
ବର୍ଷାଜନିତ ଘଟଣାରେ ଆନ୍ଧ୍ର ଓ ତେଲଙ୍ଗାନାରେ ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି…
ନୂଆଦିଲ୍ଲୀ : ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାରେ ପ୍ରବଳ ବର୍ଷା କାରଣରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଦୁଇ ରାଜ୍ୟରେ ବର୍ଷାଜନିତ ଘଟଣାରେ ମୋଟ ୩୫ ଜଣ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରୁ ଆନ୍ଧ୍ରରେ ୧୯ ଏବଂ ତେଲଙ୍ଗାନାରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ପ୍ରାୟ ୪୭ ହାଜର ଲୋକଙ୍କୁ ରିଲିଫ କ୍ୟାମ୍ପକୁ ସ୍ଥାନନ୍ତରିତ କରାଯାଇଅଛି। ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ତେଲଙ୍ଗାନାର ଆଦିଲାବାଦ, ନିଜାମାବାଦ, ରାଜାନ୍ନା ସିର୍ସିଲିଆ, ୟାଡାରି ଭୁବନଗିରି, ଭିକାରାବାଦ, ସାଙ୍ଗାରେଡ୍ଡି, କାମାରେଡ୍ଡି ଓ ମେହବୁବନଗର…