ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ବାର୍ତ୍ତା ରହିଛି ‘ଭାଷା ହିଁ ଭବିଷ୍ୟତ’।ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର…
