ପାଲେଷ୍ଟାଇନ୍‌କୁ ଦ୍ବିତୀୟ ଥର ସାହାର୍ଯ୍ୟ କଲା ଭାରତ

ଇସ୍ରାଏଲ୍‌ ଓ ହମାସ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧ ଭିତରେ ଭାରତ ଗତକାଲି ପାଲେ‌ଷ୍ଟାଇନ୍‌କୁ ଦ୍ବିତୀୟ ଥର ସହାୟତା ପ୍ରଦାନ କରିଛି। ଏ ସମ୍ପର୍କରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ‘ଏକ୍ସ’ ପୋଷ୍ଟରେ ଘୋଷଣା କରିଛନ୍ତି। ମନ୍ତ୍ରୀ ତାଙ୍କ ‘ଏକ୍ସ’ରେ ଲେଖିଛନ୍ତି, ପାଲେଷ୍ଟାଇନ୍‌ବାସୀଙ୍କ ନିମନ୍ତେ ଆମେ ମାନବୀୟ ସହାୟତା ପଠାଇବା ଜାରି ରଖିଛୁ। ୩୨ ଟନ୍‌ର ସହାୟତା ବହନ କରି ଭାରତୀୟ ବାୟୁସେନାର ବିମାନ ‘ସି ୧୭’ ଇଜିପ୍ଟର ଏଲ୍‌-ଏରିସ୍‌ ବିମାନ ବନ୍ଦର ଅଭିମୁଖେ ଉଡ଼ାଣ କରିଛି।…

Read More

ଆପଣ ପିଏମ କିଶାନ ପଇସା ପାଇନାହାଁନ୍ତି କି ? ଯଦି ନାଁ ତେବେ ଜାଣି ନିଅନ୍ତୁ କେଉଁଠି କରିବେ ଅଭିଯୋଗ …

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅର୍ଥାତ ପିଏମ କିଷାନ ଯୋଜନା ଅଧୀନରେ ୧୫ତମ କିସ୍ତି ପ୍ରଦାନ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ୧୮ କୋଟି ଟଙ୍କାର ୧୫ତମ କିସ୍ତି ଉନ୍ମୋଚନ କରିଛନ୍ତି। ଏହି ଯୋଜନା ଅଧୀନରେ ଯୋଗ୍ୟ କୃଷକମାନେ ସେମାନଙ୍କ ପଞ୍ଜୀକୃତ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କାର କିସ୍ତି ପାଇଛନ୍ତି । ଜୁଲାଇ ୨୭ରେ ୧୭ ହଜାର କୋଟି ଟଙ୍କାର ୧୪ତମ କିସ୍ତି ପ୍ରଦାନ କରାଯାଇଥିଲା। ପିଏମ କିଷାନ ଯୋଜନା ଡିସେମ୍ବର ୧,…

Read More

ତୁର୍କୀରେ ହେବ ସର୍ବାଧିକ ମୁଦ୍ରାସ୍ଫୀତି, କେତେ ନମ୍ବରରେ ରହିବ ଭାରତ…

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଦେଖାଦେଇଥିବା ଭୌଗୋଳିକ ରାଜନୈତିକ ଅନିଶ୍ଚିତତା ବିଶ୍ୱ ଅର୍ଥନୀତିକୁ ୨୦୨୪ ମସିହାରେ ଅଧିକ ପ୍ରଭାବିତ କରିବାର ଆଶଙ୍କା କରାଯାଉଛି।  ସମଗ୍ର ବିଶ୍ୱର ଅର୍ଥନୈତିକ ଅଭିବୃଦ୍ଧି ମନ୍ଥର ହେବା ସହ  ମୁଦ୍ରାସ୍ଫୀତି ବୃଦ୍ଧି ପାଇବ ବୋଲି ଅର୍ଥନୀତି ବିଶାରଦ ମତ ବ୍ୟକ୍ତି କରିଛନ୍ତି। ‌ଅଶୋଧିତ ତେଲ ଦର ଅଧିକ ଭାରତର ମୁଦ୍ରାସ୍ଫୀତି ଆଶାଠାରୁ ଅଧିକ ରହିବ ବୋଲି ରେଟିଂ ଏଜେନ୍ସି ଫିଚ୍‌  ଏବେ ଠାରୁ ସତର୍କ କରାଇ ସାରିଲେଣି। ମାତ୍ର  ଅଶୋଧିତ ତେଲ ଦର ୨୦୨୫ରେ…

Read More

ବଦଳିବେ କି ଦିଲ୍ଲୀ ମୁଖ୍ୟମନ୍ତ୍ରୀ…..ନୂଆ ମୁଖ୍ୟମନ୍ତ୍ରୀ କିଏ ?

ନୂଆଦିଲ୍ଲୀ : ଗୁରୁବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ମୁଖ୍ୟ ଅରବିନ୍ଦ କେଜ୍ରିଓ୍ୱାଲଙ୍କୁ କେନ୍ଦ୍ରୀୟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜେରା ପାଇଁ ଡାକିଛି।  କିଛି ଘଣ୍ଟାର ଜେରା ପରେ ତାଙ୍କୁ ଗିରଫ କରାଯିବାର ଯୋଜନା କରାଯାଉଥିବା ଆଶଙ୍କା ପ୍ରକାଶ ପାଇଛି। ପୂର୍ବରୁ ସତ୍ୟେନ୍ଦ୍ର ଜୈନ, ମନୀଷ ସିସୋଦିଆ, ସଞ୍ଜୟ ସିଂ ଜେରା ହେବା ସହ ହାଜତକୁ ଯାଇ ସାରିଛନ୍ତି। ଅରିବନ୍ଦଙ୍କ ଗିରଫଦାରୀ ନେଇ ଗତକାଲି ଆପ୍ ନେତ୍ରୀ ଆତିଶ୍ ଏବଂ ବୁଧବାର ରାଜ୍ୟସଭା ଏମପି ରାଘବ…

Read More

ବିରୋଧୀ ନେତା, ମନ୍ତ୍ରୀଙ୍କ ଫୋନ୍ ସମ୍ପର୍କିତ ସବୁ ଖବର ରଖୁଛନ୍ତି କେନ୍ଦ୍ର ସରକାର

କଂଗ୍ରେସ ସାଂସଦ ଶଶି ଥରୁର, ପୱନ ଖେଡା ଏବଂ ଶିବସେନା ସାଂସଦ ପ୍ରିୟଙ୍କା ଚାର୍ତୁବେଦୀଙ୍କ ସମେତ ଅନେକ ବିରୋଧୀଦଳର ସାଂସଦ ଫୋନ ହ୍ୟାକ ହେଉଥିବା ଅଭିଯୋଗ ଆଣିଛନ୍ତି।ଏହି ନେତାମାନେ ଦାବି କରି କହିଛନ୍ତି କି, ‘ନିଜେ ଆପଲ କମ୍ପାନି ଏଭଳି ମ୍ୟାସେଜ ପଠାଇ ଫୋନ ହ୍ୟାକି କରିବାକୁ ଉଦ୍ୟମ କରାଯାଉଥିବା ନେଇ ସୂଚନା ଦେଇଛି।’ ଟିଏମ୍‌ସି ସାଂସଦ ମହୁଆ ମୋଇତ୍ରା ଏହି ଘଟଣାକୁ ନେଇ କହିଛନ୍ତି, ‘ଆପଲରୁ ସେ ଏକ ଆଲର୍ଟ ମେସେଜ ଏବଂ ଇମେଲ୍ ପାଇଛନ୍ତି।…

Read More

କେଜ୍ରିୱାଲଙ୍କୁ ବାନ୍ଧି ଦେବେ କି ନରେନ୍ଦ୍ର ମୋଦୀ…

 ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ସିବିଆଇ ପରେ ବର୍ତ୍ତମାନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆପ୍‌ ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସମନ କରିଛନ୍ତି  | ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଆସନ୍ତା ନଭେମ୍ବର ୨ ତାରିଖରେ ହାଜର ହେବା ପାଇଁ ତାଙ୍କୁ କୁହାଯାଇଥିଲା । ତେବେ କେଜ୍ରିୱାଲଙ୍କୁ ସମନ ପରେ ଏବେ ଆପ ମୁଣ୍ଡ ଉପରେ ଖଣ୍ଡା ବୁଲୁଛି | ପଚରାଉଚରା ବେଳେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଗିରଫ କରାଯିବାର ଆଶଙ୍କା ପ୍ରକାଶ ପାଇଛି। ଏହି ପ୍ରସଙ୍ଗରେ…

Read More

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା,ରେଲୱେ କର୍ମଚାରୀଙ୍କୁ ମିଳିବ ବୋନସ୍ …

 ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର ୧୧.୦୭ ଲକ୍ଷରୁ ଅଧିକ ରେଳ କର୍ମଚାରୀ ମାନଙ୍କ ପାଇଁ ବଡ଼ ନିଷ୍ପତି ନେଇଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ହୋଇଥିବା କ୍ୟାବିନେଟ ବୈଠକରେ ନନ-ଗାଜେଟଡ କର୍ମଚାରୀ ମାନଙ୍କୁ ୭୮ ଦିନର ପ୍ରଡକ୍ଟିଭିଟି ବୋନସ ଦେବାକୁ ଘୋଷଣା କରାଯାଇଛି । ତେବେ ଏଥିପାଇଁ ସରକାରଙ୍କୁ ୧୯୬୯ କୋଟି ଟଙ୍କା ବ୍ୟୟ କରିବାକୁ ପଡ଼ିବ।ସରକାରଙ୍କ ଏହି ନିଷ୍ପତି ଦ୍ୱାରା ୧୧ ଲକ୍ଷ ୭ ହଜାର ୩୪୦ କର୍ମଚାରୀ ଉପକୃତ ହେବେ । ସରକାରଙ୍କ ଏହି…

Read More

ଏଥର ଆମଦଳରୁ ସାଂସଦ ହୋଇ ଆସ ଭର୍ତ୍ତୃହରି ଜୀ, ଆପଣ ମନ୍ତ୍ରିମଣ୍ଡଳ କିମ୍ବା ବାଚସ୍ପତି ଆସନରେ ଅଧିକ ଶୋଭା ପାଇବେ….କାହିଁକି ଏପରି କହିଲେ ମୋଦି…

ନୂଆଦିଲ୍ଲୀ :  ‘ଭର୍ତ୍ତୃହରି ଜୀ ବକ୍ତ ହୋ ଚୁକା ହୈ। ଆପ୍ କମଲ ସେ ସଂସଦ ଆୟିୟେ। ଆପକେ ଜୈସା ଲୋକ କ୍ୟାବିନେଟ୍ ମୈ ନେହିଁ ତୋ  ସ୍ପିକର ହୋନା ଚାହିୟେ। ବିଜେଡି ଚ ଡୁବତେ ନୌୟା ହୈ।’ ଏମିତି କିଛି କଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସାଂସଦ ଭର୍ତ୍ତୃହରି ମହତାବଙ୍କୁ କହିଥିବା ଦିଲ୍ଲୀ ସାମ୍ବାଦିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ପ୍ରଧାନମନ୍ତ୍ରୀ ଏବଂ ଭର୍ତ୍ତୃହରିଙ୍କ ମଧ୍ୟରେ ପ୍ରାୟ ୩୫ରୁ୪୦ ମିନିଟ୍ ଆଲୋଚନା ହୋଇଥିବା ବିଭିନ୍ନ…

Read More

ଟ୍ରେନରେ ଯାତ୍ରା କରୁଥିବା ସମୟରେ ଜୋମାଟୋ କରିବ ଫୁଡ୍ ଡିଲିଭର …

ରେଳ ଯାତ୍ରୀଙ୍କ ପାଇଁ ଖୁସି ଖବର ଭାରତୀୟ ରେଳ ବାଇ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍ (ଆଇଆରସିଟିସି) ଅନଲାଇନ୍ ଫୁଡ୍ ଡେଲିଭରି କମ୍ପାନି ଜୋମାଟୋ ଜରିଆରେ ଟ୍ରେନ୍ ରେ ଆପଣଙ୍କ ପସନ୍ଦର ଖାଦ୍ୟ ପହଞ୍ଚାଇବ। ଏଥିପାଇଁ ଆଇଆରସିଟିସି ଜୋମାଟୋ ସହ ଚୁକ୍ତି କରିଛି। ଆଇଆରସିଟିସି ସହ ଏହି ଚୁକ୍ତି ପରେ ଜୋମାଟୋର ଷ୍ଟକ ବୁଧବାର କାରବାର ଅଧିବେଶନରେ ଏକ ବର୍ଷର ସର୍ବୋଚ୍ଚ ସ୍ତରରେ କାରବାର କରୁଛି । ଷ୍ଟକ ଏକ୍ସଚେଞ୍ଜରେ ଦାଖଲ କରାଯାଇଥିବା ଏକ ନିୟାମକ ଫାଇଲିଂରେ…

Read More

ଆରମ୍ଭ ଯେଉଁଠି, ଶେଷ ବି ସେଇଠି : ଜାତୀୟ କଂଗ୍ରେସରେ ଏନସିପିର ହୋଇପାରେ ସମ୍ମିଶ୍ରଣ

ମୁମ୍ବାଇ : ସାଧାରଣ ନିର୍ବାଚନ ପୂର୍ବରୁ ଜାତୀୟ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଏକଦା କଂଗ୍ରେସରୁ ଅଲଗା ହୋଇଥିବା ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି ପୁଣି କଂଗ୍ରେସ ସହିତ ସମ୍ମିଶ୍ରଣ ହୋଇପାରେ। ଜାରି ରହିଥିବା ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ପରେ ଏହା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଆଗାମୀ ଦିନରେ ଏନସିପିର ଚିହ୍ନ ଘଣ୍ଟାକୁ ବାତିଲ କରି ଦୁଇଟି ପକ୍ଷକୁ ଅଲଗା ଚିହ୍ନ ଦିଆଯିବାର ସମ୍ଭାବନା ରହିଛି। ଗୋଟିଏ ଗୋଷ୍ଠୀ ଅଜିତ ପାଓ୍ୱାର ଏବଂ…

Read More