ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷା ଫଳ
ଭୁବନେଶ୍ବର : ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ବିଭାଗର ପରୀକ୍ଷା ଫଳ। ଅପରାହ୍ନ ୪ଟାରେ ରେଜଲ୍ଟ ପ୍ରକାଶ ପାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କଳା ଓ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇଛି।। www.orissaresults.nic.in ରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ। ମୋଟ ୧ ଲକ୍ଷ ୮୧ ହଜାର ୮୬୯ ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ +୨ କଳାରେ ପାସ୍ ହାର ୭୮.୮୮ % ରହିଛି। ଚଳିତ ବର୍ଷ ମାର୍ଚ୍ଚ ୧ରୁ ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ…
