ଇଣ୍ଡିଆ ମେଣ୍ଟ ଓ (ଟିଏମସି) ମହୁଆଙ୍କ ପାଇଁ ଲଢିବେ ; ମମତା
ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ରଙ୍କ ବିରୋଧରେ ’କ୍ୟାସ୍ ଫର୍ କ୍ୱେରି’ ଅଭିଯୋଗ ନେଇ ନୈତିକତା କମିଟି ରିପୋର୍ଟ ଆସିବା ପରେ ତାଙ୍କୁ ଲୋକସଭାରୁ ବହିଷ୍କାର କରାଯାଇଛି। ସଂସଦରେ ନରେନ୍ଦ୍ର ମୋଦୀ ସରକାରଙ୍କୁ ସମାଲୋଚନା କରୁଥିବା ପ୍ରଶ୍ନ ପଚାରିବା ବଦଳରେ ବ୍ୟବସାୟୀ ଦର୍ଶନ ହିରାନନ୍ଦାନୀଙ୍କ ଠାରୁ ନଗଦ ୨କୋଟି ଟଙ୍କା ଓ ବିଳାସପୂର୍ଣ୍ଣ ଉପହାର ସାମଗ୍ରୀ ସମେତ ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି।ତେବେ ଏହି ରିପୋର୍ଟରେ ଉଲେଖଯୋଗ୍ୟ ଯେ ବେଆଇନ ଲାଞ୍ଚ ଗ୍ରହଣ କରିବାର ଅଭିଯୋଗ ସ୍ପଷ୍ଟ…
