ଆମ ଓଡ଼ିଶା ନବୀନ ଓଡ଼ିଶାରେ ଯୋଡ଼ି ହେଲା ବାଲେଶ୍ୱର ଓ ବଲାଙ୍ଗୀର
ଭୁବନେଶ୍ୱର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ସପ୍ତମ ଦିନରେ ବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ … Continue reading ଆମ ଓଡ଼ିଶା ନବୀନ ଓଡ଼ିଶାରେ ଯୋଡ଼ି ହେଲା ବାଲେଶ୍ୱର ଓ ବଲାଙ୍ଗୀର
Copy and paste this URL into your WordPress site to embed
Copy and paste this code into your site to embed