୮୩ ଟଙ୍କା ହ୍ରାସ ପାଇଲା ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଦର
ନୂଆଦିଲ୍ଲୀ : କମିଲା ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଦର। ଜୁନ୍ ମାସର ପ୍ରଥମ ଦିନରେ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଛି । ତେଲ କମ୍ପାନୀଗୁଡିକ ଜୁନ୍ ୧ ରେ ଏଲପିଜି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ହ୍ରାସ କରିଛନ୍ତି। ସରକାରୀ ତୈଳ କମ୍ପାନୀଗୁଡିକ ଦ୍ୱାରା ପ୍ରକାଶିତ ମୂଲ୍ୟ ଅନୁଯାୟୀ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୮୩ ଟଙ୍କା ହ୍ରାସ କରାଯାଇଛି। ୧୯ କିଲୋଗ୍ରାମ ଏଲପିଜି ଗ୍ୟାସ ସିଲିଣ୍ଡର ପାଇଁ ବର୍ତ୍ତମାନ ୧୭୭୩ ଟଙ୍କା ଦେବାକୁ ପଡିବ। ଏହାପୂର୍ବରୁ…
