ବାହାନଗା ଟ୍ରେନ ଦୁର୍ଘଟଣରେ ସହାୟତାର ହାତ ବଢାଇଲେ ସେବୱାଗ ଓ ଆଦାନି
ଭୁବନେଶ୍ବର: ବାଲେଶ୍ବର ବାହାନଗା ଟ୍ରେନ ଦୁର୍ଘଟଣ ସାରା ଦେଶକୁ ସ୍ତବ୍ଦ କରି ଦେଇଛି । ଏବେ ଯାଏ ଅନେକ ଶବ ଚିହ୍ନଟ ହୋଇ ନଥିଲାବେଳେ ନିଜ ପ୍ରିୟଜନଙ୍କୁ ଖୋଜୁଛନ୍ତି ସମ୍ପର୍କୀୟ । ଏହାରି ଭିତରେ ଆହତ ଏବଂ ମୃତକଙ୍କ ପରିବାର ପ୍ରତି ସହାୟତାର ହାତ ବଢ଼ାଇଛନ୍ତି ଅନେକ ସଂଗଠନ ଓ ରାଜନେତା ।ପୂର୍ବତନ ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହଓ୍ବାଗ ମଧ୍ୟ ସହାୟତାର ହାତ ବଢ଼ାଇଛନ୍ତି । ଦୁର୍ଘଟଣାରେ ବାପା ମାଆ ହରାଇଥିବା ଅନାଥ ଶିଶୁଙ୍କୁ ମାଗଣାରେ ପାଠ…
