ହିଞ୍ଜିଳିରୁ ପ୍ରଚାର ଆରମ୍ଭ କଲେ ନବୀନ, ଯୋଡ଼ା ଶଙ୍ଖରେ ଆଶୀର୍ବାଦ କରିବାକୁ କଲେ ଅନୁରୋଧ…

୨୦୨୪ ନିର୍ବାଚନ ପାଇଁ ଆଜିଠାରୁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଜେଡି ସଭାପତି ତଥା ଦଳର ଷ୍ଟାର୍ ନବୀନ ପଟ୍ଟନାୟକ । ନିଜର ପାରମ୍ପରିକ ଆସନ ହିଞ୍ଜିଳିରୁ ଚଳିତ ନିର୍ବାଚନ ପାଇଁ ବିଧିବଦ୍ଧ ଭାବରେ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ହିଞ୍ଜିଳିର ସମରଝୋଳ ଓ ଶେରଗଡରେ ଦୁଇଟି ଜନସଭାକୁ ସମ୍ବୋଧନ କରିବା ସହ ନିର୍ବାଚନ ପାଇଁ ରଣହୁଙ୍କାର ଦେଇଛନ୍ତି । ଜନସଭାକୁ ସମ୍ବୋଧିତ କରି ନବୀନ କହିଛନ୍ତି ଯେ, ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ମୁଁ…

Read More

ଏଥର ଜମିବ ପ୍ରଚାର..ଆରମ୍ଭ କରିବେ ନବୀନ..ଆଗପଛ ହୋଇ ଆସିବେ ଶାହା, ରାହୁଲ, ମୋଦି, ପ୍ରିୟଙ୍କା…

ଭୁବନେଶ୍ୱର : ସାଧାରଣ ନିର୍ବାଚନ ନେଇ ଓଡ଼ିଶା ରାଜନୈତିକ ପାଣିପାଗ ଆହୁରି ଗରମ ହେବାକୁ ଯାଉଛି। ଆଉ ଦୁଇ ଦିନ ପରେ ଦେଶ ଓ ରାଜ୍ୟର ଶୀର୍ଷ ନେତାମାନେ ବିଭିନ୍ନ ଅଞ୍ଚଳରେ ଆନୁଷ୍ଠାନିକ ପ୍ରଚାର କାର୍ଯ୍ୟ ଆରମ୍ଭ କରିବେ। ଏହି କ୍ରମରେ ବିଜେଡିରୁ  ନବୀନ ପଟ୍ଟନାୟକ, ବିଜେପିରୁ ନରେନ୍ଦ୍ର ମୋଦି ଓ ଅମିତ ଶାହା , କଂଗ୍ରେସରୁ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଏବଂ ମଲ୍ଲିକାର୍ଜୁନ ଖଡଗେଙ୍କ ପ୍ରଚାର ଉପରେ ସମସ୍ତଙ୍କ ନଜର ରହିବ। ସେହିପରି ସିପିଏମରୁ…

Read More

୭ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡ଼ି , ଜାଣନ୍ତୁ କାହାକୁ କେଉଁଠି ମିଳିଛି ଟିକେଟ୍ …

ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛିନ୍ତି ମୁଖ୍ୟମନ୍ତୀ ନବାନ ପଟ୍ଟନାୟକ । ପୂର୍ବରୁ ୧୩୫ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଇଥିଲା ବିଜେଡି ବାକି ୧୨ ସିଟରୁ ଆଜି ୬ଟି ସିଟ୍‌ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ତେବେ ଆଉ ୬ଟି ସିଟ୍‌ ପାଇଁ ପ୍ରାର୍ଥୀ ଘୋଷଣା ବାକି ରହିଲା। ପୁଣିଥରେ କାକଟପୁରରୁ ଲଢ଼ିବେ ତୁଷାରକାନ୍ତି ବେହେରା । ମନ୍ତୀ ତୁଷାରକାନ୍ତିଙ୍କ ଉପରେ ପୁଣି ଆସ୍ଥା…

Read More

ରାଜନୈତିକ ଦଳମାନଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୮/୪:ଓଡ଼ିଶାରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଆଜି ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ମୁଖ୍ୟ ନିର୍ବାଚନ ଅଧିକାରୀ  ନିକୁଞ୍ଜ ବିହାରୀ ଧଳ ବିଭିନ୍ନ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ବୈଠକ କରିଥିଲେ । ରାଜ୍ୟରେ ନିର୍ବାଚନକୁ ସ୍ୱଚ୍ଛ, ମୁକ୍ତ, ଅବାଧ, ନିରପେକ୍ଷ, ତ୍ରୁଟିଶୂନ୍ୟ ଓ ଶାନ୍ତିଶୃଙ୍ଖଳାର ସହ ପରିଚାଳନା ନିମନ୍ତେ ଶ୍ରୀ ଧଳ ସମସ୍ତ ରାଜନୈତିକ ଦଳର ସହଯୋଗ କାମନା କରିବା ସହ ଆଦର୍ଶ ଆଚରଣ ବିଧିର କଡ଼ାକଡ଼ି ଅନୁପାଳନ କରିବା ପାଇଁ ଅନୁରୋଧ…

Read More

କାହିଁକି କଣ୍ଟାବାଞ୍ଝିକୁ ବାଛିଲେ ନବୀନ ପଟ୍ଟନାୟକ…କେତେ ଫଳପ୍ରଦ ହେବ ଏହି ଯୋଜନା…

ଭୁବନେଶ୍ୱର : ରାଜ୍ୟରେ ଲଗାତର ପଞ୍ଚମ ଥର ବିଜେଡି ନିର୍ବାଚନ ଜିତି ସାରିଛି। ଷଷ୍ଠ ଥର ଜିତି ରେକର୍ଡ଼ କରିବ ବୋଲି ଆଶାବାଦୀ ରହିଛି। ମାତ୍ର ଅବିଭକ୍ତ ବଲାଙ୍ଗୀର ଜିଲ୍ଲାରେ ସାମଗ୍ରିକ ପ୍ରଦର୍ଶନ ଓ ସାମ୍ପ୍ରତିକ ରାଜନୈତିକ ସ୍ଥିତି ବିଜେଡିର ରଣନୀତି ପରିବର୍ତ୍ତନ କରିଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ଥର ପଶ୍ଚିମ ଓଡ଼ିଶାରୁ ଲଢିବାକୁ ଯାଉଛନ୍ତି। ସେ ବିଜେପୁର,ବରଗଡ଼, ନର୍ଲା  କି ରେଢାଖୋଲରୁ ପ୍ରାର୍ଥୀ ହୋଇ ନାହାନ୍ତି।  ଆଜି ବିଜେଡ଼ିର ପଞ୍ଚମ ପ୍ରାର୍ଥୀ…

Read More

୨୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ବିଜେପି, ଜାଣନ୍ତୁ କାହାକୁ କେଉଁଠି ମିଳିଛି ଟିକେଟ …

ବିଜେପି ଘୋଷଣା କଲା ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା । ୨୧ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାଜପା । ରାଉରକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ । ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର ନାୟକ, ସାରସକଣାରୁ ଭାଦବ ହାଁସଦା, ରାଇରଙ୍ଗପୁରରୁ ଜୋଲେନ ବରଦା, ବାଙ୍ଗିରିପୋଷିରୁ ସଞ୍ଜଳୀ ମୁର୍ମୁ ଟିକେଟ୍‌ ପାଇଛନ୍ତି । ଯଦି ଦେଖିବା ପ୍ରଥମ ପର୍ଯ୍ୟାୟରେ ବିଜେପି ୧୧୨ ଟି ବିଧାନସଭା ସିଟ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା ।…

Read More

ପ୍ରାର୍ଥୀ ଘୋଷଣାରେ କିଏ ରହିଛି ସବୁଠୁ ଆଗରେ ଜାଣନ୍ତୁ…

କିଛି ଦିନ ପୂର୍ବେ ପ୍ରାର୍ଥୀ ଘୋଷଣାରେ ପଛରେ ପଡିଥିବା କଂଗ୍ରେସ ଏବେ ରହିଛି ସବୁଠୁ ଆଗରେ । ଏହା ମଧ୍ୟରେ ବିଧାସଭାର ୧୪୭ ଟି ଆସନରୁ ଏପର୍ଯ୍ୟନ୍ତ ୧୧୯ ପ୍ରାର୍ଥୀ ଘୋଶଣା କରିସାରିଛି କଂଗ୍ରେସ । ଗତକାଲି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ହାତ ଦଳ । ଦ୍ୱିତୀୟ ପର୍ଯ୍ୟାୟରେ ୭୫ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ତେବେ ଏହି ଲିଷ୍ଟରେ ବହୁ ହେଭିୱେଟ୍‌ଙ୍କ ନାଁ ମଧ୍ୟ ରହିଛି ।…

Read More

ବିଜେପିରେ ଯୋଗ ଦେଲେ ଏହି ବିଜେଡ଼ି ବରିଷ୍ଠ ନେତା ଜାଣନ୍ତୁ କିଏ …

ବିଜେପିରେ ମିଶିଲେ ଚାନ୍ଦବାଲି ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେଡି ନେତା ଅଜୟ ନାୟକ। ଆଜି ସେ ବିଜେଡିରୁ ଇସ୍ତଫା ଦେବା ପରେ ବିଜେପିରେ ସାମିଲ ହୋଇଛନ୍ତି। ବିଧାୟକ ବ୍ୟୋମକେଶଙ୍କୁ ମାମୁଁ ହେଉଛନ୍ତି ଅଜୟ ନାୟକ। ସେ ବ୍ୟୋମକେଶଙ୍କ ଟିକେଟକୁ ବିରୋଧ କରୁଥିବା କୁହାଯାଉଥିଲା। ବିଜେପି ନେତା ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି ଏହି ମିଶ୍ରଣ ପର୍ବରେ ଅନ୍ୟ ମାନଙ୍କ ମଧ୍ୟରେ ଭଦ୍ରକ ବିଜେପି ଲୋକସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ, ଧାମନଗର ବିଧାନସଭା ପ୍ରାର୍ଥୀ ସୂର୍ଯ୍ୟବଂଶୀ…

Read More

୧୫ ତାରିଖ ଭିତରେ ଘୋଷଣ ହୋଇପାରେ କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ଟିକେଟ…

ସାଧାରଣ ନିର୍ବାଚନ ଯେଉଁ ଯେଉଁ ପାଖେଇ ଆସୁଛି ପ୍ରମୁଖ ଦଳ ମାନେ ସେମାନଙ୍କର ପ୍ରାର୍ଥୀ ଘୋଷଣା କରିବାରେ ଲାଗିଛନ୍ତି । ସେହିପରି ଏହି ଦିଗରେ ବିଜେପି ବିଜେଡି ଆଗୁଆ ଥିବା ବେଳେ କଂଗ୍ରେସ ରହିଯାଇଛି ଟିକେ ପଛରେ । ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତା ୧୫ ତାରିଖ ସୁଦ୍ଧା କଂଗ୍ରେସର ଦ୍ୱିତୀୟ ପର୍ଯ୍ୟୟ ଟିକେଟ ଆସିବାର ସମ୍ଭାବନା ରହିଛି। ଶନିବାର ସ୍କ୍ରିନି ବୈଠକ ଓ ରବିବାର ସିଇସି ବୈଠକ ବସିବ।…

Read More

ପଦ୍ମ ଛାଡି ଶଙ୍ଖ ଧରିଲେ ବଲାଙ୍ଗୀର ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ…

ଭୁବନେଶ୍ଵର;ବିଜେଡ଼ିରେ ଯୋଗଦେଲେ ବଲାଙ୍ଗୀର ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ । ସେ ଦୀର୍ଘ ୩୬ ବର୍ଷ ଧରି ବିଜେପିରେ ରହିଥିଲେ ।  ପୁର୍ବରୁ ସେ ବଲାଙ୍ଗୀର ଜିଲ୍ଲାର ସଭାପତି ଓ ବିଜେପିର ଗୁରୁତ୍ବପୂର୍ଣ୍ଣ ପଦପଦବୀରେ ରହିଥିଲେ ।  ଭାଜପା ଦଳ ତାଙ୍କୁ ଅଣ ଦେଖା କରିଥିବାରୁ ସେ ଆଜି ବିଜେଡ଼ିରେ ଯୋଗଦାନ କରିଛନ୍ତି ।ଭୁବନେଶ୍ବର ସ୍ଥିତ ବିଜେଡିର ମୁଖ୍ୟ କାର୍ଯ୍ୟାଳୟ  ଶଙ୍ଖ ଭବନରେ ଆୟୋଜିତ ମିଶ୍ରମ ପର୍ବରେ ପ୍ରଭାସ ପାଣିଗ୍ରାହି ଓ ତାଙ୍କ ସମର୍ଥକ ମାନେ ବିଜେଡିରେ…

Read More