ଏଣିକି ଓଡିଆରେ ଦେଇ ହେବ ସିଏପିଏଫ ପରୀକ୍ଷା
ଏଣିକି କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ) ପାଇଁ ଓଡ଼ିଆ, ହିନ୍ଦୀ ଓ ଇଂରାଜୀ ବ୍ୟତୀତ ୧୩ଟି ଆଞ୍ଚଳିକ ଭାଷାରେ କନେଷ୍ଟବଳ (ଜେନେରାଲ ଡ୍ୟୁଟୀ) ପରୀକ୍ଷା ଆୟୋଜନ କରାଯିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏହି ଐତିହାସିକ ନିଷ୍ପତ୍ତି ନେଇଛି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ। ଏ ସଂକ୍ରାନ୍ତ ପ୍ରସ୍ତାବକୁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ମଞ୍ଜୁରି ମିଳିଛି। କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ନିର୍ଦ୍ଦେଶକ୍ରମେ ସିଏପିଏଫରେ ସ୍ଥାନୀୟ ଯୁବକମାନଙ୍କର ଭାଗିଦାରୀ ବଢ଼ାଇବା…
