ବନ୍ଦ ହୋଇଯିବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା …

ରାଜ୍ୟରେ ବନ୍ଦ ହେଇଯିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ)। ଏହା ବଦଳରେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରାଯିବ। ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲ ବୁଧବାର ଏ ନେଇ ଘୋଷଣା କରିଛନ୍ତି।

ମନମୋହନ କହିଛନ୍ତି, ବିଏସକେୱାଇ ଅଧୀନରେ ଜନସାଧାରଣଙ୍କୁ କମ୍‌‌ ସୁବିଧା ମିଳୁଥିଲା। କିନ୍ତୁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ପରେ ଲୋକଙ୍କୁ ଅଧିକ ସୁବିଧା ମିଳିବ। ରାଜ୍ୟର ପ୍ରତ୍ୟେକ ଜନସାଧାରଣ କେନ୍ଦ୍ର ସରକାରଙ୍କ ଏହି ଯୋଜନା ଦ୍ୱାରା ଉପକୃତ ହୋଇପାରିବେ ।

Leave a Reply

Your email address will not be published. Required fields are marked *