ଅସହ୍ୟ ଖରାକୁ ଗୁଳୁଗୁଳିିରେ ଅସ୍ତ ବ୍ୟସ୍ତ ସାରା ରାଜ୍ୟ
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଗ୍ରଷ୍ମପ୍ରବାହ ଓ ଗିଳୁଗୁଳି । ତାପମାତ୍ରା ଉପର ମୁହାଁ ହୋଇଥିବା ବେଳେ ଉପକୂଳରେ ରହୁଥିବା ଆର୍ଦ୍ରତା ଯୋଗୁଁ ଗୁଳୁଗୁଳି କଲବଲ ହେଉଛି ସାରା ରାଜ୍ୟ । ଅନ୍ୟପଟେ ୨ ଦିନ ହେବ ଏଭଳି ସମସ୍ୟା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଗତକାଲି ସନ୍ଧ୍ୟାରେ ହୋଇଥିବା କାଳବୈଶାଖୀ କିଛିକାଂଶରେ ଆଶ୍ୱସ୍ତି ଆଣିଛି। ଯଦିଓ ସନ୍ଧ୍ୟାରେ ବର୍ଷା ଯୋଗୁଁ ଗୁଳୁଗୁଳି କମିଛି, ହେଲେ ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ…
