
୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଅଲ୍ଲୁ ଅର୍ଜୁନ
ହାଇଦ୍ରାବାଦ : ଜେଲ୍ ଗଲେ ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ। ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଲେ କୋର୍ଟ।ପୁଷ୍ପା-୨ର ସ୍କ୍ରନିଙ୍ଗ ସମୟରେ ହାଇଦ୍ରାବାଦ ସନ୍ଧ୍ୟା ଥିଏଟର ନିକଟରେ ଘଟିଥିବା ଦଳାଚକଟାରେ ୩୫ ମହିଳାଙ୍କ ମୃତ୍ୟୁକୁ ନେଇ ଆଜି ହାଇଦ୍ରାବାଦ ପୁଲିସ ଦ୍ବାରା ଗିରଫ ହୋଇଛନ୍ତି ଅଲ୍ଲୁ ଅର୍ଜୁନ। ଏହାପରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପରେ ନାମପଲ୍ଲୀ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ଘଟଣାର ଶୁଣାଣି କରି ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ…