୧୬ ତାରିଖରେ ୨୬ଟି କୃଷକ ସଂଗଠନର ଭାରତ ବନ୍ଦ ଡାକରା…
ଚଣ୍ଡିଗଡ଼: ପଞ୍ଜାବ ଓ ହରିୟାଣାର ୨୬ଟି କୃଷକ ସଂଗଠନ ମଙ୍ଗଳବାର ଦିଲ୍ଲୀ ପଦଯାତ୍ରା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ପଞ୍ଜାବର ବହୁ ସଂଖ୍ୟକ କୃଷକ ହରିୟାଣା ସୀମାରେ ଏକାଠି ହେଉଛନ୍ତି। ଏହା ମଧ୍ୟରେ ଭାରତୀୟ କୃଷକ ସଂଗଠନ ନେତା ଯୋଗୀନ୍ଦର ସିଂହ ଉଗ୍ରହାନ ଫେବୃଆରୀ ୧୬ରେ ଭାରତ ବନ୍ଦ ଡାକରା ଦେଇଛନ୍ତି। ସେ ସମସ୍ତ କୃଷକ ସଂଗଠନ ଏବଂ ବ୍ୟବସାୟୀମାନଙ୍କୁ ଏହାକୁ ସଫଳ କରିବା ପାଇଁ ଅନୁରୋଧ କରିଛନ୍ତି। ଅନ୍ୟପକ୍ଷରେ ହରିୟାଣାରେ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି…
