
ରାଜ୍ୟରେ ପାଳିତ ହେଉଛି ଇଦ୍
ଭୁବନେଶ୍ୱର: ଆଜି ମୁସଲମାନଙ୍କ ବଡ଼ ପର୍ବ ଇଦ୍। ଏହି ଉପଲକ୍ଷେ ଆଜି ରାଜ୍ୟର ସବୁ ମସଜିଦ ଓ ଦର୍ଗା ମୈଦାନ ଚଳଚଞ୍ଚଳ ହୋଇଉଠିଛି। ସକାଳୁ ସକାଳୁ ମୁସଲିମ ସମୂହ ନମାଜ ପାଠ ପାଇଁ ବିଭିନ୍ନ ମସଜିଦରେ ପ୍ରବଳ ଭିଡ଼ ଲଗାଇ ଥିବା ଦେଖିବାକୁ ମିଳିଛି। ନମାଜ ପାଠ ପରେ ପରସ୍ପରକୁ ଇଦ ମୁବାରକ ଜଣାଇ ଏକ ଖୁସିର ପରିବେଶ ଚାରିଆଡେ ସୃଷ୍ଟି ହୋଇଛି। ଏହାପରେ ଘରେ ଘରେ ସୁସ୍ୱାଦୁ ବ୍ୟଞ୍ଜନ ସାଙ୍ଗକୁ ମଉଜର ଆସର ଜମୁଛି। ଆଜିର…