ହେମନ୍ତ ହେବେ କି ରାଜସାକ୍ଷୀ….ଦାୟିତ୍ୱ ବଢିଲା ସିନା କମିଲାନି…

ଭୁବନେଶ୍ୱର: ମୋହନ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବାର ପ୍ରାୟ ଏକ ମାସ ପରେ ଆଇଏଏସ୍ ସ୍ତରରେ ଏକ ଅଦଳବଦଳ କରିଥିଲେ। ନୂତନ ମୁଖ୍ୟ ଶାସନ ସଚିବ ନିଯୁକ୍ତ ପରେ ଏହି ଅଦଳବଦଳ ମଧ୍ୟମ ଧରଣର ଥିଲା। ବହୁ ଚର୍ଚ୍ଚିତ ଅଫିସର ଜି.ମାଥିଭାଥନନ୍ ଏବଂ ଭିନିଲ୍ କ୍ରିଷ୍ଣାଙ୍କୁ ଯଥାକ୍ରମେ ଦୁଇ ପ୍ରମୁଖ ବିଭାଗରୁ ଅପସାରଣ କରାଯାଇଥିଲା। ହେଲେ ବିଜେଡି ସରକାରରେ ଥିବା ଜଣେ ଆଇଏଏସଙ୍କୁ ବିଜେପି ଟାର୍ଗେଟ କରୁଥିଲା। ଏପରିକି କୋଭିଡ ସମୟରେ ହୋଇଥିବା ଜିନିଷ ପତ୍ର…

Read More

ନବୀନଙ୍କ ଅଧ୍ୟକ୍ଷତାରେ ୨୦ରେ ବସିବ ବିଜେଡ଼ି ବିଧାୟକ ଦଳ ବୈଠକ…

ଶଙ୍ଖ ଭବନରେ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୦ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ। । ଆଗକୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏଥିରେ ଦଳର ଭୂମିକା କଣ ରହିବ ସେ ନେଇ ବୈଠକରେ ରଣନୀତି ପ୍ରସ୍ତୁତ କରାଯିବ ବୋଲି ସୂଚନା ମିଳିଛି। ଦରଦାମ ବୃଦ୍ଧି, ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅର ଆକ୍ରମଣ ଘଟଣା ସାଙ୍ଗକୁ ଅନେକ ପ୍ରସଙ୍ଗ ରହିଛି। ସେସବୁକୁ ନେଇ ବିଜେଡି ଶାସକ ଦଳକୁ ବିଧାନସଭାରେ ଘେରିପାରେ। ବୈଠକରେ…

Read More

ଆସୁଛି ବଡ ବର୍ଷା, ଆଗାମୀ ସପ୍ତାହରେ ଦୁଇଟି ଲଘୁଚାପ…

ସୋମବାର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି ଓ ଦକ୍ଷିଣ ପଶ୍ଚିମ ଦିଗକୁ ଢଳି ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଅନ୍ୟପଟେ ୧୮ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏହା ପ୍ରଭାବରେ ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଦ୍ୱାରା ରାଜ୍ୟରେ ୨୧ ତାରିଖ…

Read More

୧୮ ତାରିଖରେ ଖୋଲିବ ଭିତର ରତ୍ନଭଣ୍ଡାର …

ରତ୍ନଭଣ୍ଡାର ଖୋଲାଯିବା ନେଇ ଆଜି ପୁଣି ତଦାରଖ କମିଟିର ଜରୁରୀ ବୈଠକ ବସିଛି । ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ପରେ ଗଣମାଧ୍ୟମକୁ ଜଷ୍ଟିସ୍‍ ରଥ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇ କହିଛନ୍ତି । ଆସନ୍ତା ଗୁରୁବାର ୧୮ ତାରିଖ ସକାଳ ୯ଟା ୫୧ ମିନିଟରୁ ୧୨ଟା ୧୫ ପର୍ଯ୍ୟନ୍ତ ଶୁଭ ମୂହୁର୍ତ୍ତରେ ଭିତର ଭଣ୍ଡାର ତାଲା ଖୋଲାଯିବ । ଚାବି ଖୋଲାଯିବା ପରେ ଭିତର ରତ୍ନଭଣ୍ଡାରରେ ଥିବା ରତ୍ନକୁ…

Read More

ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ବଡ଼ଦାଣ୍ଡରେ ଗଡିଲା ତିନି ରଥ …

ପୁରୀ : ଆଜି ତିନି ଠାକୁରଙ୍କ ବାହୁଡା ଯାତ୍ରା। ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ଵାହୁଡ଼ିବେ ଜଗନ୍ନାଥ, ବଳଭଦ୍ର ଓ ଭଉଣୀ ସୁଭଦ୍ରା । ଆରମ୍ଭ ହେଲା ରଥ ଟଣା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାବାହୁ । ଶରଧାବାଲିରୁ ବାହାରିଛି ୩ ରଥ। ଗଜପତି ମହାରାଜ ଛେରାପହଁରା କରିବା ପରେ ପ୍ରଥମେ ଗଡ଼ିଲା ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ। ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷରେ ବିଜେ କରି ଆସୁଛନ୍ତି କାଳିଆ ଠାକୁର…

Read More

ପରିବା ଦର ନିୟନ୍ତ୍ରଣ କରିବାକୁ ସବୁ ଜିଲ୍ଲାରେ ଖୋଲାଯିବ ପରିବା ମଣ୍ଡି

ଭୁବନେଶ୍ୱର : ଦରଦାମ୍‌ ନିୟନ୍ତ୍ରଣ ପାଇଁ କରାଯିବ ମଣ୍ଡି ବ୍ୟବସ୍ଥା। ଜିଲାରେ ଖୋଲିବ ପରିବା ମଣ୍ଡି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର  ଏପରି କହିଛନ୍ତି । କଟକ, ଭୁବନେଶ୍ୱର ସମେତ ସବୁ ଜିଲାରେ ଶୀଘ୍ର ଖୋଲିବ ପରିବା ମଣ୍ଡି । କୃଷକ ମଣ୍ଡିକୁ ଉତ୍ପାଦିତ ସାମଗ୍ରୀ ଆଣିବେ, ସେଇଠୁ ବିକ୍ରି ହେବ । ମଣ୍ଡି ହେଲେ ମିଡିଲ୍‌ ମ୍ୟାନଙ୍କ ପ୍ରାଦୁର୍ଭାବ କମିବ,ଦର ନିୟନ୍ତ୍ରଣରେ ରହିବ ବୋଲି ମନ୍ତ୍ରୀ କହିଛନ୍ତି। ଏନେଇ…

Read More

ଓଡ଼ିଆ ଅସ୍ମିତାକୁ ଝାଡ଼ଖଣ୍ଡ ମାଡ଼: ରଘୁବରଙ୍କ ପୁତ୍ର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର: ଓଡ଼ିଶା ରାଜଭବନରେ କାର୍ଯ୍ୟରତ ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଓ ସହଯୋଗୀ ମାନେ ମିଶି ମାଡ଼ ମାରିବା ଅଭିଯୋଗ ଘଟଣାରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି ସଂପୃକ୍ତ ଏଏସ୍‌ଓଙ୍କ ପତ୍ନୀ ଓ ଏଏସଓ ସଂଘ ପ୍ରତିନିଧି ମଣ୍ଡଳୀ । ରାଜ୍ୟପାଳ ଶ୍ରୀ ଦାସଙ୍କୁ ଭେଟିବା ପରେ ସଂପୃକ୍ତ ଏଏସ୍‌ଓଙ୍କ ପତ୍ନୀଙ୍କ ପ୍ରତିକ୍ରିୟା । ସେ କହିଛନ୍ତି ଯେ,ରାଜ୍ୟପାଳ ଆମକୁ ଡାକିଥିଲେ। ତାଙ୍କୁ ଭେଟି ସମସ୍ତ ଘଟଣା ବିଷୟରେ ବିସ୍ତୃତ ଭାବେ ଜଣାଇଲୁ । ରାଜ୍ୟପାଳ…

Read More

ଖଣି ବିଭାଗର ଏହି ଡକାୟତ ବାବୁମାନଙ୍କୁ କେବେ ସାବାଡ୍ କରିବ ବିଭୂତି ବାବୁ..

ଭୁବନେଶ୍ୱର: ଓଡ଼ିଶାରେ ରାଜନୀତିରେ ଖଣି ଟଙ୍କା କିପରି ପ୍ରଭାବ ବିସ୍ତାର କରିଛି, ସେ ନେଇ ଆଲୋଚନାର ଅବକାଶ ନାହିଁ। ଏହି ଖଣି ଟଙ୍କା ହିଁ ସରକାରୀ ନିଯୁକ୍ତି ଓ ରାଜ୍ୟର ମଦ ବିକ୍ରି ବୃଦ୍ଧିର ମୂଳ ଭିତ୍ତି ଥିଲା। ସରକାର ବଦଳିଛି। ମୁଖ୍ୟମନ୍ତ୍ରୀ ବଦଳିଛନ୍ତି। ଇସ୍ପାତ ଓ ଖଣି ବିଭାଗ ମନ୍ତ୍ରୀ ମଧ୍ୟ ବଦଳିଛନ୍ତି। ହେଲେ ଖଣି ବିଭାଗକୁ ପ୍ରତିଦିନ ଚଳାଇଥିବା ବାବୁ ମଣ୍ଡଳୀ ଏବେ ବି ବଦଳି ନାହାନ୍ତି। ସରକା ବଦଳିବା ପରେ କେନ୍ଦୁଝର ସଭାରେ…

Read More

ଓଡ଼ିଆ ଅସ୍ମିତାକୁ ଝାଡ଼ଖଣ୍ଡୀ ମାଡ଼….କି କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ମୋହନ…ତାହା ଉପରେ ରହିବ ନଜର …..

ଭୁବନେଶ୍ୱର/ପୁରୀ : ରାଜ୍ୟପାଳ ପଦରୁ ବିଦା ହୋଇ ପାରନ୍ତି ରଘୁବର ଦାସ। ନିଜ ପୁଅଙ୍କ କଳାକରାନାମା ରଘୁବରଙ୍କ ଆଗାମୀ ଦିନର ରାଜନୈତିକ ଆକାଂକ୍ଷା ଉପରେ ରୋକ୍ ଲଗାଇପାରେ। ରଘୁବରଙ୍କ ପୁଅଙ୍କ ନାମରେ ଆସିଥିବା ଅଭିଯୋଗ ଯଦି ସତ ହୋଇଥାଏ, ତେବେ ଏହା ଅତ୍ୟନ୍ତ ସମ୍ବେଦନଶୀଳ ପ୍ରସଙ୍ଗ।  ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୁଦ୍ଧରେ ଆସିଛି  ଏକ ସଙ୍ଗୀନ ଅଭିଯୋଗ । ନିଜର ୫ଜଣ ସହଯୋଗୀଙ୍କ ସହ ମିଶି ବିଳମ୍ବିତ ରାତ୍ରିରେ ଓଡ଼ିଶା ସଚିବାଳୟ ସେବାର ଜଣେ…

Read More

୧୪ ତାରିଖରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର…

ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ ହୋଇଛି। ଏହି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନନ୍ଦନ। ପୂର୍ବରୁ ରତ୍ନଭଣ୍ଡାର ୧୪ ତାରିଖରେ ଖୋଲିବା ନେଇ ଯାଞ୍ଚ କମିଟି ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା ସୂଚନାଯୋଗ୍ୟ, ପୂର୍ବରୁ ଜୁଲାଇ ୮ ତାରିଖରେ ରତ୍ନଭଣ୍ଡାର ଖୋଲାଯିବା ନେଇ କୁହାଯାଇଥିଲା। ମାତ୍ର ଏହା ପୂର୍ବରୁ ୭ ତାରିଖରେ ରଥଯାତ୍ରା ଥିବାରୁ ଏ ନେଇ କିଛି ସ୍ପଷ୍ଟ ହୋଇ ନଥିଲା। ଗତ ବୁଧବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିଥିବାବେଳେ…

Read More