ICC ର ନୂଆ ଚେୟାରମ୍ୟାନ ହେଲେ ଜୟ ଶାହା…
ଜୟ ଶାହା ହେଲେ ଆଇସିସିର ନୂଆ ଚେୟାରମ୍ୟାନ। ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହା ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ର ନୂତନ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ଆଜି ଅଥବା ଶେଷ ଦିନରେ ନାମାଙ୍କନ ଦାଖଲ କରିବା ପରେ ଜୟ ଶାହା ସର୍ବକନିଷ୍ଠ ବ୍ୟକ୍ତି ଭାବେ ଆଇସିସିର ଶୀର୍ଷ ପଦ ପାଇଁ ନିଯୁକ୍ତ ହୋଇଥିଲେ। ସେ ଗ୍ରେଗ ବାରକଲେଙ୍କ ସ୍ଥାନ ନେବେ, ଯିଏକି ୨୦୨୦ ରେ ଏହି ପଦବୀରେ ନିଯୁକ୍ତ ହୋଇଥିଲେ।…
