ରୂପାନ୍ତରିତ ହେବ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର, କ୍ୟାରିଅର କାଉନସେଲିଂ ଓ ମୋଟିଭେସନାଲ ଟକ୍ ହେବ ଆୟୋଜନ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ଭୁବନେଶ୍ବରର ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ପରିଦର୍ଶନ କରି ଭିତ୍ତିଭୂମି ତଦାରଖ କରିଥିଲେ l ସେହିପରି ସେଠାରେ ସେ ଛାତ୍ରଛାତ୍ରୀ ମାନଙ୍କ ସହିତ ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ମଧ୍ୟ ଆଲୋଚନା କରିଥିଲେ । ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ରାଜ୍ୟର ଏକ ପ୍ରମୁଖ ପାଠାଗାର ଏବଂ ପ୍ରତିଦିନ ଏଠାକୁ ଶହ ଶହ ଛାତ୍ରଛାତ୍ରୀ ତଥା ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ…
