ଜୋରଦାର ଚଢଉ ହେଉଛି। ମାତ୍ର ଓଡ଼ିଶାରେ ସେପରି କିଛି ଦେଖିବାକୁ ମିଳୁନାହିଁ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଠାରୁ ଆରମ୍ଭ କରି ଗୃହ ମନ୍ତ୍ରୀ ଶାହ ଓଡ଼ିଶା ଆସିବା ନାଁ ଧରୁନାହାନ୍ତି। ରାଜ୍ୟ ବିଜେପି ରାସ୍ତାକୁ ବାହାରିଲା ବେଳକୁ କେନ୍ଦ୍ର ବିଜେପି କଣ ନିର୍ଦ୍ଦେଶ ଦେବ ସେ ନେଇ ସ୍ପଷ୍ଟତା ଆସୁନି। ଗୋଟିଏ ସରକାର ବିରୋଧରେ ଦୁଇ ଦଶନ୍ଧିର ଶାସକ ବିରୋଧି ହାଓ୍ୱାର ରହିଛି। ଏଥିସହ ବିଜେଡିରେ ଅସନ୍ତୋଷ…

Read More

ଭାରତୀୟ ଦଳକୁ ଆସିଲେ ଜୟସ୍ୱାଲ ଓ ତିଲକ ବର୍ମା, ବାଦ୍ ପଡିଲେ ରୋହିତ, କୋହଲି

ମୁମ୍ବାଇ : ଖେଳିବେନି ଦିନିକିଆ ଅଧିନାୟର ରୋହିତ ଶର୍ମା। ପଡ଼ିଆକୁ ଓହ୍ଲାଇବେନି ବର୍ତ୍ତମାନର ଶ୍ରେଷ୍ଠ ଦିନିକିଆ ଖେଳାଳି। ରୋହିତ ଓ ବିରାଟଙ୍କ ବିନା ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପାଇଁ  ଓହ୍ଲାଇବ ଭାରତୀୟ କ୍ରିକେଟ ଦଳ। ଆଇପିଏଲ ସେନ୍ସସନ୍ ତଥା ଗୁଜରାଟ ଟାଇଟାନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଭାରତୀୟ ଟି-ଟ୍ୱେଣ୍ଟିଂ ଦଳର ଅଧିନାୟକ ଘୋଷଣା  କରାଯାଇଛି। ବୁଧବାର ରାତିରେ ବିସିସିଆଇ ପକ୍ଷରୁ ସମ୍ପୂର୍ଣ୍ଣ  ଦଳ ଘୋଷଣା କରାଯାଇଛି। ଯଶସ୍ୱୀ ଜୟସ୍ୱାଲ ଓ ତିଲକ ବର୍ମାଙ୍କୁ ପ୍ରଥମ ଥର…

Read More

ଲୋକ ହେଉ ନାହାନ୍ତି,ଯାତ୍ରୀ ଭଡ଼ା ହ୍ରାସ କରିପାରେ ବନ୍ଦେ ଭାରତ ଏକ୍ସପ୍ରେସ୍

ନୂଆଦିଲ୍ଲୀ : ଯାହା ଆଶଙ୍କା କରାଯାଉଥିଲା, ତାହା ହେଲା। କିଛିମାସ ତଳେ ଶୁଭାରମ୍ଭ ହୋଇଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଶନୁରୂପ ଯାତ୍ରୀ କରିପାରିଲା ନାହିଁ। ଲଗାତର ଭାବେ ଏହି ଟ୍ରେନ୍ ପାଇଁ କମ୍ ଯାତ୍ରୀ ହେଉଛନ୍ତି। ତେଣୁ ଏକାଧିକ ସ୍ୱଳ୍ପ ଦୂରଗାମୀ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍‌ର ଟିକେଟ୍‌ ମୂଲ୍ୟ ହ୍ରାସ କରାଯିବା ନେଇ ରେଳବାଇ ଚିନ୍ତା କରୁଛି। ଜାତୀୟସ୍ତରୀୟ ଖବରସରବରାହ ସଂସ୍ଥା ପିଟିଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ନିକଟରେ…

Read More

ପ୍ରକାଶ ପାଇଲା ଯୁକ୍ତ ଦୁଇ କଟଅଫ୍ ତାଲିକା, ରେଭେନ୍ସା ଶୀର୍ଷରେ

ଗୁରୁବାର ଚଳିତ ଶିକ୍ଷାବର୍ଷ(୨୦୨୩-୨୪) ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ କଟଅଫ୍ ମାର୍କ ପ୍ରକାଶ ପାଇଛି। ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମେଧା ତାଲିକା ସାର୍ବଜନୀନ କରାଯାଇଛି। ପ୍ରଥମ ପର୍ଯ୍ୟାୟ କଟଅଫ୍‌ରେ ୪,୧୨,୩୬୮ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଥିବା ଜଣାପଡିଛି। ରାଜ୍ୟର ସମସ୍ତ କଲେଜକୁ ପଛରେ ପକାଇ ଯୁକ୍ତ  ପ୍ରଥମ ପର୍ଯ୍ୟାୟ କଟଅଫ୍‌ରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟ ଆଗରେ ରହିଥିବା ଜଣାପଡିଛି। ସେହିପରି ପ୍ରଥମ ପର୍ଯ୍ୟାୟ ନାମଲେଖା ଚଳିତ ମାସ ୭ ରୁ ଆରମ୍ଭ ହୋଇ ଆସନ୍ତା ୧୩…

Read More

ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଅଟକ ରଖିଲେ ପାରା ମେଡିକାଲ, ନର୍ସିଂ କର୍ମଚାରୀ

କଟକ: ଓଡ଼ିଶା ସରକାରଙ୍କ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ  ତଥା ସୋନପୁରର ବରିଷ୍ଠ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଗୁରୁବାର କଟକରେ ହଟହଟା ହେବାକୁ ପଡିଛି। କଟକ ସ୍ଥିତ ଆଚର୍ଯ୍ୟ ହରିହର କର୍କଟ କେନ୍ଦ୍ର ଗସ୍ତରେ ଥିବା  ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ପୂଜାରୀଙ୍କୁ ଚୁକ୍ତିଭିତ୍ତିକ ପାରା ମେଡିକାଲ ଓ ନର୍ସିଂ ଷ୍ଟାଫ ଘେରି ଅଟକ ରଖିବା ଲକ୍ଷ୍ୟ ରଖାଯାଇଥିଲା। ସେମାନଙ୍କ ପକ୍ଷରୁ ଏକାଧିକ ଦାବି ଓ ତାହାର ତୁରନ୍ତ ସମାଧାନ ପ୍ରତିଶ୍ରୁତି ନେଇ ମନ୍ତ୍ରୀ ଶ୍ରୀ ପୂଜାରୀଙ୍କୁ ଅଟକ…

Read More

ବିଧାନସଭା ଲଢିବାକୁ ପ୍ରସ୍ତୁତ ହେଉଛନ୍ତି ବିଜୟ, ଏହି ଆସନ ଉପରେ ରହିଛି ତାଙ୍କ ନଜର

ପାରଳାଖେମୁଣ୍ଡି: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ଓ ବିଜେପି ଯେଉଁ ଗତିରେ ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ କରିଛନ୍ତି, ସେହି ତୁଳନାରେ କଂଗ୍ରେସ ନିଜର ସ୍ଥିତି ସମୀକ୍ଷା କରିବାର ଆବଶ୍ୟକତା ରହିଛି। ଏହି ସ୍ଥଳେ ପିସିସି ସଭାପତି ଶରତ ପଟ୍ଟନାୟକ ଓଡ଼ିଶାରେ ସାଙ୍ଗଠନିକ କାର୍ଯ୍ୟ ଅପେକ୍ଷା ଦିଲ୍ଲୀ ଅଧିକ ଦୌଡ଼ିବା ଲକ୍ଷ୍ୟ କରାଯାଉଛି। କିନ୍ତୁ ନିକଟରେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କ କଂଗ୍ରେସରେ ଯୋଗଦାନ ଓ ଆସୁଆସୁ ପ୍ରଚାର କମିଟି ଅଧ୍ୟକ୍ଷ ଭାବେ ମଙ୍ଗ…

Read More

ଷ୍ଟକ ବଜାରରେ କୋଟି ପତି ହେଉଛନ୍ତି ନିବେଶକାରି

ମୁମ୍ବାଇ: ଷ୍ଟକ ବଜାରରେ ନିବେଶକାରିଙ୍କ ପାଇଁ ଗତ ପାଞ୍ଚଦିନ ଶୁଭ ରହିଛି ।  ଭାରତୀୟ ଷ୍ଟକ ବଜାରର ପ୍ରଦର୍ଶନ ଏବେ ଏକ  ସ୍ତରରେ ରହିଛି। ପ୍ରତିଦିନ ବମ୍ବେ ଷ୍ଟକ୍‌ ବଜାରର ସେନ୍‌ସେକ୍ସ ଓ ନ୍ୟାସନାଲ୍‌ ଷ୍ଟକ୍ ବଜାରର ନିଫ୍ଟିରେ ବୃଦ୍ଧି ହେଉଥିବା ବେଳେ ନୂଆ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଷ୍ଟକ୍‌ ବଜାର ସୂଚୀରେ ହେଉଥିବା ବୃଦ୍ଧି ପ୍ରଭାବରେ ନିବେଶକମାନେ ମା‌ଲାମାଲ ହୋଇଛନ୍ତି। ଗତ ପାଞ୍ଚ ଦିନରେ ସେନ୍‌ସେକ୍ସରେ ୨୫୦୦ ପଏଣ୍ଟ୍‌ରୁ ଅଧିକ ବୃଦ୍ଧି ହୋଇଥିବା ବେଳେ…

Read More

ଅଗରକରଙ୍କୁ ମିଳିଲା ମୁଖ୍ୟ ଚୟନକର୍ତ୍ତା ଦାୟିତ୍ବ

 ମୁମ୍ବାଇ:  ପୂର୍ବତନ ମିଡିୟମ ପେସ୍ ବୋଲର ତଥା ୨୦୦୭ ଟି -୨୦ ବିଶ୍ବକପର ସଦସ୍ୟ ଥିବା ଅଜିତ୍ ଅଗରକର ବିସିସିଆଇ ମୁଖ୍ୟ ଚୟନକର୍ତ୍ତା ଭାବେ ନିଯୁକ୍ତ ହୋଇଛନ୍ତି। ବିସିସିଆଇର କ୍ରିକେଟ୍‌ ପରାମର୍ଶଦାତା ସମିତି ସୁପାରିସକ୍ରମେ ଅଗରକରଙ୍କୁ ଏହି ନିଯୁକ୍ତି ଦିଆଯାଇଛି। ଏହାଫଳରେ ନୂତନ ଚୟନ ସମିତିରେ ଅଗରକରଙ୍କ ସହିତ ଶିବସୁନ୍ଦର ଦାସ, ସୁବ୍ରତ ବାନାର୍ଜୀ, ସଲିଲ ଅଙ୍କୋଲା ଓ ଶ୍ରୀଧରନ୍‌ ଶରତ ସଦସ୍ୟ ଭାବେ କାର୍ଯ୍ୟ କରିବେ। ଅଗରକର ୨୬ ଟେଷ୍ଟ, ୧୯୧ ଦିନିକିଆ ଓ ୪…

Read More

କୁଶଳୀ ମା’ ଭଉଣୀ ମାନଙ୍କ ଦ୍ୱାରା ପ୍ରସ୍ତୁତ ସିଲାଇ ସାମଗ୍ରୀକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଉଦ୍ୟମ କରିବା- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ଜୁଲାଇ ୦୪ ; ବର୍ତ୍ତମାନ ସମୟରେ ଭାରତ ଉପରେ ବିଶ୍ୱର ଭରସା ବଢୁଥିବା ବେଳେ ଦେଶର ଘରେ ଘରେ କୁଶଳୀ ମା’ ଭଉଣୀମାନେ ପ୍ରସ୍ତୁତ କରୁଥିବା ସିଲାଇ ଓ ଅନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଷ୍ଟେକହୋଲଡର ମାନଙ୍କୁ ଉଦ୍ୟମ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମଙ୍ଗଳବାର ନୂଆଦିଲ୍ଲୀ ଠାରେ ‘ସୋସିଆଲ ଏଣ୍ଟରପ୍ରାଇଜ୍ କନକ୍ଲେଭ’ର ଶୁଭାରମ୍ଭ କରିବା ଅବସରରେ ଶ୍ରୀ…

Read More