ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷ ବଢିଛି ଦୁଇ ଚକିଆ ଯାନର ବିକ୍ରି
ନୂଆଦିଲ୍ଲୀ: ବଢିଛି ୨ ଚକିଆ ଯାନର ବିକ୍ରି । ପୂର୍ବ ବର୍ଷ ଅବା ୨୦୨୨ ମେ’ ତୁଳନାରେ ଚଳିତ ବର୍ଷର ମେ’ ରେ ବୃଦ୍ଧି ପାଇଛି ୨ ଚକିଆ ଯାନର ବିକ୍ରି । ଯାହାକି ୯.୨୩ ପ୍ରତିଶତ ବୃଦ୍ଧି ପାଇଛି। 2022 ମେ’ ରେ ୧୩ ଲକ୍ଷ ୬୫ ହଜାର ୯୨୪ଟି ଗାଡ଼ି ବିକ୍ରି ହୋଇଥିବା ବେଳେ ଚଳିତ ବର୍ଷ ମେ’ରେ ୧୪ ଲକ୍ଷ ୯୩ ହଜାର ୨୩୪ ଟି ଦୁଇ ଚକିଆ ଯାନର ବିକ୍ରି ହୋଇଛି।ହିରେ…
