Odisha Patrika

ଓଡିଶାରେ କ୍ରୀଡା ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ନେଇ କେନ୍ଦ୍ର ସରକାରଙ୍କ ନିକଟରେ ପ୍ରସ୍ତାବ ନାହିଁ

ନୂଆଦିଲ୍ଲୀ:କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରୀ ଅନୁରାଗ ସିଂହ ଠାକୁର ଏହା ସ୍ପଷ୍ଟ କରିଦେଇଛନ୍ତି ।ନିକଟର ହୋଇଥିବା ବଜେଟ୍‍ ଅଧିବେଶନର ରାଜ୍ୟସଭାରେ କେନ୍ଦ୍ରମନ୍ତ୍ରୀ ଠାକୁର ଏହା କହିଛନ୍ତି । ବିଜେଡି ସାଂସଦ ମମତା ମୋହାନ୍ତ ଓଡିଶାରେ କ୍ରୀଡା ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ନେଇ ଯେଉଁ ପ୍ରଶ୍ନ ପଚାରିଥିଲେ ତାହାର ଉତ୍ତରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ୨୦୧୮ମସିହାରେ ମଣିପୁରର ଇମ୍ଫାଲ ଠାରେ ଜାତୀୟ କ୍ରୀଡା ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ଏହି ବିଶ୍ୱବିଦ୍ୟାଳୟରେ ଓଡିଶା ସମେତ ବିଭିନ୍ନ ରାଜ୍ୟ ଓ…

Read More

ଆଗକୁ ଅକ୍ଷୟ ତୃତୀୟା କମିଲା ସୁନା ଓ ରୁପାର ଦର

ଭାରତୀୟ ସୁନା ବ୍ୟବସାୟୀ ଆସୋସିଏସନର ତଥ୍ୟ ଅନୁସାରେ ଆଜି ଦେଶରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧୭୦ ଟଙ୍କା ବା ୦.୨୮% ହ୍ରାସ ପାଇ ୬୦,୭୧୦ ଟଙ୍କାରେ ପହଞ୍ଚିଛି । ୨୨ କ୍ୟାରେଟ ସୁନା ମୂଲ୍ୟ ୫୯,୨୫୦ ଟଙ୍କା ରହିଛି । ସେହିପରି ଆଜି ରୁପା ମଧ୍ୟ ଶସ୍ତା ହୋଇଛି । ଆଜି ରୁପା ମୂଲ୍ୟରେ କିଲୋଗ୍ରାମ ପିଛା ୩୦୦ ଟଙ୍କା ହ୍ରାସ ଘଟି ୭୫,୫୭୦ ଟଙ୍କାରେ ପହଞ୍ଚିଛି । ଅକ୍ଷୟ ତୃତୀୟା…

Read More

ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ରେଜଲ୍ଟ :ରାମାଶିଷ ହାଜରା

ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ରେଜଲ୍ଟ,। ଏନେଇ ଆଜି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି।ସେ କହିଛନ୍ତି, ତ୍ରୁଟିଶୂନ୍ୟ ମୂଲ୍ୟାୟନ ପାଇଁ ବୋର୍ଡ ପକ୍ଷରୁ ସବୁ ପ୍ରକାର ଚେଷ୍ଟା କରାଯାଇଛି। ଆଜି ମାଟ୍ରିକ ଖାତା ଦେଖା ସରିଛି। ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ନେଇ ନିର୍ଦ୍ଦେଶ ରହିଛି। କେବେ ପରୀକ୍ଷାଫଳ ବାହାରିବ କହି ହେବନି, ତଥାପି ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ କରିବାକୁ ଚେଷ୍ଟା ଜାରି ରହିଛି।…

Read More

ଆଜି ୪୨.୮ ଡିଗ୍ରି ତାପମାତ୍ରା ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର

ଆଜି ୪୨.୮ ଡିଗ୍ରି ତାପମାତ୍ରା ସହ ଝାରସୁଗୁଡ଼ା ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଅପରାହ୍ଣ ସାଢେ ୨ଟା ସମୟରେ ରେକର୍ଡ କରାଯାଇଥିବା ତାପମାନ ଅନୁଯାୟୀ, ଝାରସୁଗୁଡ଼ା ପଛକୁ ରହିଛି ହୀରାକୁଦ (୪୦.୮ ), କେନ୍ଦୁଝର(୪୦.୦), ଚାନ୍ଦବାଲି(୩୯.୨), ଭୁବନେଶ୍ୱର (୩୮.୬), ବାଲେଶ୍ୱର(୩୬.୦), ପୁରୀ(୩୪), ଗୋପାଳପୁର(୩୩.୮) ଓ ପାରାଦୀପ(୩୨.୨ ଡିଗ୍ରି)। ଆଞ୍ଚଳିକ ପାଣିପାଗ ବିଜ୍ଞାନ ‌କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୨ ଦିନରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଖସିପାରେ। ସର୍ବୋଚ୍ଚ ତାପମାତ୍ରା ୪୦…

Read More

ବିସିସିଆଇ ବୃଦ୍ଧି କଲା ପାରିଶ୍ରମିକ ; ପୁରୁଷ ଓ ମହିଳାଙ୍କୁ ସମାନ ଦରମା

ନୂଆଦିଲ୍ଲୀ:ଭାରତୀୟ କ୍ରିକେଟ୍‌ ବୋର୍ଡ (ବିସିସିଆଇ) ରବିବାର ଘରୋଇ ପ୍ରତିଯୋଗିତାଗୁଡ଼ିକ ପାଇଁ ପୁରସ୍କାର ରାଶି ବୃଦ୍ଧି କରିଛି। ଏନେଇ ବିସିସିଆଇ ସଂପାଦକ ଜୟ ଶାହା ଘୋଷଣା କରିଛନ୍ତି। ବିସିସିଆଇ ଚଳିତ ବର୍ଷର ରଣଜୀ ଟ୍ରଫି ବିଜେତାଙ୍କ ପାଇଁ ୫ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବେ। ଏହି ବର୍ଷ ବିଜେତା ୨ କୋଟି ଟଙ୍କାର ଚେକ୍‌ ପାଇଥିବା ବେଳେ ଏବେ ଏହାକୁ ୫ କୋଟି କରିଦିଆ ଜାଇଛି । ସେହିପରି ଉପବିଜେତା ଏବଂ ପରାଜିତ ସେମିଫାଇନାଲିଷ୍ଟ ଯଥାକ୍ରମେ…

Read More

କାହାଣୀ ଗୁଳିରେ ଆରମ୍ଭ, ଗୁଳିରେ ଶେଷ

ଉତ୍ତରପ୍ରଦେଶର,୧୭/୪; ଉତ୍ତରପ୍ରଦେଶର ଡନ୍‌ ବ୍ରଦର୍ସ ଅତିକ ଅହମଦ ଓ ଅଶରଫଙ୍କୁ ଶନିବାର ରାତିରେ ସୁରକ୍ଷା ବଳୟ ମଧ୍ୟରେ ପୁଲିସ୍‌ ମେଡିକାଲ ଚେକଅପ୍‌ ପାଇଁ ନେଉଥିବା ବେଳେ ଉଭୟଙ୍କ ଉପରକୁ ଆଖି ବୁଜା ଗୁଳିମାଡ଼ ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟାର ଅତିକ ଅହମଦ ଓ ତା’ ଭାଇ ଅଶରଫ ଟଳି ପଡ଼ିଥିଲେ। ଗତକାଲି ରାତିରେ ଉଭୟଙ୍କୁ କବର ଦିଆଯାଇଥିବା ବେଳେ ଆଜି ସେମାନଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ସାମ୍ନାକୁ ଆସିଛି।ସବ ବ୍ୟବଚ୍ଛେଦ ରିପୋର୍ଟ ଅନୁଯାୟୀ, ଅତିକ…

Read More

ଝାରସୁଗୁଡ଼ା ଉପନିର୍ବାଚନରେ ଯଦି ଦୀପାଳି ଜିତନ୍ତି, ତେବେ ….

ଭୁବନେଶ୍ୱର,୧୭/୪(ବ୍ୟୁରୋ): ଝାରସୁଗୁଡ଼ା ବିଧାନସଭା ଉପ ନିର୍ବାଚନବ ନେଇ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ଗତ ଶନିବାର କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେହିପରି ସୋମବାର ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ନାମାଙ୍କନ କରିଛନ୍ତି। ମଙ୍ଗଳବାର ବିଜେଡି ପକ୍ଷରୁ ଦୀପାଳି ଦାସ ନାମାଙ୍କନ ପତ୍ର ଦାଖଲ କରିବେ। ଯଦି ଦୀପାଳି ଦାସ ଏହି ଉପନିର୍ବାଚନ ବୈତରଣୀ ପାର ହୁଅନ୍ତି, ତେବେ ବରଗଡ଼ ଲୋକସଭାରେ ଏକ ନିଆରା ଦୃଷ୍ଟାନ୍ତ ଦେଖିବାକୁ ମିଳିବ। ଏହି ଲୋକସଭା…

Read More

ହାର୍ଦ୍ଧିକ ପାଣ୍ଡ୍ୟା ୨୦୦ ରନ ଓ ୫୦ ୱିକେଟର ଅଧିକାରୀ।

ଅହମଦାବାଦ, ୧୭/୪:ବାଦରବିବାର ଆଇପିଏଲ ର ୧୬ ତମ ସଂସ୍କରଣ ରେ ଖେଳା ଯାଇଥିବ ୨୩ ତମ ମ୍ୟାଚରେ ଏକ ବଡ ରେକର୍ଡ ର ଅଧିକାରୀ ହୋଇଛନ୍ତି ହାର୍ଦ୍ଧିକ ପାଣ୍ଡ୍ୟା। ରାଜସ୍ଥାନ ବିପକ୍ଷ ମ୍ୟାଚ୍ ରେ ୨୦୦୦ ରନ୍ ଏବଂ ୫୦ ଟି ୱିକେଟ ନେଇ ଆଇପିଏଲରେ ଦିତୀୟ ଭାରତିୟ ଖେଳାଳି ଭାବେ ଇଲିଏଟ୍ ଗ୍ରୁପ୍ ତାଲିକାରେ ନିଜର ନାମ ପକ୍କା କରିଛନ୍ତି ପାଣ୍ଡ୍ୟା। ପୁର୍ବରୁ ପ୍ରଥମ ଭାରତୀୟ ଭାବେ ଏହି କିର୍ତ୍ତିମାନ୍ କେବଳ ଚେନ୍ନାଇର ଅଲ୍ ରାଉଣ୍ଡର…

Read More

ମନମୋହନ ଓ ଶରତଙ୍କ କମିିଟି ଉପରେ ରହିବ ନଜର

ଭୁବନେଶ୍ୱର, ୧୭/୪(ବ୍ଯୁରୋ) : ସାଧାରଣ ନିର୍ବାଚନ ୨୦୨୪କୁ ଆହୁରି ବର୍ଷେ ସମୟ ରହିଛି। ମାତ୍ର ରାଜଯର ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଲୋକସଭା ନିର୍ବାଚନ ଯଥା ସମୟରେ ଅନୁଷ୍ଠିତ ହେବ। ହେଲେ ରାଜ୍ଯ ସରକାର ଆଗୁଆ ବିଧାନସଭା ପାଇଁ ମଧ୍ୟ ନିଜକୁ ପ୍ରସ୍ତୁତ କରୁଥିବା କେତେକ ମହଲରେ ଆଲୋଚନା ହେଉଛି। ଏହାକୁ ଦୃଷ୍ଟିରେ ରଖୃ ବିଜେଡି ନିଜର ଜିଲ୍ଲା କମିଟି ଏବଂ ପ୍ରଭାରୀ ତାଲିକା ନିକଟରେ ପୁର୍ନଗଠନ କରିଛି। ଅପରପକ୍ଷରେ ମୁଖ୍ୟ ବିରୋଧି ଦଳ ବିଜେପି…

Read More

କୋଲକାତାକୁ ୫ ୱିକେଟରେ ହରାଇଲା ମୁମ୍ବାଇ

ମୁମ୍ବାଇ,୧୬/୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୧୬ତମ ସଂସ୍କରଣର ଖେଳା ଯାଇଥିବା ୨୨ତମ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇର୍ଡସକୁ ମୁମ୍ବାଇ ଇଣ୍ଡିଆନ୍ସ ୫ ୱିକେଟ୍‌ରେ ପରାସ୍ତ କରିଛି। ମୁମ୍ବାଇର ୱାନ୍‌ଙ୍ଖେଡେ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚରେ ମୁମ୍ବାଇର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ପ୍ରଥମେ ବୋଲିଂର ନିଷ୍ପତ୍ତି ନେଇଥିଲା। ନିତିଶ ରାଣାଙ୍କ ଅଧିନାୟକତ୍ଵ ରେ କୋଲକାତା ୨୦ ଓଭରରେ ୬ଟି ୱିକେଟ୍‌ ହରାଇ ୧୮୫ ରନ୍‌ କରିବାରେ ସକ୍ଷମ ହୋଇଥିଲ। ୧୮୬ ରନ୍‌ର ବିଜୟ ଲକ୍ଷ୍ୟକୁ ମୁମ୍ବାଇ…

Read More