ଜେଏସପିକୁ ଆସୋଚାମ ଓଡ଼ିଶା ସିଏସଆର ଏଣ୍ଡ ସଷ୍ଟେନେବିଲିଟି ଏକ୍ସଲେନ୍ସ ଆୱାର୍ଡ ୨୦୨୪
ଭୁବନେଶ୍ଵର, ୨୭/୦୭: କ୍ରୀଡ଼ାର ପ୍ରୋତ୍ସାହନ ଓ ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାର (ଜେଏସ୍ପି)କୁ ସମ୍ମାନଜନକ ଆସୋଚାମ୍ ଓଡ଼ିଶା ସିଏସ୍ଆର୍ ଆଣ୍ଡ୍ ସଷ୍ଟେନେବିଲିଟି ଏକ୍ସଲେନ୍ସ ଆୱାର୍ଡ ୨୦୨୪ ପ୍ରଦାନ କରାଯାଇଛି। ଭୁବନେଶ୍ୱର ଠାରେ ଶୁକ୍ରବାର (ଜୁଲାଇ ୨୬, ୨୦୨୪) ଆସୋଚାମ୍ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମାନ୍ୟବର ଶିଳ୍ପମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଏହି ପୁରସ୍କାର ପ୍ରଦାନ କରିଥିଲେ । ଏହି ଅବସରରେ ଭାରତ ସରକାରଙ୍କ ପରିବେଶ, ଜଙ୍ଗଲ ଓ…
