ବିଶ୍ୱକପ୍ ମ୍ୟାଚ ପାଇଲାନି ବାରବାଟୀ, କ୍ଷତି ଭରଣା ପାଇଁ ଚେଷ୍ଟା କରୁଛି ଓସିଏ
କଟକ : ଓଡ଼ିଶା କ୍ରୀଡ଼ା ରାଜଧାନୀ। ବିଶ୍ୱ କ୍ରୀଡ଼ା ମାନଚିତ୍ରରେ ଏକ ବିଶେଷ ସ୍ଥାନ। ହେଲେ କ୍ରିକେଟ ପାଗଳ ଭାରତବର୍ଷରେ ଅଢେଇ ମାସ ପରେ ବିଶ୍ୱକପ୍ ଅନୁଷ୍ଠିତ ହେବାକୁ ଯାଉଛି। ଦୁଃଖର ବିଶୟ ଅତୀତରେ ଏକାଧିକ ବିଶ୍ୱକପ୍ ମ୍ୟାଚ ଆୟୋଜନ କରିଥିବା କଟକର ବାରବାଟୀ ଷ୍ଟାଡିୟମ ଏଥିରୁ ବଞ୍ଚିତ ହୋଇଛି। ଏହା ରାଜ୍ୟର କ୍ରିକେଟ ପ୍ରେମୀଙ୍କୁ କଷ୍ଟା ଦେଇଛି। ଏନେଇ ବହୁ ପୂର୍ବତନ ରଣଜୀ ଖେଳାଳି ଓଡ଼ିଶା କ୍ରିକେଟ ଆସୋସିଏସନ୍ ର ଅପରାଗତାକୁ ଦାୟୀ କରିଛନ୍ତି। ରାଜ୍ୟ…
