
କୋଲକତା ପୁଲିସକୁ ପ୍ରଶ୍ନବାଣରେ ଘାଇଲା କଲେ ପ୍ରଧାନ ବିଚାରପତି
କୋଲକତା;କୋଲକତାରେ ମହିଳା ଟ୍ରେନି ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲାରେ ଉଦବେଗ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟା। ପୀଡିତାଙ୍କ ନାମ ଓ ଫଟୋ ଆଦି କାହିଁକି ଭାଇରାଲ ହେଉଛି ? ୧୨ ଘଣ୍ଟା ପରେ ପୁଲିସ କାହିଁକି ମାମଲା ରୁଜୁ କଲା ବୋଲି ପ୍ରଶ୍ନ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ଆଜି ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହୋଇଛି। ଗୁରୁବାର ସୁଦ୍ଧା ଷ୍ଟାଟସ୍ ରିପୋର୍ଟ ଦେବାକୁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଘଟଣା…