‘ ସୁଭଦ୍ରା ‘ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି, ମହିଳାଙ୍କ ଖାତାକୁ ଗଲା ପ୍ରଥମ କିସ୍ତି ଟଙ୍କା
ଭୁବନେଶ୍ଵର; ଜନତା ମୈଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି କ୍ରମରେ ଆଜି ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ଜଣ ମହିଳାଙ୍କୁ ମିଳିଛି ସୁଭଦ୍ରାର ପ୍ରଥମ କିସ୍ତିରେ ୫୦୦୦ ଟଙ୍କା । ମୋଟ ୧୨୫୦ କୋଟି ଟଙ୍କା ଆକଉଣ୍ଟକୁ ପଠାଇଛନ୍ତି ମୋଦି ସରକାର । ସେହପରି ଗାଡକଣରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଶୁଭ ଉଦଘାଟନ ମଧ୍ୟ କରିଛନ୍ତି । ଏହି ଯୋଜନା ଅନ୍ତର୍ଗତରେ ୨୬ ଲକ୍ଷ ହିତାଧିକାରୀଙ୍କୁ ମିଳିଛି ଘରର ଚାବି…
