୭ ତାରିଖରୁ (+୨) ନାମଲେଖା ଆବେଦନ, ଅଗଷ୍ଟ ପହିଲାରୁ ପାଠପଢ଼ା…
ଭୁବନେଶ୍ଵର; ଆସନ୍ତା ୭ ତାରିଖଠାରୁ ଯୁକ୍ତଦୁଇ (+୨) ପ୍ରଥମ ବର୍ଷରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ବିଭାଗରେ ପଢ଼଼ିବାକୁ ଛାତ୍ରଛାତ୍ରୀମାନେ ସାମ୍ସ ୱେବସାଇଟ୍ www.samsodisha.gov.inରେ ଆବେଦନ କରିପାରିବେ। ଜୁଲାଇ ୬ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଜାରି ରହିବ। ଆବେଦନ ଫି’ ବାବଦକୁ ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ…
