୨୦୨୭ ସୁଦ୍ଧା ଦେଶରେ ଚାଲିବନି ଡିଜେଲ ଗାଡି

ନୂଆଦିଲ୍ଲୀ : ଆଗାମୀ ୪ ବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୨୭ ସୁଦ୍ଧା ଦେଶରେ ଚାଲୁଥିବା ସମସ୍ତ ଡିଜେଲ ଗାଡି ବନ୍ଦ ହୋଇଯିବ। ଏଗୁଡିକୁ ବନ୍ଦ କରିବାର ଆବଶ୍ୟକତା ରହିଛି। ଏହା ବଦଳରେ ଲୋକଙ୍କୁ ବିଦ୍ୟୁତ ଓ ଗ୍ୟାସ ଦ୍ୱାରା ଚାଲୁଥିବା ଗାଡି ଉପରେ ଗୁରୁତ୍ବ ଦେବା ଆବଶ୍ୟକ।ତା ରହିଛି ବୋଲି  ପେଟ୍ରୋଲିୟମ ମନ୍ତ୍ରଣାଳୟ ଦ୍ୱାରା ଗଠିତ ହୋଇଥିବା ଏକ କମିଟି କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛି। ଏହି କମିଟି ସହରର ଜନସଂଖ୍ୟା ଆଧାରରେ ଡିଜେଲ ଗାଡି ଉପରେ…

Read More

ଇସଲାମବାଦ୍ ହାଇକୋର୍ଟ ବାହାରୁ ଇମ୍ରାନ ଖାନ୍ ଗିରଫ

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନସାଫ (ପିଟିଆଇ) ଅଧ୍ୟକ୍ଷ  ଇମ୍ରାନ ଖାନ୍‌ ଗିରଫ ହୋଇଛନ୍ତି। ପାରାମିଲେଟାରି ଫୋର୍ସ ଦ୍ବାରା ଇସଲାମାବାଦ ହାଇକୋର୍ଟ ବାହାରୁ ତାଙ୍କୁ ପାକ ରେଞ୍ଜର୍ସ ଗିରଫ କରିଛନ୍ତି। ପାକିସ୍ତାନ ତେହେରିକ-ଇ-ଇନସାଫ(ପିଟିଆଇ) ଓକିଲ ଇମ୍ରାନଙ୍କ ଗିରଫ  ହେବା ନେଇ ନିଶ୍ଚିତ କରିଛନ୍ତି। ଅନ୍ୟପକ୍ଷରେ ପିଟିଆଇ ନେତା ମୁସରାଟ ଖେମା ଏକ ଭିଡିଓ ମାଧ୍ୟମରେ  କହିଛନ୍ତି ଯେ ସେମାନେ ଇମ୍ରାନ ଖାନଙ୍କୁ ମାଡ ମାରିବା ସହ ଗିରଫ କରାଯାଇଛି। ଇମ୍ରାନ ଗିରଫ ହେବା ପରେ ଏହି…

Read More

କେରଳ ଡଙ୍ଗାବୁଡି ଘଟଣାରେ ୨୧ ଜଣଙ୍କ ମୃତ୍ୟୁ, ମୃତକ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମଲପ୍ପୁରମ: କେରଳ ମଲପ୍ପୁରମରେ ଅଘଟଣ। ଡ଼ଙ୍ଗା ଓଲଟି ୨୧ଜଣଙ୍କର ମୃତ୍ୟୁ ହୋଇଛି। ମଲପ୍ପୁର ଜିଲ୍ଲା ତନୁର ନିକଟରେ ଏକ ପର୍ଯ୍ୟଟକ ଡ଼ଙ୍ଗା ଓଲଟିପଡ଼ିବାରୁ ୨୧ ପର୍ଯ୍ୟଟକଙ୍କର ମୃତ୍ୟୁ ହୋଇଛି। ଡ଼ଙ୍ଗାରେ ପ୍ରାୟ ୪୦ଜଣ ପର୍ଯ୍ୟଟକ ଥିଲେ। ରାତିସାରା ଉଦ୍ଧାର କାର୍ଯ୍ୟ ଚାଲିଥିଲା। ସକାଳୁ ମଧ୍ୟ ପାଣିରେ ଚାଲିଛି ଜୀବନ ଖୋଜା। ଆଜି କେରଳର ମୁଖ୍ୟମନ୍ତ୍ରୀ ପିନାରଇ ବିଜୟନ ଘଟଣାସ୍ଥଳ ପରିଦର୍ଶନ କରିବେ। ସେପଟେ ଆଜି କେରଳରେ ସବୁ ସରକାରୀ କାର୍ଯ୍ୟ ରଦ୍ଦ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

Read More

ଦୁର୍ଘଟଣାଗ୍ରସ୍ତ ହେଲା ଭାରତୀୟ ବାୟୁ ସେନାର ଲଢୁଆ ବିମାନ ମିଗ୍-୨୧

ନୂଆଦିଲ୍ଲୀ : ମାସକ ଭିତରେ ଦ୍ବିତୀୟ ଥର ପାଇଁ ଭାରତୀୟ ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ରାଜସ୍ଥାନର ହନୁମାନଗଡରେ ବାୟୁସେନାର ମିଗ୍ – ୨୧ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି। ବାୟୁସେନାର ଫାଇଟର ଜେଟ୍‌ ମିଗ୍‌-୨୧ ଏକ ଘର ଉପରେ ଖସି ପଡିଛି। ବିମାନ ଖସିବା ଯୋଗୁ ଜଣେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। କିନ୍ତୁ ଏହି ଦୁର୍ଘଟଣାରେ ବିମାନର ପାଇଲଟ ସୁରକ୍ଷିତ ଥିବା ଜଣାପଡିଛି। ୪ ଦିନ ପୂର୍ବରୁ…

Read More

ଆତଙ୍କବାଦୀ ଗୁଳିରେ ପୁଣି ୫ ଯବାନ ସହିଦ

ନୂଆଦିଲ୍ଲୀ : ଦେଶରେ ଜାରିରହିଛି ଆତଙ୍କବାଦ ହମଲା । କିଛିଦିନ ତଳେ ପୁଂଜିରେ ଆତଙ୍କବାଦୀ ବିସ୍ପୋରଣରେ ପାଞ୍ଚ ଜଣ  ଯବାନଙ୍କୁ ସହିଦ୍ ହୋଇଥିଲେ  ।  ଗତକାଲି ସକାଳେ ପୁଣି ଜମ୍ମୁ-କଶ୍ମୀରର ରଜୌରୀରେ ସେନା ପକ୍ଷରୁ କରାଯାଇଥିବା ସର୍ଚ୍ଚ ଅପରେସନ ବେଳେ ଗୁଳି ମାଡ଼ ସହ ବିସ୍ଫୋରଣ କରିଛନ୍ତି ଆତଙ୍କବାଦୀ। ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ଗୁଲିବିନିମୟରେ ୫ ଜଣ ଯବାନ ସହିଦ ହୋଇଛନ୍ତି। ଆଉ ଜଣେ ଯବାନ ଏବେ ଦାକ୍ତରଖାନାରେ  ଚିକିତ୍ସିତ ହେଉଛନ୍ତି…

Read More

ମଣିପୁର ହିଂସାକାଣ୍ଡ : ଦଙ୍ଗାକରୀଙ୍କୁ ଗୁଳି ଆଦେଶ

ଇମ୍ଫାଲ: ମଣିପୁର ହିଂସାକାଣ୍ଡ ମଧ୍ୟରେ ସରକାର ଦଙ୍ଗାକାରୀଙ୍କୁ ଦେଖିବା କ୍ଷଣି ଗୁଳି ମାରିବାକୁ ଆଦେଶ ଦେଇଛନ୍ତି। ମଣିପୁର ରାଜ୍ୟପାଳ ଗୁରୁବାର ରାଜ୍ୟ ଗୃହ ବିଭାଗକୁ ଏହି ଗୁଳି ଆଦେଶକୁ ଅନୁମୋଦନ କରିଛନ୍ତି। ସରକାରଙ୍କ ତରଫରୁ ଜାରି ହୋଇଥିବା ଆଦେଶରେ କୁହାଯାଇଛି ଯେ, ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ନିର୍ଦ୍ଦେଶ ଜାରି କରାଯାଇଛି। ୮ଟି ଜିଲ୍ଲାରେ କର୍ଫ୍ୟୁ ଜାରି କରାଯାଇଥିବାବେଳେ ଇମ୍ଫାଲ, ଚୁରାଚାନ୍ଦପୁର ଓ କାଙ୍ଗପୋକପିରେ ସ୍ଥିତି ଅତି ଉତ୍ତେଜନାପ୍ରବଣ ରହିଛି । ସାରା ରାଜ୍ୟରେ…

Read More

ଜମ୍ମୁ ଓ କଶ୍ମୀରର କିସ୍ତୱାଡ଼ରେ ସେନା ହେଲିକପ୍ଟର୍‌ ଦୁର୍ଘଟଣାଗ୍ରସ୍ତ

ଶ୍ରୀନଗର: ଜମ୍ମୁ-କଶ୍ମୀରର କିସ୍ତୱର ଜିସ୍ଲାର ଦୂରବର୍ତ୍ତୀ ମଣ୍ଡୱାର ମାଖନା ଜଙ୍ଗଲରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଯେଉଁଥିରେ ଦୁଇ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରଟି ହେଉଛି ସେନାର ଏଏଲଏଚ ଧ୍ରୁବ ହେଲିକପ୍ଟର। ସେନା ଅଧିକାରୀଙ୍କ ଅନୁଯାୟୀ ଏହି ଦୁର୍ଘଟଣାରେ ପାଇଲଟ ଆହତ ହୋଇଛନ୍ତି। କିନ୍ତୁ ସେ ସୁରକ୍ଷିତ ଅଛନ୍ତି।    କିସ୍ତୱାଡ଼ ଜିଲ୍ଲାର ମାର୍‌ୱା-ଦାଛନ ମଧ୍ୟରେ ପ୍ରବାହିତ ମରୁସୁଦର୍‌ ନଦୀରେ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର୍‌ର ଭଗ୍ନାଂଶ ପଡ଼ିଥିବା ଦେଖାଯାଉଛି। ଦୁର୍ଘଟଣା ସ୍ଥାନରେ ଉଦ୍ଧାର କାର୍ଯ୍ୟ ଚାଲିଛି। ସୂଚନାନୁସାରେ…

Read More

ରାହୁଲଙ୍କୁ ନିରାଶ କଲେ ଗୁଜୁରାଟ ହାଇକୋର୍ଟ

ଅହମ୍ମଦାବାଦ: ମାନହାନୀ କେସ୍‌ରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲଦଣ୍ଡ ପାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଆଉ ଏକ ଝଟକା। ସେ ଦଣ୍ଡାଦେଶ ଉପରେ ଅନ୍ତରୀଣ ରୋକ ଲଗାଇବାକୁ ଦାବି କରି ଗୁଜରାଟ ହାଇକୋର୍ଟରେ ଆବେଦନ କରିଥିଲେ। କିନ୍ତୁ ହାଇକୋର୍ଟ ଦଣ୍ଡାଦେଶ ଉପରେ କୌଣସି ପ୍ରକାରର ରୋକ ଲଗାଇ ନାହାନ୍ତି। କୋର୍ଟ ଗ୍ ଜୁନ ୪ ପରେ ତାଙ୍କ ଆବେଦନ ଉପରେ ରାୟ ଦେବେ ବୋଲି ଆଜି କହିଛନ୍ତି। ମୋଦି ସାଙ୍ଗିଆ ବୟାନ ପାଇଁ…

Read More

ବିଜେପିଠୁ ବିପଦ ଜାଣି ଆଗୁଆ ସତର୍କ ହୋଇଗଲେ ବୋଧେ ଶରଦ ଚତୁର ପାୱାର

ମୁମ୍ବାଇ : ମଙ୍ଗଳବାର ଏକ ସମ୍ପୂର୍ଣ ଅଣ ରାଜନୈତିକ କାର୍ଯ୍ୟକ୍ରମରେ ଏନସିପି ମୁଖ୍ୟ ଶରଦ ପାୱାର ସଭାପତି ଛାଡ଼ିବା ନେଇ ଘୋଷଣା କରିଥିଲେ l ହେଲେ ଏପରି ନିଷ୍ପତ୍ତି ଅପ୍ରତ୍ୟାଶିତ ଥିବାରୁ ତାଙ୍କ ସମର୍ଥକ ଓ ବରିଷ୍ଠ ନେତାମାନେ ସହଜରେ ଏହାକୁ ଗ୍ରହଣ କରିପାରୁ ନାହାନ୍ତି। ଇସ୍ତଫା ସମ୍ପର୍କରେ ଘୋଷଣା କରିବା ମାତ୍ରେ ପାୱାରଙ୍କ ସମର୍ଥକମାନେ ତାଙ୍କୁ ଘେରି ଯାଇଥିଲେ। ସେମାନେ ତାଙ୍କ ଆଗରେ କାନ୍ଦିବା ସହ ହାତ ଯୋଡ଼ି ନିଷ୍ପତ୍ତି ବଦଳାଇବାକୁ ଅନୁରୋଧ କରିଥିଲେ। ମାତ୍ର…

Read More

ପଞ୍ଜାବର ଲୁଧିଆନାରେ ବିଷାକ୍ତ ଗ୍ୟାସ୍ ଲିକ୍ ୯ ମୃତ ୧୧ ଆହାତ

ଲୁଧିଆନା ; ଆଜି ସକାଳେ ପଞ୍ଜାବର ଲୁଧିଆନାରେ ଘଟିଛି ଏକ ବଡ ଅଘଟଣ । ଗ୍ୟାସପୁରାରେ ଗ୍ୟାସ ଲିକ୍ ଯୋଗୁଁ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଗୁରୁତର ହୋଇଛନ୍ତି । ଚେତାଶୂନ୍ୟ ହୋଇଥିବା ୧୦ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଆମ୍ବୁଲାନ୍ସ ଓ ଅଗ୍ନିଶମବାହିନୀ ପହଞ୍ଚି ପୂରା ଅଞ୍ଚଳକୁ ସିଲ୍ କରିବା ସହ ରେସ୍କ୍ୟୁ ଅପରେସନ ଜାରି ରଖିଛନ୍ତି । ତେବେ ଏପର୍ଯ୍ୟନ୍ତ ଗ୍ୟାସ୍ ଲିକର କାରଣ ଜଣାପଡ଼ିନାହିଁ । ସୂଚନା ମୁତାବକ,…

Read More