National Sports Day 2024; କାହିଁକି ୨୯ ଅଗଷ୍ଟକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଏ?
ଭୁବନେଶ୍ଵର; ୨୦୧୨ ଠାରୁ, ପ୍ରତିବର୍ଷ ୨୯ ଅଗଷ୍ଟକୁ ଜାତୀୟ କ୍ରୀଡା ଦିବସ ଭାବରେ ପାଳନ କରାଯାଏ | ବାସ୍ତବରେ, ଏହି ଦିନ କିମ୍ବଦନ୍ତୀ ଖେଳାଳି ଧ୍ୟାନ ଚାନ୍ଦଙ୍କ ଜନ୍ମ ବାର୍ଷିକ ଭାବେ ମଧ୍ୟ ପାଳନ କରାଯାଏ| ମେଜର ଧ୍ୟାନ ଚାନ୍ଦଙ୍କୁ ‘ମ୍ୟାଜିକ୍ ଅଫ୍ ହକି’ କୁହାଯାଏ। ତାଙ୍କର ୨୨ ବର୍ଷର କ୍ୟାରିୟରରେ ୪୦୦ ରୁ ଅଧିକ ଗୋଲ୍ ସ୍କୋର କରିଥିବା ମହାନ ଖେଳାଳିଙ୍କୁ ମନେ ରଖିବା ପାଇଁ ଭାରତ ସରକାର ୨୦୧୨ ରୁ ତାଙ୍କ ଜନ୍ମ ଦିନକୁ…
