ଚକମା ଦେଇପାରେ ବିଜେପି ପ୍ରଭାବିତ ନିର୍ବାଚନ କମିସନ, ଏଭଳି ପରିସ୍ଥିତିରେ ଲଢିବାକୁ ପ୍ରସ୍ତୁତି ଆରମ୍ଭ କରୁଛି ବିଜେଡି

ଭୁବନେଶ୍ୱର :   ନିକଟରେ ପାଞ୍ଚଟି ରାଜ୍ୟର ନିର୍ବାଚନ ନେଇ ତାରିଖ ଘୋଷଣା ହୋଇଛି। ତନ୍ମଧ୍ୟରୁ ଚାରୋଟି ରାଜ୍ୟରେ ଗୋଟିଏ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେଉଛି। ବହୁଳ ଭାବେ ନକ୍ସଲ ପ୍ରଭାବିତ ଛତିଶଗଡ଼ରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ହେଉଛି। ଓଡ଼ିଶାରେ ଦୀର୍ଘବର୍ଷ ଧରି ଗୋଟିଏ ପର୍ଯ୍ୟାୟରେ ଭୋଟ ଗ୍ରହଣ ହୋଇନାହିଁ। ଏମିତି ବି ନକ୍ସଲ ମୁକାବିଲାରେ ରାଜ୍ୟ ଆଗୁଆ ବୋଲି କେନ୍ଦ୍ର ସରକାର ଏବଂ ଖୋଦ୍ ଗୃହ ମନ୍ତ୍ରୀ ସାର୍ଟିଫିକେଟ ଦେଇ ଯାଇଛନ୍ତି। ତେଣୁ ଓଡ଼ିଶାରେ ଗୋଟିଏ ପର୍ଯ୍ୟାୟରେ…

Read More

କାହିଁକି ବଦଳି ହେଲେ ଆଇଏଏସ୍ ଅଧିକାରୀ ବି ପରମେଶ୍ୱରନ୍, କାହାକୁ ଦେଉଥିଲେ ଫାଇଦା ଜାଣନ୍ତୁ…..

ଭୁବନେଶ୍ୱର : ଦୁଇଦିନ ତଳେ ରାଜ୍ୟ ଆଇଏଏସ୍ ପ୍ରଶାସନରେ କାର୍ଯ୍ୟରତ କେତେଜ ଣ ହାତଗଣତି ଅଫିସରଙ୍କ ବଦଳି ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏଥିରେ ଆଇଏଏସ୍ ଅଧିକାରୀ ବି ପରମେଶ୍ୱରଙ୍କ ନାଁ ମଧ୍ୟ ରହିଥିଲା। ସେ ଗୁରୁତ୍ୱପୂର୍ଣ୍ଣ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ। କେନ୍ଦ୍ର ଏବଂ ରାଜ୍ୟ ଦ୍ୱାରା ପରିଚାଳିତ ଜଳ ଜୀବନ ମିଶନ କାର୍ଯ୍ୟକ୍ରମ ତଦାରଖ କରୁଥିଲେ। ହେଲେ ହଠାତ ତାଙ୍କୁ କଟକ ସ୍ଥିତ ଚକବନ୍ଦୀରେ ନିଯୁକ୍ତି ଦିଆଗଲା।…

Read More

ରାହୁଲ ସେଠି ସିନା କହିଦେଲେ, ହେଲେ ଏଠି କଣ କହିପାରିବେ….?

ଭୁବନେଶ୍ୱର : ଏଆଇସିସି ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଚାଲୁଥାଏ। ସେଠାରେ ବସିଥିବା ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ରାହୁଲ ଗାନ୍ଧୀ ପ୍ରଶ୍ନ ପଚାରିଲେ, କେତେ ଜଣ ଦଳିତ ଅଛନ୍ତି। ସମସ୍ତେ ଚୁପ୍ ରହିଲେ। ପୁଣି ପଚାରିଲେ , କେତେ ଜଣ ଆଦିବାସୀ ଅଛନ୍ତି। ସମସ୍ତେ ଚୁପ୍ ରହିଲେ। ଏହା ପରେ ପୁଣି ପଚାରିଲେ କେତେ ଜଣ ଓବିସି ଅଛନ୍ତି। କେହି ଗଣମାଧ୍ୟମ ପ୍ରତିନିଧି ହାତ ଟେକିଲେନି। ଜଣେ ମାତ୍ର କ୍ୟାମେରାମ୍ୟାନ ହାତ ଟେକିଲେ। ଏହା ପରେ ରାହୁଲ…

Read More

ସୌମ୍ୟଙ୍କ ପଛରେ ବଜ୍ର ପରି ଛିଡ଼ା ହେବେ ମୋଦି ,ଶାହା ଏବଂ ଅଦାନୀ , ସାହାଯ୍ୟ ପାଇଁ ଆଗେଇ ଆସିବେ ଏକାଧିକ କେନ୍ଦ୍ରୀୟ ସଂସ୍ଥା

ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହୋଇଥିବା ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇ ପାରନ୍ତି। ଏନେଇ ଦୀର୍ଘଦିନ ଧରି କଳ୍ପନାଜଳ୍ପନା ଲାଗି ରହିଥିଲା। ମାତ୍ର ଜାତୀୟ ସ୍ତରରେ ନିର୍ବାଚନୀ ରାଜନୀତି ଉପରେ ତୀକ୍ଷ୍ମ ନଜର ରଖୁଥିବା ନିଉଜ୍ ଏରେନା ଇଣ୍ଡିଆ ଏକ ଟୁଇର ପୋଷ୍ଟ ଜରିଆରେ ଏହାକୁ ପୋଷ୍ଟ କରିଛି। ଯାହା ପରେ ଏହି ଚର୍ଚ୍ଚା ଜୋର ଧରିଛି। ବିଜେଡ଼ିରୁ ବହିଷ୍କୃତ ହେବା ପରେ ଶ୍ରୀ ପଟ୍ଟନାୟକ ନୂଆଦିଲ୍ଲୀ ଗସ୍ତ…

Read More

କେନ୍ଦ୍ରାପଡ଼ା : କଟିସାରିଲାଣି ତିନି ଜଣଙ୍କ ଟିକେଟ୍, ନୂଆ ଚେହେରା ଖୋଜିଲାଣି ବିଜେଡି

ଭୁବନେଶ୍ୱର: ମାସ କେଇଟା ପରେ ସାଧାରଣ ନିର୍ବାଚନ। ଭୋଟ ବେଳ ଯେତିକି ପାଖେଇ ଆସୁଛି, କେନ୍ଦ୍ରାପଡ଼ା ରାଜନୀତି ସେତିକି ଜମୁଛି। ଦୀର୍ଘଦିନ ଧରି ଶାସକ ଦଳ ବିଜେଡିରୁ ଟିକେଟ୍ ଉପରେ ସମସ୍ତଙ୍କ ନଜର ରହିଛି। ଜିଲ୍ଲାର ତିନୋଟି ଆସନର ବିଜେଡି ଟିକେଟ୍ ବଦଳିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଏହି ଆସନ ଗୁଡିକ ହେଉଛି- କେନ୍ଦ୍ରାପଡ଼ା(ସଂରକ୍ଷିତ), ରାଜନଗର ଏବଂ ପାଟକୁରା। ତେଣୁ ଏହି ଆସନ ପାଇଁ ନୂଆ ମୁହଁ ତଥା କିଛି ପୁରୁଣା ମୁହଁଙ୍କୁ ନେଇ ବିଚାରବିମର୍ଶ…

Read More

ରଙ୍ଗ ବଦଳାଇଦେଲେ କଂଗ୍ରେସ ନେତା ନରସିଂହ ମିଶ୍ର, ସେତେବେଳେ କରୁଥିଲେ ବିରୋଧି, ଏବେ ସପକ୍ଷରେ କହିଲେଣି

ଭୁବନେଶ୍ୱର : ସାରା ଦେଶରେ ମଣ୍ଡଳ କମିସନ ଲାଗୁ ହେବା ପାଇଁ ପ୍ରସ୍ତୁତ ଲାଗି ରହିଥାଏ। ମାତ୍ର ଓଡ଼ିଶା ସରକାର ମଣ୍ଡଳ କମିସନ ସୁପାରିସ୍ ବିରୋଧରେ ସୁପ୍ରିମକୋର୍ଟ ଯିବା ପାଇଁ ପ୍ରସ୍ତୁତ ହୋଇଥିଲେ। ସୁପ୍ରିମକୋର୍ଟରେ ମଣ୍ଡଳ କମିସନ ବିରୋଧରେ ରାଜ୍ୟ ସରକାରଙ୍କ ପ୍ରତିନିଧି ଭାବେ ନରସିଂହ ମିଶ୍ର ଛିଡ଼ା ହୋଇଥିଲେ। ଏହା ହେଉଛି ନବେ ଦଶକର କଥା। ରାଜ୍ୟରେ ପଛୁଆବର୍ଗଙ୍କୁ ଯେପରି ସଂରକ୍ଷଣରୁ ବଞ୍ଚିତ କରାଯିବ, ସେ ନେଇ ନରସିଂହ ସବୁ ପ୍ରକାର ଚେଷ୍ଟା କରୁଥିଲେ। ଏଥିରେ…

Read More

ସମ୍ବାଦ କାର୍ଯ୍ୟକ୍ରମରୁ ସୌମ୍ୟ ଉଭାନ,ହେଲେ କାହିଁକି ସେ ଏପରି କଲେ…

ଭୁବନେଶ୍ୱର-  ସମ୍ବାଦର କାର୍ଯ୍ୟକ୍ରମ ହେବ। ହେଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ ଉପସ୍ଥିତ ରହିବେ ନାହିଁ। ଏକଥା ସାଧାରଣ ସମ୍ବାଦ ପ୍ରେମୀ ଏବଂ ପଟ୍ଟନାୟକ ପରିବାର ଶୁଭେଚ୍ଛୁ କଳ୍ପନା କରି ନ ପାରନ୍ତି। ମାତ୍ର ସେପରି ଏକ ଘଟଣା ଘଟିଯାଇଛି। ସମ୍ବାଦର ଚାଳିଶ ତମ ସ୍ୱନକ୍ଷତ୍ର ଅବସରରେ ଏହାର ପ୍ରତିଷ୍ଠାତା ସମ୍ପାଦକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଉପସ୍ଥିତ ରହି ନ ଥିଲେ। ଦୁଇ ଦିନ ପୂର୍ବରୁ ସମ୍ବାଦର ନୂଆ ସମ୍ପାଦିକା ଭାବେ ତାଙ୍କ କନ୍ୟା ତନୟା ପଟ୍ଟନାୟକ ଦାୟିତ୍ୱ…

Read More

କାହା ନିର୍ଦ୍ଦେଶ ଆଉ ଏଜେଣ୍ଡାରେ କାମ କରୁଛି ଓଡ଼ିଶା କଂଗ୍ରେସ, ଖଡ଼ଗେ ଏବଂ ରାହୁଲଙ୍କ କଥାକୁ କାହିଁକି ନାକ ଟେକୁଛି ପିସିସି!

ଭୁବନେଶ୍ୱର-  ଆମର ଚାରି ଜଣ ମୁଖ୍ୟମନ୍ତ୍ରୀ ଅଛନ୍ତି। ସେମାନଙ୍କ ମଧ୍ୟରୁ ତିନି ଜଣ ଓବିସି। କଂଗ୍ରେସ କିମ୍ବା ଏନଡିଏ କ୍ଷମତାକୁ ଆସିଲେ ନିଶ୍ଚିତ ଜାତିଭିତ୍ତିକ ଜନଗଣନା ହେବ। ଦେଶର ସରକାରୀ ପଦବୀରେ ଓବିସିଙ୍କ ସଂଖ୍ୟା ବୃଦ୍ଧି କରାଯିବ। ଏହିପରି କେତୋଟି ଲାଇନ୍  ରାହୁଲ ଗାନ୍ଧୀ ବର୍ତ୍ତମାନ ଘୋଷି ହେଉଛନ୍ତି। ହେଲେ ଜନସଂଖ୍ୟାର ଅଧା ଓବିସି ଥିବା ଓଡ଼ିଶାରେ ସଭାପତି, ବିଧାୟକ ଦଳ ନେତା, ପ୍ରଚାର କମିଟି ଅଧ୍ୟକ୍ଷ, ଇସ୍ତାହାର କମିଟି ଅଧ୍ୟକ୍ଷ ସାଧାରଣ ବର୍ଗର। ତେଣୁ ସାଙ୍ଗଠନିକ…

Read More

ନିଜ ମୁଣ୍ଡରୁ ଦୋଷ ଛଡ଼ାଉଛି TPCODL, ବିଦ୍ୟୁତ ବିଭ୍ରାଟ ପାଇଁ ୭୨ ଘଣ୍ଟାରୁ ଉର୍ଦ୍ଧ୍ୱ ରୋଗୀ ହନ୍ତସନ୍ତ

ଭୁବନେଶ୍ୱର – ଠାକୁର ଘରେ କିଏ ନା-ମୁଁ କଦଳୀ ଖାଇନି। ଏହି ରୂଢି ଦୀର୍ଘଦିନ ଧରି ଆମେ ବ୍ୟବହାର କରି ଆସୁଛେ। ଏହି ଢଗଟି ବର୍ତ୍ତମାନ ପରିସ୍ଥିତିରେ ଉପକୂଳ ଓଡ଼ିଶାରେ ବିଦ୍ୟୁତ ବିତରଣ ଓ ଶୁଳ୍କ ଆଦାୟ ଦାୟିତ୍ୱ ନେଇଥିବା TPCODL ପାଇଁ ପ୍ରଯୁଜ୍ୟ। କେହି ଦୋଷ ଦେବା ଆଗରୁ TPCODL ନିଜ ଆଡୁ ଦୋଷ ଛଡାଇବା ପାଇଁ ଉଦ୍ୟମ କରୁଛି। କଟକ ବଡ଼ ମେଡିକାଲରେ ଉପରେ ରାଜ୍ୟର ସବୁ ପ୍ରାନ୍ତର ଲୋକ ନିର୍ଭର କରିଥାଆନ୍ତି। ଏଠାରେ…

Read More

ସୌମ୍ୟଙ୍କୁ ସହାୟ ହେଲେ ଧର୍ମେନ୍ଦ୍ର, ଅନୁରାଗ ଠାକୁରଙ୍କୁ ଅତିଥି କରି ରାଜ୍ୟ ସରକାରଙ୍କୁ ଦମ୍ ଦେଖାଇଲେ

ଭୁବନେଶ୍ୱର : ଜଣେ ହାତ ଛାଡିଲେ। ଜଣେ ହାତ ଧରିଲେ। ଭୁବନେଶ୍ୱର ଦୂରେଇଲା, ନୂଆଦିଲ୍ଲୀ କୋଳେଇଲା। ହଁ ପାଠକେ ବନ୍ଧୁ ଆମେ ସୌମ୍ୟ ରଞ୍ଜନ ପଟ୍ଟନାୟକ ଏବଂ ତାଙ୍କ ଗଣମାଧ୍ୟମ ସଂସ୍ଥା କଥା କହୁଛୁ। କିଛି ଦିନ ତଳେ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୌମ୍ୟଙ୍କ ସଂସ୍ଥାଙ୍କୁ ବିଜ୍ଞାପନ ମିଳୁ ନ ଥିବା ଅଭିଯୋଗ ହୋଇ ଆସୁଛି। ମାତ୍ର ଏହି ସମୟରେ କେନ୍ଦ୍ରରେ ବିଜେପି ନେତୃତ୍ୱାଧିନ ଏନଡିଏ ସରକାରଙ୍କ ବିଜ୍ଞାପନ ସୌମ୍ୟଙ୍କ ସଂସ୍ଥା…

Read More