୧୬ରେ ରାଜଧାନୀରେ ରୋଡ଼ ସୋ କରିବେ ନବୀନ …
ପ୍ରଧାନମନ୍ତ୍ରୀଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀରେ କରିବେ ରୋଡ ସୋ । ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ନିର୍ବାଚନ ପାଇଁ କରିବେ ରୋଡ୍ ସୋ । ରୋଡ୍ ସୋ’ ସମୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗଙ୍ଗନଗର ଛକରୁ ବାହାରିଥିବା ରୋଡ଼ ଶୋ’ LIC ଅଫିସ, ଗୋପବନ୍ଧୁ ଛକ, ଡିଏଭି ଛକ, HDFC ବ୍ୟାଙ୍କ ଛକ, ନୂଆସାହି, ବେହେରା ସାହି, ନିକୋ ପାର୍କ ଛକ,ବାୟାବାବା ମଠ ଦେଇ ରୂପାଲି ଛକ ପର୍ଯ୍ୟନ୍ତ…
