ରାହୁଲ ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିବା ଆଲୋଚନା ବିଫଳ ବୋଲି କାହିଁକି କୁହାଯାଉଛି…..

ଭୁବନେଶ୍ୱର :  ରାଜ୍ୟ କଂଗ୍ରେସର ନେତୃ ମଣ୍ଡଳୀ ଏବଂ ବିଧାୟକ-ସାଂସଦ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ଏହି ଖବର ଲେଖାହେବାବେଳକୁ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ପୂର୍ବ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସେମାନଙ୍କୁ ଭେଟି ଆଲୋଚନା କରୁଛନ୍ତି। ସାଧାରଣ ନିର୍ବାଚନ ଆଗକୁ ଆସୁଥିବାର କଂଗ୍ରେସ ପକ୍ଷରୁ ଏପରି ଭେଟଘାଟ୍ ଆୟୋଜନ କରାଯାଇଛି। ମାତ୍ର ପ୍ରଶ୍ନ ଉଠେ କେଉଁ ସବୁ ପ୍ରସଙ୍ଗ ଓ ଦିଗକୁ ବିଚାର କରି ଏଆଇସିସି ଶରତ ପଟ୍ଟନାୟକଙ୍କ ହାତକୁ ନେତୃତ୍ୱ ଦେଇଥିଲା। ଏହାର ଆଧାର…

Read More

ଜୁଏଲ ଓରାମଙ୍କୁ କ’ଣ ସତରେ ମାରି ଦେଇଥାନ୍ତେ ଅଶୋକ ଦାସ, ସେଦିନ କ’ଣ ହୋଇଥିଲା ଓଡ଼ିଶା ବିଧାନସଭାରେ….

ଭୁବନେଶ୍ୱର :  ଜନତା ଦଳର ବର୍ଷିୟାନ ନେତା ଅଶୋକ ଦାସଙ୍କୁ ଜୀବନରେ ଭୁଲି ପାରିବେନି ବିଜେପି ନେତା ଜୁଏଲ୍ ଓରାମ। ସପ୍ତମ ଲୋକସଭା ଥିଲା ୧୯୮୯-୧୯୮୧। ଏହା ମଧ୍ୟରେ ବିଜୁ ପଟ୍ଟନାୟକଙ୍କ ନେତୃତ୍ୱରେ ୧୯୯୦ରେ ଜନତା ଦଳର ଏଠି ରାଜ୍ୟରେ ସରକାର ଗଠନ କରି ସାରିଥାନ୍ତି।  ମାତ୍ର ବିଜେପିର ରାମ ଜନ୍ମଭୂମି ରଥଯାତ୍ରାକୁ ବିରୋଧ କରିବାରୁ ଭିପି ସିଂହ ସରକାରରୁ ସମର୍ଥନ ପ୍ରତ୍ୟାହାର କରିନେଲା ଗୈରିକ ଦଳ। ଫଳରେ ଭିପି ସିଂଙ୍କ  ସରକାର ଭାଙ୍ଗିଯାଇଥିଲା। ହେଲେ ସେଦିନ…

Read More

ଲୋକସଭା ଅପେକ୍ଷା ବିଧାନସଭା ଲଢିବାକୁ ବିଜେପି ନେତାଙ୍କ ବଢୁଛି ଆଗ୍ରହ

ଭୁବନେଶ୍ୱର :  ମଧ୍ୟପ୍ରଦେଶ , ଛତିଶଗଡ଼ ଏବଂ ରାଜସ୍ଥାନ ବିଜୟ ସହ ତେଲେଙ୍ଗାନାରେ ଭୋଟ ପ୍ରତିଶତ ବଢିବା ପରେ ବିଜେପି ଶିବିର ଉତ୍ସାହିତ ରହିଛି। ଏହି ସବୁ ରାଜ୍ୟ ଗୁଡ଼ିକରେ ନିଆଯାଇଥିବା କିଛି ରାଜନୈତିକ କୌଶଳ ଓଡ଼ିଶାରେ ପ୍ରୟୋଗ କରାଯିବ ବୋଲି ଜଣାପଡିଛି। ଏନେଇ ପ୍ରଭାରୀ ସୁନୀଲ ବଂଶଲ ଏବଂ ଟିମ୍ ଖସଡ଼ା ପ୍ରସ୍ତୁତ କରୁଛନ୍ତି। ଏହି କ୍ରମରେ ମଧ୍ୟପ୍ରଦେଶ, ରାଜସ୍ଥାନ ଆଦିରେ ଯେପରି କେତେକ ବରିଷ୍ଠ ନେତା, କେନ୍ଦ୍ର ମନ୍ତ୍ରୀ , ସାଂସଦମାନଙ୍କୁ ବିଧାନସଭା ଲଢିବାକୁ…

Read More

ପୀତବାସଙ୍କୁ ସ୍ୱାବଲମ୍ବୀ କରାଇଛି ଥାଇଲାଣ୍ଡ କୋଳି ଚାଷ…

ରାୟଗଡ଼ା ; ବର୍ତ୍ତମାନ ସମୟରେ ଯୁବପିଢିମାନେ ଚାଷରୁ ମୁଁହ ଫେରେଇ ନେଉଥିବା ବେଳେ ପୀତବାସ ଚାଷ କ୍ଷେତ୍ରରେ ସୃଷ୍ଟି କରିଛନ୍ତି ଏକ ଅନନ୍ୟ ଉଦାହରଣ । ସେ ପନିପରିବା ଚାଷ ହେଉ ଅବା ଫଳ, ଫୁଲ ଚାଷ, ସବୁଥିରେ ଦେଖାଇଛନ୍ତି ନିଜର ପାରଦର୍ଶିତା । ଜୀବନର ଅନେକ ସମସ୍ୟା ପ୍ରତିବନ୍ଧକ ସାଜିଥିଲେ ସୁଦ୍ଧା ସମସ୍ତ ବାଧା ପ୍ରତିବନ୍ଧକକୁ ଏଡାଇ ସଫଳତା ପଛରେ ଆଗେଇ ଚାଲିଛନ୍ତି ପୀତବାସ । ଏପରି ଜଣେ ଯୁବ ଚାଷୀ ହେଉଛନ୍ତି ରାୟଗଡ଼ା ଜିଲ୍ଲା…

Read More

ବିଜେପିର ଛତିଶଗଡ଼ ବିଜୟ କାହିଁକି ବିଜେଡି ନିଦ ହଜାଇଛି ?

ବିଜେଡି ସବୁ ବେଳେ ବିରୋଧିଙ୍କୁ ପ୍ରଶ୍ନ କରିଥାଏ ଯେ, ନବୀନ ପଟ୍ଟନାୟକଙ୍କ ବିକଳ୍ପ କିଏ ? ସାମାଜିକ ସମୀକରଣ ଅପେକ୍ଷା ବିକାଶ ରାଜନୀତିର ପ୍ରଚାରପ୍ରସାରକୁ ଗୁରୁତ୍ୱ ଦେଇଥାଏ। ମାତ୍ର ନିକଟରେ ପ୍ରକାଶ ପାଇଥିବା ଛତିଶଗଡ଼ ବିଧାନସଭା ନିର୍ବାଚନ ଫଳାଫଳ ସବୁ ଅଙ୍କ ବିଗାଡ଼ି ଦେଇଛି। ଏହା ରାଜ୍ୟରେ ବିଜେପି ନିଜର ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରି ନ ଥିଲା। ସେହିପରି କଂଗ୍ରେସରୁ ମୁଖ୍ୟମନ୍ତ୍ରୀ ଥିବା ଭୂପେଶ ବାଘେଲ ନିଜ କାମ ଏବଂ ଯୋଜନାକୁ ଅଧିକ ପ୍ରଚାର କରୁଥିଲେ।…

Read More

ଜାନୁୟାରୀ ସର୍ଭେକୁ ଅଶ୍ୱିନୀ ବୈଷ୍ଣବଙ୍କ ଅପେକ୍ଷା , ଓଡ଼ିଶାରୁ ଲଢିବେ ନା ନାହିଁ…ନେବେ ନିଷ୍ପତ୍ତି…

ବାଲେଶ୍ୱର :  ବାଲେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀର ଲୋକ କଣ ଚାହୁଁଛନ୍ତି ? ସେମାନେ କଣ ପୁଣି ଥରେ ବିଜେପି ପ୍ରାର୍ଥୀଙ୍କୁ ଭୋଟ୍ ଦେବେ? ଗତଥର ଥିବା ବିଜେପି ସପକ୍ଷବାଦୀ ପରିବେଶ ଏଥର ରହିବ ତ? ଯଦି ପ୍ରତାପ ଷଡଙ୍ଗୀ ପ୍ରାର୍ଥୀ ନ ହୁଅନ୍ତି, ତେବେ କିଏ ବିଜେପିରୁ ପ୍ରାର୍ଥୀ ହେଲେ ଭଲ? ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥୀ ହେଲେ ବାଲେଶ୍ୱର ଲୋକସଭାରୁ ଜିତି ପାରିବେ କି ? ଐର ଖାରବେଳ ସ୍ୱାଇଁ-ପ୍ରତାପ ଷଡଙ୍ଗୀ-ଅଶ୍ୱିନୀ ବୈଷ୍ଣବ..ଏମାନଙ୍କ ମଧ୍ୟରୁ କିଏ ବିଜେପି…

Read More

ବର୍ତ୍ତମାନ ପିସିସି ସଭାପତିଙ୍କୁ ବଦଳାଇ ବହୁଜନ ବର୍ଗରୁ ପ୍ରତିନିଧିତ୍ୱ ଦେବା ପାଇଁ ଉଠିଲା ସ୍ୱର, ଏଆଇସିସି ନେତାଙ୍କୁ ଚିଠି ଲେଖିଲେ ପୂର୍ବତନ ପିସିସି ସଭାପତି

ଭୁବନେଶ୍ୱର :  ରାଜନୀତି ବହୁତ ବଦଳି ଗଲାଣି। ଛତିଶଗଡ଼, ମଧ୍ୟପ୍ରଦେଶ ଓ ରାଜସ୍ଥାନ ଫଳାଫଳ ଆମ ସପକ୍ଷରେ ଗଲାନାହିଁ। କୌଣସି ବର୍ଗର ଭୋଟ କଂଗ୍ରେସ ରଖିପାରିଲା ନାହିଁ। ବିଶେଷ କରି ଆଦିବାସୀ ଭୋଟ୍ ମଧ୍ୟ ଦଳ ବିରୋଧରେ ଗଲା। ଆଗାମୀ ଦିନରେ ଅନୁସୂଚିତ ଜାତି ଭୋଟ ରଖିବା ଦଳ ପାଇଁ କଷ୍ଟକର ହୋଇ ପଡିବ। ଓଡ଼ିଶାର ମୋଟ ଜନସଂଖ୍ୟାର ପ୍ରାୟ ୪୦ % ଆଦିବାସୀ ଏବଂ ଅନୁସୂଚିତ ଜାତି। ଏହି ବର୍ଗ ହିଁ କଂଗ୍ରେସର ମୁଖ୍ୟ ଭୋଟର।…

Read More

କାହିଁକି ଏମିତି କହିଲେ ଧର୍ମେନ୍ଦ୍ର, ବିଜେଡ଼ି କ’ଣ ଏତେ ସଂଖ୍ୟକ ଲୋକସଭା ଆସନ ହରାଇବ !

ଭୁବନେଶ୍ୱର : କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ସାଧାରଣ ନିର୍ବାଚନରେ ଲୋକସଭା ଲଢିବାକୁ ଯାଉଛନ୍ତି।  ସେ ଢେଙ୍କାନାଳ ଲୋକସଭା କିମ୍ବା ସମ୍ବଲପୁର ଲୋକସଭାରୁ ପ୍ରାର୍ଥୀ ହୋଇପାରନ୍ତି ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି। ଏହି ଦୁଇ ଆସନ ମଧ୍ୟରୁ କୌଣସି ଗୋଟିଏରେ ଲଢିବା ପାଇଁ ତାଙ୍କୁ ନିକଟରେ ସବୁଜ ସଙ୍କେତ ମିଳିସାରିଛି। ମାତ୍ର ରାଜନୈତିକ ବାତାବରଣକୁ ଉଷ୍ମ ରଖିବାକୁ ସେ ଉଭୟ ସମ୍ବଲପୁର ଏବଂ ଢେଙ୍କାନାଳ ଲୋକସଭା କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି। ଓଡ଼ିଶାର ଲୋକସଭା ଫଳାଫଳକୁ…

Read More

‘ସରକାରୀ ନୀତି ହିଁ ମଦ ବ୍ୟବସାୟୀଙ୍କ ଘରୁ ଟଙ୍କା ମିଳିବାର ଅସଲ କାରଣ’

ଭୁବନେଶ୍ୱର : ମଦ ବ୍ୟବସାୟୀଙ୍କ ଘରୁ ପ୍ରାୟ ତିନିଶହ କୋଟି ଟଙ୍କା ଜବତ ହୋଇ ସାରିଛି। ହେଲେ ଜଣେ ବ୍ୟବସାୟୀଙ୍କ ପାଖରେ ଏତେ ଟଙ୍କା ଠୁଳ ହେଲା କିପରି। ଏହା ପାଇଁ ଦାୟୀ କିଏ। କେଉଁ ବ୍ୟବସ୍ଥା ଏତେ ସଂଖ୍ୟକ କଳା ଟଙ୍କା ଠୁଳ କରିବାରେ ସହାୟତା କଲା। ସେ ନେଇ ସାରା ରାଜ୍ୟରେ ତମ୍ବି ତୋଫାନ୍ ଜାରି ରହିଛି। ଏହା ମଧ୍ୟରେ ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା କହିଛନ୍ତି ଯେ,…

Read More

ରଣନୀତି ବଦଳାଇବ କି ରାଜ୍ୟ ବିଜେପି, ମଧ୍ୟପ୍ରଦେଶ ଓ ଛତିଶଗଡରୁ ନେଲା ଶିକ୍ଷା

ଭୁବନେଶ୍ୱର : ନିର୍ବାଚନ ପୂର୍ବରୁ କୌଣସି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିମ୍ବା ପ୍ରଚାର କମିଟି ଅଧ୍ୟକ୍ଷ ଘୋଷଣା ନ କରି ନିର୍ବାଚନ ଜିତି ହୁଏ। ସେହିପରି କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀ ଲୋକପ୍ରିୟ ଥିଲେ ବି ବିଧାୟକ ଏବଂ ଅନ୍ୟ ନେତାଙ୍କ ବିରୋଧରେ ଜନମତ ଥାଏ। ଉପଯୁକ୍ତ ରଣନୀତି ଦ୍ୱାରା ଏହି ପରିସ୍ଥିତିରେ ନିର୍ବାଚନ ଜିତିହୁଏ। ଯାହା ବିଜେପିର ଛତିଶଗଡ, ରାଜସ୍ଥାନ ଏବଂ ମଧ୍ୟପ୍ରଦେଶ ବିଜୟରୁ ଜଣାପଡିଛି। ଅନୁରୂପ ଭାବେ ଲୋକପ୍ରିୟ ଥିବା ମାଣିକ ସରକାର ତ୍ରିପୁରାରେ ମଧ୍ୟ ଦୁଇଥର…

Read More