ଏଥର ୩ ଘଣ୍ଟା ପୂର୍ବରୁ ମିଳିବ ବର୍ଷା – ବଜ୍ରପାତର ସୂଚନା
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବସିବ ଡପଲାର୍ ୱେଦ୍ର ରାଡାର । ଏହି ରାଡାର କଟକ-ଭୁବନେଶ୍ୱର ର ପାଣିପାଗ ଆକଳନ କରିବ । ଦୁଇ ସହର ପାଇଁ ସଠିକ୍ ପୂର୍ବାନୁମାନ କରି ଆଗୁଆ ପ୍ରତିକାର ବ୍ୟବସ୍ଥା ଲାଗି ଏହି ପଦକ୍ଷେପ ନିଆଯିବ । ରାଡାର ବସାଇବା ପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଯୋଜନା କରାଯାଇଥିବା ବେଳେ ଏନେଇ ରାଜ୍ୟ ସରକାରଙ୍କୁ ଆବଶ୍ୟକୀୟ ଜମି ଯୋଗାଇ ଦେବା ପାଇଁ ଆଇଏମଡି ଏସ୍ଆର୍ସିଙ୍କୁ ଚିଠି ଲେଖିଛି। ଏହି ରାଡାର ବସିବା…
