ଅଗଷ୍ଟରେ ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର
ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର ହେବ ନବକଳେବର । କାରଣ ଅଗଷ୍ଟ ମାସରେ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଏନେଇ ଆଇନ ବିଭାଗ ପକ୍ଷରୁ କୁହାଯାଇଛି। ନୂଆ ପରିଚାଳନାରେ ସ୍ୱଚ୍ଛତା ଓ ନିରପେକ୍ଷତାକୁ ଗୁରୁତ୍ୱ ଦିଆଯିବ। ମହାପ୍ରଭୁଙ୍କ ସେବା ସହ ଅଧିକ ସଂଶ୍ଳିଷ୍ଟ ଥିବା ତଥା ଉତ୍ତମ ବ୍ୟବହାରସମ୍ପନ୍ନ ସେବାୟତଙ୍କୁ ପରିଚାଳନା କମିଟି ଚୟନରେ ଗୁରୁତ୍ୱ ଦିଆଯିବ। ଆବଶ୍ୟକ ପଡିଲେ ଲଟେରୀର ସାହାଯ୍ୟ ନେବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।ପୂର୍ବରୁ ଶ୍ରୀମନ୍ଦିର ପରିଚାଳନା କମିଟି…
