ପୁଣି ଓଡ଼ିଶାରେ ପ୍ରଚାର କରିବାକୁ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି ଓ ମଲ୍ଲିକାର୍ଜୁନ ଖଡଗେ …
ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି ଓ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ ।ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି । ଆସନ୍ତା ୨୬, ୨୭ ଓ ୨୮ରେ ୩ ଦିନ ଧରି ନିର୍ବାଚନୀ ପ୍ରଚାର କରିବେ। । ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ସ୍ଥାନରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ଗତ ୧୫ ତାରିଖ ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ସଭାପତି ତଥା ଷ୍ଟାର୍ ପ୍ରଚାରକ ରାହୁଲ ଗାନ୍ଧୀ ବଲାଙ୍ଗୀର ଗସ୍ତ କରି…
