ଦାୟିତ୍ଵ ନେବା ପରେ ଆହୁଜାଙ୍କ ପ୍ରଥମ ବୈଠକ…
ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକରେ ଯୋଗଦାନ କରିଥିଲେ । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ୱାଗତ ଅଭିଭାଷଣ ପ୍ରଦାନ କରି ନୂତନ ମୁଖ୍ୟ ଶାସନ ସଚିବଙ୍କ ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ସଂପର୍କରେ ଆଲୋକପାତ କରିଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କହିଥିଲେ ଯେ, ଓଡ଼ିଶାରେ ପ୍ରଶାସନିକ ବ୍ୟବସ୍ଥାର…
