କମିଟିରେ କାହାକୁ ନେବେ ମନମୋହନ ସାମଲ , ପ୍ରଚାର କମିଟିକୁ ନେଇ ଅଧିକ ମୁଣ୍ଡ ବ୍ୟଥା…….
ଭୁବନେଶ୍ୱର,୯/୫(ବ୍ୟୁରୋ): ବିଜେପି ସଭାପତି ମନମୋହନ ସାମଲ ଦାୟିତ୍ୱ ନେବାର ଅନେକ ଦିନ ହୋଇ ଗଲାଣି। ହେଲେ ଶ୍ରୀ ସାମଲ ଏ ଯାଏଁ ନିଜର ନୂଆ ଟିମ୍ ଘୋଷଣା କରିପାରିନାହାନ୍ତି। କାହାକୁ ରଖିବେ, କାହାକୁ ନ ରଖିବେ ତାଙ୍କ ପାଇଁ ବହୁତ ବଡ଼ ଆହ୍ୱାନର କାରଣ ହୋଇଛି। ଓଡ଼ିଶା ପତ୍ରିକାକୁ ମିଳିଥିବା ଖବର ଅନୁଯାୟୀ, ପ୍ରଭାରୀ ସୁନୀଲ ବଂଶଲ କୋର ଟିମ୍ ଏବଂ ରାଜ୍ୟ କମିଟିରେ ଶତ ପ୍ରତିଶତ ଦଳ ପ୍ରତି ସମର୍ପିତ ଲୋକ ଖୋଜୁଛନ୍ତି। ଏକ 30ରୁ…
