‘କୃଷି ବଜେଟରେ ଓଡ଼ିଶାବାସୀଙ୍କୁ ଭୁଆଁ ବୁଲା ଯାଇଛି ‘

ଭୁବନେଶ୍ୱର : (ରଙ୍ଗାଚରଣ ପ୍ରଧାନ )କୃଷି ବିଭାଗ ମାନେ କ’ଣ କେବଳ ଧାନ ପାଇଁ ୮୦୦ ଟଙ୍କା ବୋନସ ଦେବା ? କୃଷି ବିଭାଗ ପାଇଁ କଣ ଆଉ କିଛି ଖର୍ଚ୍ଚ ନାହିଁ! ଚାଲନ୍ତୁ ଦେଖିବା, ଦୁଇ ବର୍ଷ ହେଲା ଧାନ ବୋନସକୁ ବାଦ୍ ଦେଇ ମୋହନ ସରକାର କୃଷି ବିଭାଗ ପାଇଁ କେତେ ଟଙ୍କା ବଜେଟରେ ବରାଦ କରୁଛନ୍ତି। ୨୦୨୪-୨୫ ପାଇଁ ପୂର୍ବ ସରକାର କୃଷି ବିଭାଗ ପାଇଁ ୨୮୯୪୪ କୋଟି ଟଙ୍କା ବରାଦ କରିଥିଲେ।…

Read More

ଆପଣ ମାନେ ବହୁତ ବୋକା ହେଲେଣି, ଏବେ ତ ବୁଝନ୍ତୁ….

ଭୁବନେଶ୍ୱର : (ରଙ୍ଗାଚରଣ ପ୍ରଧାନ )-ଏମିତି ନୁହେଁ ଯେ ମନମୋହନ ସିଂହ ପୁରାପୁରି ଜଣେ ମହାନ୍ ପ୍ରଧାନମନ୍ତ୍ରୀ ଥିଲେ ଓ ତାଙ୍କ ଶାସନ ସମୟରେ କିଛି ଖରାପ ନଥିଲା। ସେ ସମୟରେ ତାଙ୍କ ସରକାରଙ୍କ ବିରୁଦ୍ଧରେ ଆନ୍ଦୋଳନ ହୋଇଥିଲା ଓ ମିଡ଼ିଆ ସେ ଆନ୍ଦୋଳନକୁ ସମର୍ଥନ କରିଥିଲା। ଏହା କ଼ଂଗ୍ରେସ କିମ୍ବା ମନମୋହନ ସିଂହଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର ନଥିଲା। ଏହା ସ୍ବାଭାବିକ ଥିଲା। ଏମିତି ନୁହେଁ ଯେ ଭାରତରେ ଆଗରୁ କେବେ ଆନ୍ଦୋଳନ ହୋଇ ନଥିଲା ଓ…

Read More

Off line ରୁ Ticket କିଣି Online ରେ ଚାଲିଛି ବେପାର

କଟକ/ଭୁବନେଶ୍ୱର: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ଦିନିକିଆରେ କେତେକ ବ୍ୟକ୍ତି off line ମାଧ୍ୟମରେ ଟିକେଟ କିଣି Online ବିକ୍ରି କରିବାରେ ଲାଗିଛନ୍ତି l ବୁଧବାର ଅପରାହ୍ନରୁ ଏହି ବେପାର ବଢ଼ି ଯାଇଛି l କିଏ olx ତ କିଏ face book ପେଜର ସାହାରା ନେଇଛି l କିଣା ମୂଲ୍ୟରୁ ଟିକେଟ ମୂଲ୍ୟ ପାଞ୍ଚ ଗୁଣକୁ ବୃଦ୍ଧି ପାଇଛି l ଏହି ଖବର ଶେଷରେ ଏମିତି କିଛି ଟିକେଟ ବିକ୍ରି ସୂତ୍ରର…

Read More

ବିଶ୍ୱ ବଜାରରେ ଆରମ୍ଭ ହୋଇଗଲା କି ଏ.ଆଇ ଯୁଦ୍ଧ ଆରମ୍ଭ -AI War begins

ଭୁବନେଶ୍ୱର: (ମାନସ ମଲ୍ଲିକ) – ଯାହା ଆଶଙ୍କା କରା ଯାଉଥିଲା ଠିକ୍ ସେୟା ହେଲା । ଆମ ଦେଶର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର ଅଫିସଗୁଡ଼ିକରେ Chatgpt ଆଉ DeepSeek ସମେତ ଅନ୍ୟ କେତେକ generative AIର ବ୍ୟବହାରକୁ ନିଷେଧ କରାଯାଇଛି । ଆଗକୁ ଅନ୍ୟ ସରକାରୀ ମନ୍ତ୍ରଣାଳୟରେ ହୁଏତ ନିଷେଧ କରାଯାଇପାରେ । ରୋଚକ କଥା ହେଲା ଏବେ Chatgpt ର ପ୍ରତିଷ୍ଠାତା ସାମ୍ ଅଲଟମ୍ୟାନ ଭାରତ ଗସ୍ତରେ ଆସିଛନ୍ତି ଆଉ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ବିନୀ…

Read More

ଦ୍ଵିତୀୟ ବିଶ୍ୱଯୁଦ୍ଧ ପରେ କେମିତି ବିଶ୍ୱ ରାଜନୀତି ରଙ୍ଗମଞ୍ଚରେ ଆମେରିକା କିପରି ବୃଦ୍ଧି କରିଥିଲା ଶକ୍ତି…

ନୂଆଦିଲ୍ଲୀ : (ବିଜୟ ସାହୁ)- ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ସମଗ୍ର ବିଶ୍ୱରେ ସମାଜତାନ୍ତ୍ରିକ ଆର୍ଥିକ ବ୍ୟବସ୍ଥା ପ୍ରତିଷ୍ଠା ସମ୍ଭାବନା ସର୍ବାଧିକ ଥିଲା । କିନ୍ତୁ ପୁଞ୍ଜିବାଦୀ-ସାମ୍ରାଜ୍ୟ ବାଦୀ ବ୍ୟବସ୍ଥା ହିଁ ଶେଷରେ ନିଜର କାୟା ବିସ୍ତାର କଲା । ପୁଞ୍ଜିବାଦର ଏହି କାୟା ବିସ୍ତାର ପାଇଁ ପ୍ରାୟ 8 ଦଶନ୍ଧି ଲାଗିଗଲା । ସୋଭିଏତ କମ୍ୟୁନିଷ୍ଟ ପାର୍ଟିର 1948, ଫେବୃୟାରୀ ପଲିଟିବ୍ୟୁରୋ ଅଧିବେଶନରେ କମ୍ରେଡ଼ ମୋଲତଭ ସେତେବେଳର ଆନ୍ତର୍ଜାତିକ ପରିସ୍ଥିତି ସମ୍ପର୍କରେ ଏକ ପ୍ରତିବେଦନ ରଖିଥିଲେ ।ଏହି…

Read More

କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜାଲିଆତି ନିଯୁକ୍ତି, ସିଡିଏମଓ ଘଣ୍ଟ ଘୋଡାଉଛନ୍ତି

କେନ୍ଦୁଝର,5/1- (ଦିଲ୍ଲୀପ କୁମାର ସାହୁ )-କେନ୍ଦୁଝର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳା ଲାଗି ଅନେକ ସମୟରେ ଉତ୍ତେଜନା ପ୍ରକାଶ ପାଏ କିଛି ନିରୀହ ଭଲ ଡାକ୍ତର ଅକାରଣରେ ଆକ୍ରୋଶର ଶିକାର ହୁଅନ୍ତି। ସେହିପରି ଟିବି ୱାର୍ଡରେ ବ୍ୟାପକ ଅନିୟମିତତା କଥା ଖବର ଆସେ । ତେବେ ଏହି ଡାକ୍ତରଖାନାରେ ନକଲି ସାର୍ଟିଫିକେଟ ଦେଇ ନିଯୁକ୍ତି ମିଳିବା କଥା ଆଗରୁ ଅଭିଯୋଗ ହୋଇଥିଲା ମାମଲା କୋର୍ଟରେ ଚାଲିଥିଲା ହେଲେ ଏବେ ଯକ୍ଷ୍ମା ବିଭାଗରେ ଡିଷ୍ଟ୍ରିକ୍ଟ ପ୍ରୋଗ୍ରାମ କୋର୍ଡିନେଟର…

Read More

Donald Trumpଙ୍କ ଆଗାମୀ ରଣନୀତି କିପରି ରହିବ.. USA & World Politics

ନୂଆଦିଲ୍ଲୀ : (ବିଜୟ ସାହୁ )- ଦ୍ଵିତୀୟ ବିଶ୍ୱଯୁଦ୍ଧ ପରେ 1947 ମସିହାରେ ଜେ ଭି ଏସ ଷ୍ଟାଲିନ ଙ୍କ ନେତୃତ୍ୱାଧୀନ ସୋଭିଏତ ୟୁନିୟନ ମୋଲତଭ ପ୍ଲାନ ଘୋଷଣା । ସୋଭିଏତ ୟୁନିୟନ ବୈଦେଶିକ ମନ୍ତ୍ରୀ ଭି. ମୋଲତଭ । ଅଫିସିଆଲି ଏହାର ନାମ Economic Recovery Programme , ERP.ସୋଭିଏତ ୟୁନିୟନ ସହ ରାଜନୈତିକ ଓ ଅର୍ଥନୈତିକ ଭାବରେ ଗୋଷ୍ଠୀଭୁକ୍ତ ହେଇଥିବା ଇଉରୋପ ଓ ଏସିଆର ଦେଶମାନଙ୍କର ପୁନର୍ଗଠନ ପାଇଁ ଏହା ସୃଷ୍ଟି କରାଯାଇଥିଲା ।…

Read More

ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପୁଣ୍ୟତିଥି: Twitterରେ ..ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଉପ-ମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଉପଯୁକ୍ତ ଢଙ୍ଗରେ ଶ୍ରଦ୍ଧାଞ୍ଜଳି ଦେଇପାରିଲେ ନାହିଁ…

ଭୁବନେଶ୍ୱର : ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଆଜି ପୁଣ୍ୟତିଥି। ଖାଲି ଭାରତ ନୁହେଁ, ବିଶ୍ୱର କୋଣ ଅନୁକୋଣରେ ଏହି ଦିବସଟିକୁ ମର୍ଯ୍ୟାଦାର ସହ ମନେ ପକାଯାଇଥାଏ। ବିଭିନ୍ନ ରାଷ୍ଟ୍ରମୁଖ୍ୟ, ରାଷ୍ଟ୍ର ନାୟକ ତଥା ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଏହି ଦିବସକୁ ମର୍ଯ୍ୟାଦାର ସହ ମନେ ପକାଇ ଥାଆନ୍ତି। ସ୍ୱାଧୀନ ଭାରତର ଏହି ଦିନ ଏକ କଳା ଦିବସ। କାରଣ ଜଣେ ଭାରତୀୟ ଅତି ବର୍ବରତାର ସହ ଆତତାୟୀ ଭାବେ ଜାତିର ପିତା ତଥା ସମସ୍ତଙ୍କ ପ୍ରିୟ ବାପୁଙ୍କୁ ଗୁଳି…

Read More

ଓଡ଼ିଶା ସରକାରଙ୍କ ମହମ୍ମଦ ବିଲ୍ ତୋଗଲକ କିଏ ? ରାଜ୍ୟ ଅମଲା ମୁଖିଆଙ୍କୁ ଦେଲେ ଦିଲ୍ଲୀରେ ଅତିରିକ୍ତ ନିଯୁକ୍ତି…

ଭୁବନେଶ୍ୱର : ଆଇଏଏସ୍ ଅଧିକାରୀ ମନୋଜ ଆହୁଜା ବର୍ତ୍ତମାନ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ରାଜ୍ୟ ପ୍ରଶାସନ ତଥା ଅମଲାଙ୍କ ସେ ମୁଖିଆ। ତାଙ୍କ ପଦର ଗାରିମା ରକ୍ଷା କରିବା ସରକାରଙ୍କ କାମ। ହେଲେ ସେଥିରେ ଏକ ଖରାପ ପରମ୍ପରା ଯୋଡି ହୋଇଯାଇଛି। ନିକଟରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁଥିରେ ତାଙ୍କୁ ଅତିରିକ୍ତ ଭାବେ ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନରଙ୍କ କାର୍ଯ୍ୟାଳୟରେ ମୁଖ୍ୟ ଆବାସିକ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ମୁଖ୍ୟ ଶାସନ ସଚିବ…

Read More

ଗୋଲକ ଏହି ଜିଲ୍ଲା ବିଜେପି ସଭାପତିଙ୍କୁ ଶୁଭେଚ୍ଛା ଜଣାଇଲେ ନାହିଁ କାହିଁକି…

ଭୁବନେଶ୍ୱର : ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ଉତ୍ତରାଧିକାରୀ ଖୁବଶୀଘ୍ର ଘୋଷଣା ହେବାକୁ ଯାଉଛି। ଏହା ପୂର୍ବରୁ ରାଜ୍ୟ ଗୁଡିକର ସଭାପତିଙ୍କ ନାମ ଘୋଷଣା କରାଯିବ। ରାଜ୍ୟ ସଭାପତି ଗୁଡିକ ଘୋଷଣା ପୂର୍ବରୁ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କରାଯିବ। ଏହି କ୍ରମରେ ଓଡ଼ିଶାରେ ପ୍ରାୟ 37 ସାଙ୍ଗଠନିକ ଜିଲ୍ଲା ରହିଛି। ଯାହାର ସଭାପତିମାନଙ୍କ ନାମ ପ୍ରଥମେ ଘୋଷଣା କରାଯିବ। ଏହି କ୍ରମରେ ଦୁଇଦିନ ପୂର୍ବରୁ ବିଜେପି ୨୩ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରାଯାଇଛି।…

Read More