ଆଜି ହେରା ପଞ୍ଚମୀ, ରଥ ଭାଙ୍ଗିବେ ଲକ୍ଷ୍ମୀ ଠାକୁରାଣୀ…

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ହେରା ପଞ୍ଚମୀ ନୀତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି। ନବ ଦିନାତ୍ମକ ଘୋଷଯାତ୍ରାରେ ସାଙ୍ଗରେ ଆଣିନଥିବାରୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର। କାଳିଆ ଠାକୁରଙ୍କୁ ଫେରାଇ ଆଣିବାକୁ ଅଭିମାନିନୀ ମାଆ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ। ହେଲେ ନଅ ଦିନର ଯାତ୍ରା ନସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି କହିଥାନ୍ତି। ଏଥିରେ ରାଜି ଯାଇ ଫେରିବା ବେଳେ ମହାପ୍ରଭୁଙ୍କ ରଥ ଭାଙ୍ଗି ଦେଇଯାନ୍ତି…

Read More

କ୍ୟାବିନେଟ୍ ବୈଠକରେ ଏହି ସବୁ ନିଷ୍ପତି ଉପରେ ବାଜିଲା ମୋହର ଜାଣନ୍ତୁ…

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ କ୍ୟାବିନେଟର ଦ୍ୱିତୀୟ ବୈଠକରେ ଅଧ୍ୟକ୍ଷତା କରି ଏଥିରେ ଗ୍ରହଣ କରାଯାଇଥିବା ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିଷୟରେ ଘୋଷଣା କରିଛନ୍ତି। ଆଜିର ବୈଠକରେ କୃଷି ଓ କୃଷକର ସର୍ବାଙ୍ଗୀନ ଉନ୍ନତି, ଶ୍ରମିକଙ୍କ ଜୀବନ ଜୀବିକାର ଉନ୍ନତି, ଓଡ଼ିଆ ଅସ୍ମିତା ର ସୁରକ୍ଷା ଓ ପ୍ରସାର, ଏବଂ ମୌଳିକ ଶିକ୍ଷାର ଗୁଣାତ୍ମକ ମାନର ବିକାଶ ପାଇଁ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସର୍ବନିମ୍ନ ମଜୁରୀ ହାରରେ ବୃଦ୍ଧି।…

Read More

ପୁରୀରେ ସିରିଜ ଦୁର୍ଘଟଣା ଘଟାଇଲା ଦ୍ରୁତଗାମୀ କାର୍…

ପୁରୀ ବଡଦାଣ୍ଡରେ ତିନି ଜଣ ସଫେଇ କର୍ମଚାରୀଙ୍କୁ ଧକ୍କା ଦେଲା ଦ୍ରୁତଗାମୀ କାର। ଏକ କଳା ରଙ୍ଗର କାର ଦ୍ରୁତ ବେଗରେ ଆସି ଧକ୍କା ଦେଇଥିବା ସୂଚନା ମିଳିଛି। ତେବେ ଦୁର୍ଘଟଣାରେ ୬ ଜଣ ଆହତ ହେଇଛନ୍ତି। ଏଥିରେ ୩ ଜଣ ବାଇକ ଆରୋହି ଥିବା ବେଳେ ଅନ୍ୟ ୩ ଜଣ ସଫେଇ କର୍ମଚାରୀ ରହିଛନ୍ତି। ତେବେ ୩ ଜଣ ସଫେଇ କର୍ମଚାରୀଙ୍କ ଅବସ୍ଥା ଗୁରୁତର ଥିବାରୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସଫେଇ…

Read More

ପହଣ୍ଡି ବେଳେ ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଆଇନମନ୍ତ୍ରୀ ..

ଭୁବନେଶ୍ବର: ପହଣ୍ଡି ବେଳେ ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କଲେ ଆଇନମନ୍ତ୍ରୀ ପୃଥିରାଜ ହରିଚନ୍ଦନ। ସେ କହିଛନ୍ତି ଏହା ଏକ ସାମାନ୍ୟ ଦୁର୍ଘଟଣା ଥିଲା , ଏହା ଲୀଳାମୟଙ୍କ ଲୀଳା । ଆହାତ ସେବାୟତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇ ଦିଆଯାଇଛି । ପହଣ୍ଡି ସମୟରେ ରଥ ଉପରେ ଅଣ ସେବାୟତ ରହିଥିବା କଥାକୁ ସେ ଖଣ୍ଡନ କରିଛନ୍ତି । ସେହିପରି ଏହି ପ୍ରସଙ୍ଗରେ ମଧ୍ୟ  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା ମିଳିଛି। ସେ କହିଛନ୍ତି, ଏହା…

Read More

ଅର୍ଥପୂର୍ଣ୍ଣ ଶିକ୍ଷା – ଜ୍ଞାନ ହିଁ ମାନବିକତାର ଉନ୍ନତି କରିଥାଏ – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଜଟଣୀ : ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇଛନ୍ତି । ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ, ନାଇଜରର ଯାତ୍ରା ଅଳ୍ପ କିଛି ବର୍ଷ ତଳୁ ଆରମ୍ଭ ହୋଇଛି, କିନ୍ତୁ କମ୍ ସମୟ ମଧ୍ୟରେ ଏହା ଶିକ୍ଷା ଜଗତରେ ନିଜ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ସୃଷ୍ଟି କରିଛି । ବିଜ୍ଞାନର ଯଥାର୍ଥତା ଓ ପରମ୍ପରାର ମୂଲ୍ୟବୋଧକୁ ସମନ୍ୱିତ କରି ଏହି ଅନୁଷ୍ଠାନ…

Read More

ରାଜ୍ୟରେ ମୁଣ୍ଡ ଟେକିଲାଣି ଡେଙ୍ଗୁ, ସଂକ୍ରମଣକୁ ନଜରରେ ରଖି ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ ଜାରି…

ଭୁବନେଶ୍ୱର: ରାଜ୍ୟରେ ମୁଣ୍ଡ ଟେକିଲାଣି ଡେଙ୍ଗୁ ସଂକ୍ରମଣ। ଅନ୍ୟ ଜିଲ୍ଲା ତୁଳନାରେ ଖୋର୍ଦ୍ଧାରେ ବଢ଼ିଲାଣି ଆକ୍ରାନ୍ତଙ୍କ ସଂଖ୍ୟା । ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତତ୍ପରତା ଦେଖାଇଲାଣି । ବିଗତ ୫ବର୍ଷ ଭିତରେ ଯେଉଁ ଅଞ୍ଚଳ ଡେଙ୍ଗୁ ହଟସ୍ପଟ୍ ରହିଥିଲା, ତାହାକୁ କୀଟତତ୍ତ୍ବବିତଙ୍କ ଦ୍ବାରା ଅନୁଶୀଳନ କରି ମ୍ୟାପିଂ କରିବା ଓ ସର୍ବେକ୍ଷଣ ଆରମ୍ଭ କରିବା ଲାଗି ନିର୍ଦ୍ଦେଶ ଦିଇଛି ସ୍ବାସ୍ଥ୍ୟ ବିଭାଗ। ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲଟି କମିସନରଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ…

Read More

ଅଟକି ରହିଥିବା ତାଳଧ୍ବଜ ପୁଣି ଗଡ଼ିଲା

ପୁରୀ: ଆଜି ପୁଣି ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ଭକ୍ତମାନେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥକୁ ଟାଣୁଛନ୍ତି। ଏହାପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣାଯିବ। ସୂଚନାଯୋଗ୍ୟ, ଗତକାଲି ଦୁଇ ଘଣ୍ଟା ଆଗରୁ ପହଣ୍ଡି ଓ ଅନ୍ୟାନ୍ୟ ନୀତି ବି ଶେଷ ହୋଇ ସାରିଥିଲା। ଏଣୁ ଚତୁର୍ଦ୍ଧା ବିଗ୍ରହ ରଥାରୂଢ଼ ହେବା ପରେ ସଅଳ ରଥଟଣା ହେବ ବୋଲି ଆଶା କରାଯାଉଥିଲା। କିନ୍ତୁ ସଅଳ ନୀତିକାନ୍ତି ହୋଇଥିଲେ ବି…

Read More

ଯୋଜନା ବୋର୍ଡ ଉପାଧ୍ୟକ୍ଷ ପଦ ହାତେଇବେ କିଏ …….ମନମୋହନ ମାନିବେ ତ……

ଭୁବନେଶ୍ୱର :  ବିଜେପି ନେତା ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ନୂଆ ସରକାର ଗଠନ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧିନରେ ଥିବା ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଯୋଜନା ବୋର୍ଡର ପୁର୍ନଗଠନ ନେଇ କାର୍ଯ୍ୟ ଖସଡ଼ା ପ୍ରସ୍ତୁତି ହେବାରେ ଲାଗିଛି।  ଏଥିରେ ସ୍ଥାନ ପାଇବାପାଇଁ ରାଜନେତାଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକେ ଲବି ମଧ୍ୟ ଆରମ୍ଭ କରିସାରିଛନ୍ତି। ଯୋଜନା ବୋର୍ଡର ଉପାଧ୍ୟକ୍ଷ ପଦ ପାଇଁ କେତେକ ହେଭି୍ୱେଟଙ୍କ ନାଁ ଚର୍ଚ୍ଚା ହେଉଛି, ସେହିପରି…

Read More

୪ ଦିନିଆ ଓଡ଼ିଶା ଗସ୍ତରେ ଆଜି ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଆଜି ସନ୍ଧ୍ୟା ୬ଟା ସମୟରେ ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱତନ୍ତ୍ର ବିମାନରେ ପହଞ୍ଚିବେ। ଏହାପରେ ସେ ଜୟଦେବଭବନରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ।  ଜୁଲାଇ ୭ ତାରିଖରେ ସେ ମହାପ୍ରଭୁ ଜଗନ୍ନାଥଙ୍କ ଗୁଣ୍ଡିଚା ଯାତ୍ରାରେ ଯୋଗ ଦେବେର କାର୍ଯ୍ୟସୂଚୀ ରହିଛି। ପରେ ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ ସହ ବିଭୂତି…

Read More

କିଏ ହେବେ ମୋହନଙ୍କ ପାଣ୍ଡିଆନ୍ , ଯୁବ ଆଇଏଏସ୍ ସ୍ତରରେ ଉତ୍ସୁକତା …

ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କିଏ ବ୍ୟକ୍ତିଗତ ସଚିବ ହେବେ ସେନେଇ ଅଫିସର ଖୋଜା ଆରମ୍ଭ ହୋଇଗଲାଣି।  ଆଜି  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାମ ଆରମ୍ଭ କରିଛନ୍ତି। ମୁଖ୍ୟ ଶାସନ ସଚିବ, ସିଏମଓ ପାଇଁ ଅତିରିକ୍ତ ମୁଖ୍ୟ ଶାସନ ନିଯୁକ୍ତି ପରେ ଏକାଧିକ ଓଏଏସ୍ ଅଫିସର ମଧ୍ୟ ନିଯୁକ୍ତ ହୋଇ ସାରିଲେଣି।  ମାତ୍ର ଏବେ ବ୍ୟକ୍ତିଗତ ସଚିବଙ୍କୁ ନେଇ ଟର୍ଚ୍ଚା ଆରମ୍ଭ ହୋଇଛି। ଏହା ମୁଖ୍ୟମନ୍ତ୍ରୀଙ୍କ ନିଜସ୍ୱ ପସନ୍ଦ…

Read More