Odisha Patrika

ଦୁଇ ମନ୍ତ୍ରୀଙ୍କ ସହିତ ବାଚସ୍ପତିଙ୍କ ଇସ୍ତଫା

ଭୁବନେଶ୍ବର : ସାଧାରଣ ନିର୍ବାଚନକୁ ଆଉ ବର୍ଷେରୁ କମ୍ ସମୟ ରହିଥିବାବେଳେ ।ମନ୍ତ୍ରିମଣ୍ଡଳ ହଲ୍‌ଚଲ୍‌ ହେଲା ପରି ପରିସ୍ତିତି ଦେଖାଦେଇଛି । ଗତକାଲି  ରାଜ୍ୟ ରାଜନୀତିରେ  ଦେଖାଦେଇଛି ବ୍ୟତିକ୍ରମ  ।ବାଚସ୍ପତିଙ୍କ ସହ ଦୁଇ ଜଣ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଅଚାନକ ଇସ୍ତଫା ଦେଇଛନ୍ତି। ବାଚସ୍ପତି ବିକ୍ରମ କେଶରୀ ଆରୁଖ ମଧ୍ୟ ପଦ ଛାଡ଼ିଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଏହି ଇସ୍ତଫା ପର୍ବ ରାଜ୍ୟ ରାଜନୀତିରେ ଆଲୋଡ଼ନ ଖେଳାଇଛି। ଖୁବଶୀଘ୍ର ମନ୍ତ୍ରିମଣ୍ଡଳରେ ବଡ଼ ଧରଣର ଅଦଳବଦଳ‌…

Read More

ଓଡ଼ିଶା ଗସ୍ତରେ ଆସି ନୀତିଶ ଅପଦସ୍ଥ, ଲଲନ ଓ ଝା ଅପମାନିତ

ଭୁବନେଶ୍ୱର,୧୦/୫(ବ୍ୟୁରୋ): ସାରା ଦେଶରେ ବିରୋଧି ଦଳ ମାନଙ୍କୁ ଭେଟି ବିଜେପି ନେତୃତ୍ୱାଧିନ ଜାତୀୟ ଗଣତାନ୍ତ୍ରିକ ମେଣ୍ଚ-ଏନଡିଏ ବିରୋଧରେ ଏକଜୁଟ୍ କରିବା ପାଇଁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ପ୍ରଚେଷ୍ଟା ଆରମ୍ଭ କରିଛନ୍ତି। ଏହି କ୍ରମରେ ଦିନକ ପୂର୍ବରୁ ନୀତିଶ ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ସାକ୍ଷାତକୁ ଉଭୟ ନୀତିଶ-ନବୀନ ସୌଜନ୍ୟମୂଳକ କହିଥିବା ବେଳେ ବିହାର ଜେଡି-ୟୁ କାର୍ଯ୍ୟାଳୟ ବିରୋଧି ଏକତା କାର୍ଯ୍ୟକ୍ରମ ବୋଲି ଆଖ୍ୟା ଦେଇଛି। ଯାହାକୁ ନେଇ ଉଭୟ ଓଡ଼ିଶା-ବିହାର…

Read More

ଶୁଭ୍ରକାନ୍ତ ପଣ୍ଡାଙ୍କ ନେତୃତ୍ବରେ ଭାରତର ପ୍ରମୁଖ ଶିଳ୍ପପତି ମାନଙ୍କ କାନାଡ଼ା ଗସ୍ତ

ଭୁବନେଶ୍ୱର, ମେ ୧୨, ୨୦୨୩: ବାଣିଜ୍ୟ ଓ ନିବେଶ ସଂକ୍ରାନ୍ତରେ ମନ୍ତ୍ରୀ ସ୍ତରୀୟ ଆଲୋଚନା ପାଇଁ କାନାଡା ଗସ୍ତରେ ଥିବା ଭାରତ ସରକାରଙ୍କ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋଏଲଙ୍କ ସହିତ ଦେଶର ପ୍ରମୁଖ ଶିଳ୍ପପତି ମାନଙ୍କ ଏକ ସମୂହ ଫିକି ଅଧ୍ୟକ୍ଷ ତଥା ଇମ୍ଫା ପରିଚାଳନା ନିର୍ଦେଶକ (ଏମଡ଼ି) ଶୁଭ୍ରକାନ୍ତ ପଣ୍ଡାଙ୍କ ନେତୃତ୍ବରେ ଯୋଗ ଦେଇଛନ୍ତି । ଗତ ୯ ତାରିଖରେ ଫିକି ଏବଂ କାନାଡ଼ା ବାଣିଜ୍ୟ ପରିଷଦ (ବିସିସି)ର ମିଳିତ ଉଦ୍ୟମରେ ଅନୁଷ୍ଠିତ…

Read More

ପୁଣି ଗିରଫ ହେବେ ଇମରାନ୍ ଖାନ୍

ନୂଆଦିଲ୍ଲୀ; ଗତ ମଙ୍ଗଳବାର ଇମ୍ରାନଙ୍କୁ ଇସଲାମାବାଦ କୋର୍ଟ ପରିସରରୁ ପାକିସ୍ତାନ ରେଂଜର୍ସଙ୍କ ଦ୍ବାରା ଗିରଫ କରାଯାଇଥିଲା । ଏହାପରେ ତାଙ୍କୁ ଧକ୍କା ମାରି ଏକ ଭ୍ୟାନ୍‌ରେ ବସାଯାଇଥିଲା। ୯୦-୧୦୦ ଜଣ ପାକ୍‌ ରେଂଜର୍ସ କୋର୍ଟ ପରିସରରେ ପଶି ଇମ୍ରାନଙ୍କୁ ଗିରଫ କରିବା ବିଷୟକୁ ସୁପ୍ରିମ୍‌କୋର୍ଟ ଗମ୍ଭୀରତାର ସହ ଗ୍ରହଣ କରି ତାଙ୍କ  ଗିରଫଦାରିକୁ ବେଆଇନ ଘୋଷଣା କରି ତାଙ୍କୁ ତୁରନ୍ତ ମୁକ୍ତ କରିବାପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ଇମ୍ରାନ ଆଜି ଇସ୍‌ଲାମାବାଦ ହାଇକୋର୍ଟରେ ପହଞ୍ଚିଯାଇଛନ୍ତି। ଯେଉଁଠାରେ…

Read More

ଶ୍ରାକ୍ଷତ୍ରରେ ସମ୍ପନ୍ନ ହେଲା ମହାପ୍ରଭୁଙ୍କ ଚକ ଅଖ ଡେରା ନୀତି

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ତିଥି । ଏହି ଅବସରରେ ପରମ୍ପରା ଆଧାରରେ ରଥଖଳାରେ ବିଜେ କଲେ ମହାପ୍ରଭୁଙ୍କ ଆଜ୍ଞାମାଳ । ତିନି ରଥରେ ଯୋଡ଼ା ହେଲା ଚକ-ଅଖ । ପ୍ରଥମେ ତାଳଧ୍ବଜ ରଥର ଚକ ଅଖ ଯୋଖା ହୋଇଛି । ପରେ ନନ୍ଦିଘୋଷ ଏବଂ ଶେଷରେ ଦର୍ପଦଳନ ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି । ଭୋଇ ସେବକମାନେ ଏହି ନୀତି କାନ୍ତି  କରିଛନ୍ତି  । ଚକ ଅଖ ଡେରା ନୀତି ପାଇଁ…

Read More

ସୁଟିଂ ବିଶ୍ବକପ(ଆଇଏସଏସଏଫ୍)ରେ ଭରତୀୟ ଯୋଡିଙ୍କୁ ସ୍ବର୍ଣ୍ଣ

ବକୁ: ଭାରତୀୟ ଯୋଡ଼ି ଦିବ୍ୟା ସୁବାରାଜୁ ଥାଡ଼ିଗୋଲ ଓ ସରବଜୋତ ସିଂହ ଆଜରବୈଜାନର ବକୁରେ ଚାଲିଥିବା ଆଇଏସ୍‌ଏସ୍‌ଏଫ୍‌ ସୁଟିଂ ବିଶ୍ବକପ୍‌ରେ ଭାରତ ପାଇଁ ଆଣିଛନ୍ତି  ପ୍ରଥମ ସ୍ବର୍ଣ୍ଣ ପଦକ । ୧୦ ମିଟର ଏୟାର ପିସ୍ତଲ ମିଶ୍ରିତ ଟିମ୍‌ ଇଭେଣ୍ଟ୍‌ ଫାଇନାଲ୍‌ରେ ଏହି ଭାରତୀୟ ଯୋଡ଼ି ସର୍ବିଆର ଜୋରାନା ଅରୁନୋଭିକ ଓ ଡାମିର ମିକେକଙ୍କୁ ହରାଇ ଏହି ପଦକ ହାତେଉଛନ୍ତି  । ଦିବ୍ୟା ଓ ସରବଜୋତ ୫୫ ଦଳୀୟ ଯୋଗ୍ୟତା ରାଉଣ୍ଡରେ ୫୮୧ ପଏଣ୍ଟ ସହ ‌ପଦକ…

Read More

ପ୍ରକାଶ ପାଇଲା ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ

ନୂଆଦିଲ୍ଲୀ: ଆଜି ‘ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକେଣ୍ଡାରି ଏଜୁକେସନ୍‌’ (ସିବିଏସ୍‌ଇ) ୧୦ମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ସାମଗ୍ରିକ ପାସ୍‌ ପ୍ରତିଶତ ୯୩.୧୨ ହୋଇଥିବା କଥା ‘ସିବିଏସ୍ଇ’ କହିଛି। ଗତବର୍ଷ ଅପେକ୍ଷା ୧.୨୮ ପ୍ରତିଶତ କମ୍ ପାସ୍‌ ହାର ରହିଛି । ସେହିପରି ଝିଅଙ୍କ ପାସ୍ ହାର- ୯୪.୨୫% ରହିଥିବାବେଳେ ପୁଅଙ୍କ ପାସ୍ ହାର ୯୨.୨୭% ରହିଛି । ପିଲାମାନେ cbseresults.nic.inରେ ରେଜଲ୍ଟ ପାଇପାରିବେ ।ଓଡିଶାରେ ଗତବର୍ଷ ତୁଳନାରେ ୬.୪୮% ରେଜଲ୍ଟ ହ୍ରାସ ପାଇଛି…

Read More

ବିସିସିଆଇ ବର୍ଷକୁ ୨୩୦ ମିଲିଅନ୍‌ ଡଲାର ଆୟ କରିବା ନେଇ ଆକଳନ କଲା ଆଇସିସିର ଆର୍ଥିକ ନୀତି

ମୁମ୍ବାଇ: ଆନ୍ତର୍ଜାତିକ କ୍ରିକେଟ୍‌ ପରିଷଦ (ଆଇସିସି)ର ନୂଆ ଆର୍ଥିକ ନୀତି ଅନୁଯାୟୀ ବିଶ୍ବରେ ବିସିସିଆଇ ସବୁଠୁ ଧନୀ କ୍ରିକେଟ୍‌ ବୋର୍ଡ ଭାବେ ନ ିଜର ପ୍ରଭାବ ବିଶ୍ବ କ୍ରିକେଟ୍ ପରିଷଦ ଆଗରେ ବଜାୟ ରଖିବ ।   ନୂଆ ମଡେଲ୍‌ ଅନୁସାରେ ଆଇସିସିର ବାର୍ଷିକ ଆୟର ପାଖାପାଖି ୪୦ ପ୍ରତିଶତ ବିସିସିଆଇ ପକେଟ୍‌କୁ ଆସିବ ।  ଆଇସିସି ଦ୍ବାରା ପ୍ରସ୍ତୁତ ହୋଇଥିବା ଏକ ରିପୋର୍ଟ ଅନୁଯାୟୀ, ୨୦୨୪ରୁ ୨୦୨୭ ବର୍ଷ ମଧ୍ୟରେ (ଆଇସିସି)ଠୁ ୬୦୦ ମିଲିଅନ୍‌ ଡଲାରରୁ ବିସିସିଆଇ…

Read More

ସିବିଏସ୍‌ଇ’ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ; ଚଳିତ ବର୍ଷ ପାସ୍‌ ହାର ୮୭.୩୩%

ନୂଆଦିଲ୍ଲୀ: ଆଜି ‘ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକେଣ୍ଡାରି ଏଜୁକେସନ୍‌’ର (ସିବିଏସ୍‌ଇ) ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ଦ୍ବାଦଶ ଶ୍ରେଣୀର ପାସ୍‌ ହାର ୮୭.୩୩% ହୋଇଥିବା କଥା ‘ସିବିଏସ୍‌ଇ’ ପକ୍ଷରୁ ଜଣାପଡିଛି । ଏହି ବର୍ଷ ପରୀକ୍ଷାରେ ଛାତ୍ରୀମାନେ ଛାତ୍ରମାନଙ୍କ ଅପେକ୍ଷା ୬.୦୧% ଅଧିକ ରଖିଛନ୍ତି। କିନ୍ତୁ, ଗତବର୍ଷ ତୁଳନାରେ  ଉଭୟ ପୁଅ ଓ ଝିଅମାନଙ୍କ ପାସ୍‌ ହାର କମ୍‌ ହୋଇଛି। ଗତବର୍ଷ ୯୧.୨୫% ଛାତ୍ର ପାସ୍‌ କରିଥିବା ବ‌େଳେ ଚଳିତ…

Read More

ସିଇଓ ପଦ ଛାଡିବେ ମସ୍କ

ନୂଆଦିଲ୍ଲୀ: ଖୁବଶୀଘ୍ର ଟ୍ବିଟର୍‌ ସିଇଓ ପଦ ଛାଡିବେ ଏଲନ୍‌ ମସ୍କ । ପଦ ଛାଡିବା ନେଇ ନିଜେ ଏଲନ୍‌ ମସ୍କ ଟ୍ବ୍ଇଟ କରି କହିଛନ୍ତି  । ଆସନ୍ତା ୬ ସପ୍ତାହ ମଧ୍ୟରେ ନୂତନ ସିଇଓ ନିଯୁକ୍ତି ହେବା ନେଇ ମସ୍କ ସୂଚନା ଦେଇଛନ୍ତି । ଏଥିସହ ଜଣେ ମହିଳା ଟ୍ୱିଟରର ପରବର୍ତ୍ତୀ ସିଇଓ ପଦ ସମ୍ଭାଳିବେ ବୋଲି ସ୍ପଷ୍ଟ କରିଛନ୍ତି ମସ୍କ । ନିଜେ ସିଇଓ ପଦରୁ ଇସ୍ତଫା ଦେବା ପରେ ଟ୍ୱିଟରର କାର୍ଯ୍ୟକାରୀ ଅଧ୍ୟକ୍ଷ ଭୂମିକା…

Read More