ସ୍ବତନ୍ତ୍ର ବିଧାନସଭା ଅଧିବେଶନ;ଆଜି ୪୫ ଜଣ ବିଧାୟକ ନେବେ ଶପଥ…

ଭୁବନେଶ୍ବର :୩ ଦିନିଆ ସ୍ବତନ୍ତ୍ର ବିଧାନସଭା ଅଧିବେଶନ ଗତକାଲି (ମଙ୍ଗଳବାର)ଠାରୁ ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଥମ ଦିନରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ମିଶାଇ ୧୦୨ଜଣ ନବନିର୍ବାଚିତ ବିଧାୟକ ବିଧାନସଭା ସଦସ୍ୟଭାବେ ଶପଥ ଗ୍ରହଣ କରିଛନ୍ତି। ଆଜି (ବୁଧବାର) ଅବଶିଷ୍ଟ ୪୫ଜଣ ନବ ନିର୍ବାଚିତ ବିଧାୟକ ପଦ ଓ ଗୋପନୀୟତାର ଶପଥ ପାଠ କରିବାର କାର୍ଯ୍ୟକ୍ରମ ରହିଛି। ୨୦ ତାରିଖରେ ନୂଆ ବାଚସ୍ପତି ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଆଜି ପ୍ରାର୍ଥୀମାନେ ନାମାଙ୍କନପତ୍ର…

Read More

ନବ ନିର୍ବାଚିତ ବିଧାୟକ ନେଉଛନ୍ତି ଶପଥ…

ଭୁବନେଶ୍ବର: ନବ ନିର୍ବାଚିତ ବିଧାୟକ ମାନଙ୍କୁ  ଶପଥ କରାଇଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପରେ ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି। ଆଜି ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ…

Read More

ମାଛଚାଷ ଓ ପଶୁପାଳକଙ୍କ ପାଇଁ ହେବ ୧୦୦ ଦିନର ଖସଡ଼ା 

ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ ସହ MSME ବିଭାଗର ଦାୟିତ୍ବ ଗ୍ରହଣ କଲେ ସ୍ଵାଧୀନ ରାଷ୍ଟ୍ରମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ସୋମବାର ଉଭୟ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କ ତରଫରୁ ମାନନୀୟ ମନ୍ତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । MSME ବିଭାଗର ପ୍ରମୁଖ ସଚିବ ଶାଶ୍ବତ ମିଶ୍ର ଶ୍ରୀଯୁକ୍ତ ମଲ୍ଲିକଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିବା ବେଳେ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗର ସ୍ବତନ୍ତ୍ର ସଚିବ ଗଙ୍ଗାଧର ନାୟକ ମନ୍ତ୍ରୀଙ୍କୁ ସ୍ବାଗତ…

Read More

ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ଲୁଚକାଳି ଖେଳୁଛି ମୌସୁମୀ…

ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଯେପରି ତତଲା କଡେଇରେ ଭାଜି ହେଉଛି ସାରା ଓଡ଼ିଶା । ତାତି, ଗୁଳୁଗୁଳି ଯେପରି ଜନ ଜୀବନକୁ ଅସ୍ତବ୍ୟସ୍ତ କରିଦେଲାଣି । ଘରୁ ବାହାରିବା କଷ୍ଟକର ହୋଇପଡ଼ିଲାଣି । ଦେହରୁ ଝାଳ ଶୁଖିବାର ନାଁ ନେଉନାହିଁ । ଯେଉଁଠି ମୌସୁମୀର ଆଗମନ ହେବା କଥା ସେଠି ଗରମ ଦିନକୁ ଦିନ ବଢ଼ିବାରେ ଲାଗିଛି । ସାଧାରଣତଃ ରଜ ପର୍ବ କିଛି ଦିନ ପୂର୍ବରୁ ବର୍ଷା ଆରମ୍ଭ ହୋଇଯାଇଥାଏ ।…

Read More

କୋଟିଆ ବିବାଦର ସମାଧାନ, ସୁରେଶଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଏବଂ ଆନ୍ଧ୍ର ପ୍ରଦେଶ ସୀମାନ୍ତବର୍ତ୍ତୀ ଗ୍ରାମପୁଞ୍ଜ କୋଟିଆକୁ ନେଇ ଦୀର୍ଘଦିନ ଧରି ବିବାଦ ଲାଗି ରହିଛି। ବିଧାନସଭାରେ କୋଟିଆ ଏକ ପ୍ରମୁଖ ପ୍ରସଙ୍ଗ ଭାବେ ବିଜେପି ଦ୍ୱାରା ଉପସ୍ଥାପିତ ହୋଇ ଆସିଛି। ଏମିତି କି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କୋଟିଆ ଗସ୍ତ କରି ଆନ୍ଧ୍ର ଅଫିସରଙ୍କୁ ଘଉଡାଇଥିବା ଭିଡିଓ ଛାଡିଥିଲେ। ଏହାକୁ ନେଇ ସାମାଜିକ ଗଣମାଧ୍ୟମରେ ଭାଇରାଲ କରାଯାଇଥିଲା। ତତ୍କାଳୀନ ବିଜେଡି ସରକାର ରାଜ୍ୟର ଜମି ସୁରକ୍ଷା କରିବାରେ ବିଫଳ ବୋଲି…

Read More

ଗୃହ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ, ପୃଥ୍ବୀରାଜଙ୍କୁ ତିନି ଗୁରୁତ୍ଵପୂର୍ଣ୍ଣ ବିଭାଗ

ଭୁବନେଶ୍ୱର : ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି  । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁରୁତ୍ୱପୂର୍ଣ୍ଣ  ଗୃହ, ସାଧାରଣ ପ୍ରଶାସନ ଓ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଛନ୍ତି  ।  ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କୃଷି ଏବଂ କୃଷକ କଲ୍ୟାଣ ଏବଂ ଶକ୍ତି ବିଭାଗ ଦିଆଯାଇଛି  ।  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ  ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି…

Read More

ଆଜି ରଜପର୍ବର ଦ୍ୱିତୀୟ ଦିନ ତଥା ରଜ ସଂକ୍ରାନ୍ତି …

ଆଜି ରଜପର୍ବର ଦ୍ୱିତୀୟ ଦିନ ତଥା ରଜ ସଂକ୍ରାନ୍ତି । ଏନେଇ ନେଇ ଉତ୍ସବ ମୁଖର ହୋଇଉଠିଛି ସାରା ରାଜ୍ୟ । ଗାଁ ଠୁ ସହର, ସବୁଠି ଜମୁଛି ପିଠା, ମିଠା ଏବଂ ଦୋଳି ଖେଳର ଆସର । ପ୍ରଥମେ ସଜବାଜ, ତାପରେ ପହିଲି ରଜ ଏବଂ ଆଜି ରଜ ସଂକ୍ରାନ୍ତି । ଓଡ଼ିଆ ସଂସ୍କୃତି ଓ ପରମ୍ପରାର ଏହି ଗଣ ପର୍ବ ରଜ ଓଡ଼ିଶାର ପର୍ବ ପର୍ବାଣୀ ମଧ୍ୟରେ ବେଶ ଅନ୍ୟତମ । ନୂଆ ପୋଷାକ…

Read More

ଜୁନ ୨୬ରେ ଲୋକସଭା ବାଚସ୍ପତି ନିର୍ବାଚନ …

ଆସନ୍ତା ଜୁନ ୨୬ରେ ଲୋକସଭା ବାଚସ୍ପତି ନିର୍ବାଚନ । ୨୫ ତାରିଖ ମଧ୍ଯାହ୍ନ ସୁଦ୍ଧା ପ୍ରାର୍ଥୀଙ୍କ ନାମ ଦାଖଲ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି । ଜୁନ ୨୪ରୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ବସିବା ସହ ଏହା ଜୁଲାଇ ୩ ଯାଏ ଚାଲିବ । ଏହି ଅଧିବେଶନରେ ନୂଆ ସାଂସଦମାନଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହେବ । ଜୁନ ୨୭ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଲୋକସଭା ଓ ରାଜ୍ଯସଭାର ମିଳିତ ଅଧିବେଶେନରେ ଉଦବୋଧନ ଦେବେ…

Read More

୧୬ ମନ୍ତ୍ରୀଙ୍କ ଭିତରୁ ୧୪ ଜଣଙ୍କ ନାଁରେ ରହିଛି ଅପରାଧିକ ମାମଲା…

ବିଜେପି ସରକାରରେ ମନ୍ତ୍ରୀ ହୋଇଥିବା ୧୬ଜଣଙ୍କ ମଧ୍ୟରୁ ୧୪ଜଣ ନାଁରେ ଅପରାଧିକ ମାମଲା ରହିଛି । ଦୁଇ ଜଣ କ୍ୟାବିନେଟ୍‍ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଓ ପ୍ରଦୀପ ବଳ ସାମନ୍ତଙ୍କ ନାଁରେ ଆଦୌ ଅପରାଧିକ ମାମଲା ନଥିବା ଏଡିଆର ରିପୋର୍ଟରୁ ଜଣାପଡିଛି । ଏହି ରିପୋର୍ଟ ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୁଦ୍ଧରେ ଗୋଟିଏ ଅପରାଧିକ ମାମଲା ଥିବାବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ନାମରେ ଦୁଇଟି ଓ ପ୍ରଭାତୀ ପରିଡାଙ୍କ ବିରୁଦ୍ଧରେ ୯ଟି ଫୌାଜଦାରୀ…

Read More

ରାଜ୍ୟର ୬୭ଟି ସ୍ଥାନରେ ସିବିଆଇର ଚଢ଼ାଉ…

ଓଡ଼ିଶାରେ ସିବିଆଇର ବଡ଼ ଧରଣର ଚଢ଼ାଉ । ଡ଼ାକ ବିଭାଗର ନିଯୁକ୍ତି ପ୍ରକ୍ରିୟାରେ ହୋଇଥିବା ଅନିୟମିତତା ଅଭିଯୋଗ ଆଧାରରେ ହୋଇଛି ରେଡ୍। ରାଜ୍ୟର ପ୍ରାୟ ୬୭ ସ୍ଥାନରେ ଖୋଳତାଡ଼ କରୁଛି ସିବିଆଇ। ଗ୍ରାମୀଣ ଡାକ ସେବକ ନିଯୁକ୍ତିରେ ଅନିୟମିତତା ନେଇ ହୋଇଥିଲା ଅଭିଯୋଗ । ଜାଲ୍ ସାର୍ଟିଫିକେଟ ନେଇ ୬୩ଜଣ  ଅଭିଯୋଗ କରିଥିଲେ ଆଉ ଏହି ଅଭିଯୋଗକୁ ଆଧାର କରି ସିବିଆଇ ରେଡ୍ କରୁଛି।

Read More